-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଦେଶ ବିଦେଶ

ସଙ୍କଟମୋଚକ ଭାରତ: ୬ ଦେଶକୁ ରପ୍ତାନୀ କରିବ କରୋନା ଟିକା, ଭୂଟାନକୁ ପଠାଗଲା ଦେଢ଼ ଲକ୍ଷ ଡୋଜ୍

20-Jan-2021



ନୂଆଦିଲ୍ଲୀ,(ପ୍ରେରଣା ଖବର ବ୍ୟୁରୋ) : ଭାରତ ପୁଣିଥରେ ବିଶ୍ୱ ପାଇଁ ସଙ୍କଟ ମୋଚକ ସାଜିଛି । ଦୁନିଆର ବିଭିନ୍ନ ଦେଶକୁ ସାହାର୍ଯ୍ୟ କରିବା ପାଇଁ ଭାରତ ଆଗକୁ ଆସିଛି । ଘୋଷଣା ମୁତାବକ ଭାରତ ୬ଟି ଦେଶକୁ କୋଭିସିଲ୍ଡ ଟିକା ପ୍ରଦାନ କରିବ । ଭୁଟାନ, ମାଲଦ୍ୱିପ, ବାଲାଂଦେଶ, ନେପାଲ, ମିଆଁମାର, ଏବଂ ସେଚେଲ୍ସ ରେ କୋଭିଡ୍-୧୯ର ସହାୟତା ପାଇଁ ଭାରତ ଏହି ଟିକା ସେମାନଙ୍କ ଦେଶରେ ପହଞ୍ଚାଇବ । ପ୍ରଥମେ ଏହି ଟିକା ସହାୟତା ଭୁଟାନକୁ ମିଳିବା ନେଇ ପୂର୍ବରୁ କୁହାଯାଇଥିଲା ।

   ତେବେ ଆଜି ଭାରତ ସରକାରଙ୍କ ଦ୍ୱାରା ଦେଢ଼ ଲକ୍ଷ ଡୋଜ୍ କୋଭିସିଲ୍ଡ ଭ୍ୟାକ୍ସିନ ଭୁଟାନକୁ ପଠାଇ ଦିଆଯାଇଥିବା ସୂଚନା ଦିଆଯାଇଛି।ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟ୍ କରି କହିଛନ୍ତି ଯେ, ଭାରତ ବିଶ୍ୱ ସମୁଦାୟ ଆବଶ୍ୟକ କରୁଥିବା ସ୍ୱାସ୍ଥ୍ୟ ସେବାକୁ ପୂରଣ କରିବା ପାଇଁ ପ୍ରତିଶ୍ରୁତି ବଦ୍ଧ । ଭାରତ ଏଥିରେ ସହଯୋଗୀ ହୋଇଥିବାରୁ ନିଜକୁ ସମ୍ମାନିତ ମନେ କରୁଛି । ବୁଧବାର ଠାରୁ ଏହି ଟିକା ଅନ୍ୟ ଦେଶମାନଙ୍କୁ ପଠାଯିବ ଏବଂ ଆଗକୁ ଅଧିକ ସହଯୋଗ କରାଯିବ ।

    ଭାରତ ଦୁନିଆର ସବୁଠାରୁ ଅଧିକ ଔଷଧ ଉତ୍ପାଦନକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ । ଏଥି ସହ କରୋନା ଭାଇରସ୍ର ଟିକା କିଣିବା ପାଇଁ ବିଭିନ୍ନ ଦେଶ ଭାରତକୁ ସମ୍ପର୍କ କରିଥିବା ଜଣାପଡ଼ିଛି । ଘରୋଇ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଭାରତ ଆଗାମୀ ସପ୍ତାହରେ ତାର ସହଯୋଗୀ ଦେଶଗୁଡ଼ିକୁ ସହାୟତା ଯୋଗାଇଦେବା ନେଇ ବିଦେଶ ମନ୍ତ୍ରଣାଳୟ କହିଛି ।*

    ତେବେ ପୂର୍ବରୁ ଟିକା ଯୋଗାଣ ଲାଗି ଭାରତ ଅନ୍ୟତମ ନିକଟ ପଡୋଶୀ ଶ୍ରୀଲଙ୍କା, ଆଫଗାନିସ୍ତାନ ଓ ମରିସସ୍ର ସ୍ୱୀକୃତିକୁ ଅପେକ୍ଷା କରିଥିବା କହିଥିଲା। ଭାରତୀୟ ଟିକାକୁ ଏହି ସବୁ ଦେଶଙ୍କ ଜରୁରି ନିୟାମକ ମଞ୍ଜୁରି ମିଳିଲେ ସେମାନଙ୍କୁ ମଧ୍ୟ ଟିକା ଯୋଗାଣ ହେବ। ଏହା ଛଡ଼ା ଗୁରୁତ୍ୱପୂର୍ଣ୍ଣ ସହଯୋଗୀ ଦେଶମାନେ ମଧ୍ୟ ଟିକା ଲାଗି ଅନୁରୋଧ କରିଛନ୍ତି। ଭାରତ ମଧ୍ୟ ସେମାନଙ୍କ ଅନୁରୋଧର ପ୍ରତିକ୍ରିୟା ଦେଇଥିବା ବୈଦେଶିକ ମନ୍ତ୍ରାଳୟ ମଙ୍ଗଳବାର କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like