-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   (04-Sep-2026)       ||      ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||     

HOME   ଜିଲ୍ଲା

ଖଦ୍ୟୋତ ଅନୁଷ୍ଠାନ ତରଫରୁ ପୁରସ୍କାର ବିତରଣ

22-Apr-2025



ବଲାଙ୍ଗିର- ସ୍ଥାନୀୟ ତେଲିଗୋଠପଡା ସ୍ଥିତ ଐତିହାସିକ ପୂର୍ଣ୍ଣଚନ୍ଦ୍ର ରଥ ପାଠାଗାର ସମ୍ମିଳନୀ କକ୍ଷରେ ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଏକ ପୁରସ୍କାର ବିତରଣ ଉତ୍ସବ ଆୟୋଜିିତ ହୋଇଯାଇଛି । ଏଥିରେ ଜିଲ୍ଲା ନାଗରିକ କମିଟି ଉପସଭାପତି ନିତ୍ୟାନନ୍ଦ ମିଶ୍ର ମୁଖ୍ୟ ଅତିଥି, ରେଡକ୍ରସ ସାଧନ କର୍ମୀ ଡ. ରବିଚନ୍ଦ୍ର ପଶାୟତ, ବନ୍ଧପଡା ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ଆନନ୍ଦ ଚନ୍ଦ୍ର ପଣ୍ଡା ଏବଂ ସାମ୍ବାଦିକ ଆକୁଳ ବେହେରା ସମ୍ମାନିତ ଅତିଥି ଭାବେ ମଂଚାସୀନ ହୋଇ ମତବ୍ୟକ୍ତ କରିଥିଲେ ।  ସମାଜରେ ଏକ ସାଂସ୍କୃତିକ ଓ ସାମାଜିକ ବିପ୍ଲବର ଦରକାର ଏବଂ ପୂରାତନ ସଂସ୍କୃତିକୁ ବଜାୟ ରଖିବା ପାଇଁ ଆମେ ସମସ୍ତେ ପ୍ରୟାସ କରିବାକୁ ଆଜିର ସଭାରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।

ଛାତ୍ରଛାତ୍ରୀମାନଙ୍କୁ କଳା ଓ ସଂସ୍କୃତି ପ୍ରତି ଆକୃଷ୍ଟ କରିବାକୁ ସମସ୍ତ ଅଭିଭାବକ ଓ ଶିକ୍ଷାବିତ୍ ଉଦ୍ୟମ କରିବାକୁ ଆହ୍ୱାନ କରାଯାଇଛି । ଏହି କ୍ରମରେ ପୂର୍ବରୁ ଆୟୋଜିତ ହୋଇଥିବା ରଂଗୋଲି, କୌତୁକ ପୋଷାକ, ସଂଗୀତ ଓ ଡ୍ୟାନ୍ସ ପ୍ରତିଯୋଗିତାର କୃତୀ ପ୍ରତିଭାଗୀମାନଙ୍କୁ ଅତିଥିମାନେ ସାର୍ଟିଫିକେଟ ଓ ମେଡାଲ ଦେଇ ପୁରସ୍କୃତ କରିଥିଲେ । ସଂଗୀତରେ ସଂଜନା ମିଶ୍ର, ହର୍ଷିତା ସିଂ, ସମର୍ପିତା ବାରିକ, ନୈତିକ ନୟନ ଦାଶ, ଚିତ୍ରାଙ୍କନ ପ୍ରତିଯୋଗିତାରେ ସୌମ୍ୟ ରଂଜନ ସାହୁ, ଡ୍ୟାନ୍ସରେ ଅଭିପ୍‌ସା ସାହୁ, ହର୍ଷିତା ସିଂ, ପ୍ରିୟାଂସି ମହାନ୍ତି, ୟସରାଜ ବିନ୍ , ଆଦ୍ୟାସା ଅନାଲିକା ଯୋଷୀ ଏବଂ ରଙ୍ଗୋଲିରେ ମଧୁସ୍ମିତା କର୍ଣ୍ଣ, ସବିତା ବାରିକ, ବାସନ୍ତି ପୁରୋହିତ, ଅନିମା ସିଂ ପ୍ରମୁଖ ପୁରସ୍କୃତ ହୋଇଥିଲେ । ଉକ୍ତ ସଭାରେ ମୋତିଲାଲ ସାହୁ, ଆନନ୍ତ ବିଶୋଇ, ପ୍ରମୋଦ କୁମାର ସାହୁ, ଦିପକ ମହାନ୍ତି, ଅନ୍ତର୍ଯ୍ୟାମି ଯୋଷୀ, ନମ୍ରତା ପାଣିଗ୍ରାହୀ, ରାଜେଶ ପାଣିଗ୍ରାହୀ, ସତ୍ୟନାରାୟଣ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ । ଶେଷରେ ଦିବାକର ହୋତା ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବାଦ ସାହିତ୍ୟ ଘର ଗୁଡଭେଲା ଓ ତୋଷାଳୀ ମହିଳା ମହାବିଦ୍ୟାଳୟ ତୁଷୁରାର ମିଳିତ ଆନୁକୁଲ୍ୟରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ମହାସମାରୋହରେ ପାଳିତ   04-Sep-2026
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026

You Might Also Like