-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   (04-Sep-2026)       ||      କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ପକ୍ଷରୁ ଦୁଇ ଦିନିଆ ତାଲିମ କର୍ମଶାଳା

22-Apr-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ର ସମସ୍ତ ବ୍ଳକ୍ ର ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଓ ପ୍ରକଳ୍ପ ପରିଦର୍ଶକ ମାନଙ୍କୁ ନେଇ ଅଦ୍ଵିକା ଯୋଜନା ସମ୍ବନ୍ଧ ରେ ଦୁଇ ଦିନିଆ ତାଲିମ କର୍ମଶାଳା ଉଦଘାଟନ ହୋଇଯାଇଛି l ସୋନପୁର ବ୍ଲକ ମିଶନ ଶକ୍ତି ଭବନ ଠାରେ ଅନୁଷ୍ଠିତ ଏହି ତାଲିମ କର୍ମଶାଳା କୁ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳୀନା ପଧାନ ଶୁଭ ଉଦ୍ଘାଟନ କରିଥିଲେ l ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା ଏହି ଯୋଜନା ଓ କର୍ମଶାଳା କୁ ସଫଳ କରିବାକୁ ସମସ୍ତ ପ୍ରଶିକ୍ଷକ ,  ସି ଡି ପି ଓ ଏବଂ ସୂପଭାଇଜର ମାନଙ୍କ ଉଦ୍ୟମ ଜରୁରୀ ଓ ଉଲ୍ଲେଖନୀୟ ଅବଦାନ ରହିଛି ବୋଲି ପରାମର୍ଶ କରିଥିଲେ l ଏହି ତାଲିମ ଶିବିର ସଭା କାର୍ଯ୍ଯ କ୍ରମ କୁ ଜିଲ୍ଲା ସୁରକ୍ଷା ଅଧିକାରୀ ବାସନ୍ତୀ ଭୋଇ ସଂଯୋଜନା କରି ଧନ୍ୟବାଦ୍ ଅର୍ପଣ କରିଥିଲେ l ଜିଲ୍ଲା ରର ସମସ୍ତ ବ୍ଲକ ର ସି ଡି ପି ଓ ଏବଂ ସୁପର ଭାଇଜର ମାନେ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ରାଜନୀତି  
ସୋନଗଡ ନଦୀରେ ସିକୁଆଁର ଆଇଏସଏସ ପାଇଁ ଟେଣ୍ଡର ବାହାରିଲା   04-Sep-2026
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026

You Might Also Like