-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||     

HOME   ଜିଲ୍ଲା

ଖଇରl ସରକାରୀ ୟୁ ପି ସ୍କୁଲରେ ବାର୍ଷିକ ଉତ୍ସବ "ଆମ ସଂସ୍କୃତି ଆମ ଖେଳଣା "

22-Apr-2025



ନୂଆପଡା, ବୋଡେନ ବ୍ଲକର ଖଇରା ସରକାରୀ ଉ ପ୍ରା ବିଦ୍ୟାଳୟ ରେ ବାର୍ଷିକ ଉତ୍ସବପ୍ରଧାନ ଶିକ୍ଷକ କର୍ଣ୍ଣ କୈବର୍ତ୍ତଙ୍କ ଆହ୍ୱାନ କ୍ରମେ ମହା ସମାରୋହ ରେ ଅନୁଷ୍ଠିତ ହୋଇଯାଇଛି l ଏଥିରେ କର୍ଣ୍ଣ କୈବର୍ତ୍ତଙ୍କ ସଭାପତିତ୍ୱରେ ବୋଡେନ ବ୍ଲକର ଉପାଧ୍ୟାକ୍ଷା ସଂଗୀତା ମାଝୀ, ସମ୍ମାନିତ ଅତିଥିଭାବେ ସରପଞ୍ଚ କୈଳାଶ ଦଲ, ମୁଖ୍ୟବକ୍ତା ଭୁବନେଶ୍ୱର ରାଉତ, ସମ୍ମାନିତ ଅତିଥିଭାବେ ମଝିଆ ମାଝୀ ସମାଜସେବୀ ମଦନ ମୋହନ

ପ୍ରଧାନୀ, ସାମ୍ବାଦିକ ତଥା ବିଶିଷ୍ଟ ଗାୟକ ଜଗତରାମ ଦଣ୍ଡସେନା, ଗିରିଧାରୀ ଦଲ, ଡମ୍ବରୁ ଧର ମାଝୀ,ମଙ୍ଗଳ ସିଂ ମାଝୀ, ମହାଦେବ ଦୁରିଆ, ଜଗନ୍ନାଥ ଦାଣ୍ଡସେନା, ପୁରାନ୍ଦର ମାଝୀ,ଶିକ୍ଷକ ମାନଙ୍କ ମଧ୍ୟରେ ବରିଷ୍ଟ ଶିକ୍ଷକ ବଇଦ ଦଲ, ଡମ୍ଭରୁଧର ମାଝୀ, କ୍ଷୀରସିନ୍ଧୁ ମାଝୀ, କମଳା ଦୁରିଆ, ଶ୍ରୀମତୀ ହିଙ୍ଗୁଳା ମାଝୀ, କମଲସିଂ ମାଝୀ,, ମୁକେଶ କୁମାର

ନାୟକ,ସହଯୋଗୀ ହିତେଶ ମାଝୀ, ବିଦ୍ୟାଳୟ ପରିଚାଳନା କମିଟିରୁ ମହେନ୍ଦ୍ର ବାଗ, ଦଶମୀ ମାଝୀ, ରବୀନ୍ଦ୍ର ଦଲ, ଭଜରାଜ ଯାନୀ ପ୍ରମୁଖ ଉପସ୍ଥିତ ରହି କୃତୀ ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧନା କରିଥିଲେ l ବକ୍ତା ମାନେ ଶିକ୍ଷା ଉପରେ ଛାତ୍ରଛାତ୍ରୀ ମାନଙ୍କୁ ଉଦବୋଧନ କରିଥିଲେ ଓ ରଙ୍ଗlରଙ୍ଗ କାର୍ଯ୍ୟକ୍ରମ ମନ ମୋହିଥିଲା l ଗଙ୍ଗାଧର ମହାଉତି ମଞ୍ଚ ପରିଚାଳନା କରିଥିଲେ ଓ କୈବର୍ତ୍ତ ମଂଚାସୀନ ଅତିଥି ମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

ନୂଆପଡା ଜିଲ୍ଲା ରୁ ପରମେଶ୍ୱର ମେହେର ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026

You Might Also Like