-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ଖାଦ୍ୟ ଆୟୋଗ କର୍ମକର୍ତ୍ତାଙ୍କ ତିନିଦିନିଆ ବରଗଡ ଜିଲ୍ଲା ଗସ୍ତ

22-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ଓଡିଶା ଖାଦ୍ୟ ଆୟୋଗ ସଦସ୍ୟ ଶ୍ରୀ ଦୟାନିଧି  ଦାଶ ଏବଂ ଶ୍ରୀ ଅକ୍ଷୟ କୁମାର ବେହେରା ତିନି ଦିନିଆ ବରଗଡ଼ ଜିଲ୍ଲା ଗସ୍ତରେ ଆସି ଆଜି ସୋହେଲା ବ୍ଲକ ଅନ୍ତର୍ଗତ କେନ୍ଦମଣ୍ଡି ଓ ଗର୍ଭଣା ଗ୍ରାମାଞ୍ଚଳର ଅଙ୍ଗନୱାଡ଼ି କେନ୍ଦ୍ର, ଗର୍ଭଣା ସେବାଶ୍ରମ, ଚିଚିଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କିଚେନ ଗାର୍ଡେନ ଏବଂ ଚିଚିଣ୍ଡା ସ୍ଥିତ ଛତୁଆ ପ୍ରସ୍ତୁତି କେନ୍ଦ୍ରକୁ ଅପ୍ରତ୍ୟାଶିତ ଭାବରେ ପରିଦର୍ଶନ କରି ପିଲାମାନଙ୍କୁ ବଣ୍ଟନ କରାଯାଉଥିବା ମଧ୍ୟାହ୍ନ ଭୋଜନ ଏବଂ ଛତୁଆର ଗୁଣାତ୍ମକ ମାନ ଯାଞ୍ଚ କରିବା ସହ ସ୍ଵଚ୍ଛତା ଉପରେ ଗୁରୁତ୍ୱ ଦେଇ ବିଦ୍ୟାଳୟ ପରିସରରେ ପିଲାମାନଙ୍କ ଗୁଣାତ୍ମକ ଦକ୍ଷତା ବିକାଶ ନିମନ୍ତେ ପନିପରିବା ଚାଷ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସଦସ୍ୟଙ୍କ ଗସ୍ତ ସମୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ କରିସ୍ମା ଭେସ୍ରା, ଭାରପ୍ରାପ୍ତ ସିଡିପିଓ ଏଵଂ ଅତିରିକ୍ତ ଜଲ୍ଲା ମଙ୍ଗଳ ଅଧିକାରୀ ସିଦ୍ଧାର୍ଥ ପଟ୍ଟନାୟକଙ୍କ ସାମେତ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ, କାର୍ମଚାରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026

You Might Also Like