-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ    (04-Sep-2026)       ||      ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   (04-Sep-2026)       ||      ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||     

HOME   ଜିଲ୍ଲା

ବିବାହ ଭୋଜିରେ ମାଂସ ବଣ୍ଟନକୁ ନେଇ ଗଣ୍ଡଗୋଳ; ଗାଡ଼ି ପୋଡିଦେଲେ, ଦୁଇ ଗିରଫ

22-Apr-2025



ବେଲପଡା(ତ୍ରିନାଥ ବାଗ):  ବିବାହ ଭୋଜିରେ ମାଂସ ବଣ୍ଟନକୁ ନେଇ ଗଣ୍ଡଗୋଳ ଘଟିଛି ବଲାଙ୍ଗୀର ଜିଲ୍ଲା ବେଲପଡା ଥାନା ଖଲିପଥର ଗାଁ ରେ I ଖଲିପଥର ଗାଁର ଦୟାନିଧି ମେହେର ଗାଁ ରେ ଚାଲିଥିବା ତାଙ୍କ ସମ୍ପର୍କୀୟ ବବଲୁ ମେହେରଙ୍କ ବିବାହ ଭୋଜିରେ ଯୋଗ ଦେଇଥିଲେ I ସେଠାରେ ଦୟାନିଧିଙ୍କୁ ଭୋଜିରେ ମାଂସ ବଣ୍ଟନ ଦାୟିତ୍ୱ ଦିଆଯାଇଥିଲା I ଭୋଜି ଖାଇବା ସମୟରେ ଗାଁର ଆଦର୍ଶ ପଣ୍ଡା ଓ ଦୀପକ ବନଗୁଲା ଅଧିକ ମାଂସ ଦେବାକୁ ଦୟାନିଧିଙ୍କୁ କହିଥଲେ Iଦୟାନିଧି ସମସ୍ତଙ୍କୁ ସମାନ ଭାବରେ ମାଂସ ବଣ୍ଟନ କରିବାକୁ କହିବାରୁ ସେମାନେ ଗାଳିଗୁଲଜ କରିବା ସହ ଦୟାନିଧିଙ୍କ କାର (ଓଡ଼ି ୩ କେ -୧୯୧୨)କୁ ପୋଡି ଦେଇଥିଲେ I ଏ ନେଇ ଦୟାନିଧି ଥାନାରେ ଅଭିଯୋଗ କରିବା ପରେ ଏକ ମାମଲା ରୁଜୁକରି ଦୁଇ ଅଭିଯୁକ୍ତ ଆଦର୍ଶ ପଣ୍ଡା ଓ ଦୀପକ ବନଗୁଲାଙ୍କୁ ଗିରଫ କରି ପାଟଣାଗଡ କୋର୍ଟ ଚାଲାଣ କରାଯାଇଥିବା ଥାନାଧିକାରୀ ଅନନ୍ତ ପ୍ରଧାନ ସୂଚନା ଦେଇଛନ୍ତି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାଲେସପଟ୍ଟାରେ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୮ ତମ ବଳିଦାନ ଦିବସ ଓ ଜନ୍ମାଷ୍ଟମୀ ପାଳିତ   04-Sep-2026
  ଜିଲ୍ଲା  
ଶାକମ୍ଭରୀ ପାଇଁ ଲେଖା ଆବଶ୍ୟକ   04-Sep-2026
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026

You Might Also Like