-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ବିଜେପୁର ସାମୂହିକ ଆଚାର୍ଯ୍ଯ କାର୍ଯ୍ୟଶାଳା

22-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ଶିକ୍ଷା ବିକାଶ ସମିତି ଓଡ଼ିଶାଙ୍କ ଯୋଜନା ଆଧାରରେ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଶୈକ୍ଷିକ ବିକାଶ ନିମନ୍ତେ ଗତ ତା.୨୧।୪।୨୦୨୫ ସୋମବାର ଦିନ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବିଜେପୁର ଠାରେ ତ୍ରିଦିବସୀୟ ସଂକୁଳସ୍ତରୀୟ ସାମୂହିକ ଆଚାର୍ଯ୍ଯ କାର୍ଯ୍ୟଶାଳା ପ୍ରଧାନ ଆଚାର୍ଯ୍ଯ ଗୋକୁଳ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଅଧ୍ଯକ୍ଷତାରେ ଉଦ୍ଜାପିତ ହୋଇ ବର୍ଗର ବିବରଣୀ ପାଠ କରିଥିଲେ ।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ମାନନୀୟ ଅବସରପ୍ରାପ୍ତ  ବଲାଙ୍ଗିର diet ଅଧ୍ୟକ୍ଷ ଉମେଶ ଚନ୍ଦ୍ର ଖଡଙ୍ଗା, ନୁତନ ଶିକ୍ଷା ନୀତି ଆଧାରରେ ଶତାବ୍ଦୀର ପଂଚ ପରିବର୍ତ୍ତନର କ୍ରିୟାନ୍ବୟନରେ ଆମର ଭୂମିକା ଉପରେ ଆଲୋକପାତ କରିଥିଲେ। ସୋହେଲା ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ଯ ହେମନ୍ତ ମେହେର ଅତିଥି ପରିଚୟ କରିଥିଲେ । ସ୍ଥାନୀୟ ବିଦ୍ୟାଳୟର କୋଷାଧ୍ୟକ୍ଷ ବିଜୟ କୁମାର ମେହେର ଶିକ୍ଷାର ସଂସ୍କାର ଉପରେ ଆଲୋକପାତ କରିଥିଲେ।ସଙ୍କୁଲ ପ୍ରମୁଖ  ଅନୀଲ ସାହୁ କ୍ରିୟାକଳାପ  ଭିତ୍ତିକ ଶିକ୍ଷା ଗୁରୁତ୍ବ ପ୍ରକାଶ କରିଥିଲେ।ଏହି କାର୍ଯ୍ୟକ୍ରମରେ ୮ ଟି ବିଦ୍ୟାଳୟର ଗୁରୁଜୀ ଗୁରୁମା ଓ ସେବକ ସେବିକା ସମେତ ମୋଟରେ ୧୪୩ଜଣ  ଉପସ୍ଥିତ ରହିଥିଲେ । ପରି ଶେଷରେ ବିଦ୍ୟାଳୟର ସଂପାଦକ ଡାକ୍ତର ସୁଦାମ ଚରଣ ପଧାନ ଉକ୍ତ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026

You Might Also Like