-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||     

HOME   ଜିଲ୍ଲା

ପତିତପାବନ ଏକାଡେମୀ ଠାରେ ବିଶ୍ୱ ପୃଥିବୀ ଦିବସ ପାଳିତ

22-Apr-2025



ବଲାଙ୍ଗୀର(ପ୍ରେରଣା ଖବର): ଆଜି ଏପ୍ରିଲ ୨୨ ତାରିଖ ସ୍ଥାନୀୟ ପତିତପାବନ ଏକାଡେମୀ ଠାରେ ବିଶ୍ୱ ପୃଥିବୀ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ନବଘନ ସାହୁ ଯୋଗ ଦେଇ  ବିଶ୍ୱତାପନ ଦାଉରୁ ପୃଥିବୀକୁ ବଂଚାଇବାକୁ ହେଲେ ବ୍ୟାପକ ବୃକ୍ଷରୋପଣ ଆବଶ୍ୟକ ବୋଲି କହିଥିଲେ । ପ୍ଲାଷ୍ଟିକର ବ୍ୟବହାରକୁ ଆମେ ପାରୁପର୍ଯ୍ୟନ୍ତ କମ୍ କରିପାରିଲେ ଏହା ପରିବେଶ ସୁରକ୍ଷା ଦିଗରେ ସହାୟକ ହୋଇପାରିବ । ପରିବେଶ ସୁରକ୍ଷିତ

ରହିଲେ ଯାଇ ମଣିଷ ସମାଜ ସୁରକ୍ଷିତ ରହିପାରିବ ବୋଲି  ଶ୍ରୀ ସାହୁ  ଛାତ୍ର ମାନଙ୍କୁ ବୁଝାଇଥିଲେ । ସ୍କୁୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଅଂଶୁପା ଭୋଇଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ସମ୍ମାନିତ ଅତିଥି ଭାବରେ ସ୍କୁଲ ପରିଚାଳାନା କମିଟିର ଉପସଭାନେତ୍ରୀ ଦିପ୍ତୀରାଣୀ ପୁଟେଲ ମଂଚାସୀନ ରହି ଜଙ୍ଗଲ ସୁରକ୍ଷା, ଜୀବନ ରକ୍ଷା ଓ ପରିବେଶ ପ୍ରଦୂଷଣକୁ ରୋକିବା ଆମ ସମସ୍ତଙ୍କ ଏକ ଦାୟିତ୍ୱ ବୋଲି କହିଥିଲେ । ବିଶ୍ୱ ପୃଥିବୀ ଦିବସ ଉପଲକ୍ଷେ ସ୍କୁଲ ପରିସରରେ ଛାତ୍ର ମାନଙ୍କ ଦ୍ୱାରା ବର୍ଯ୍ୟବସ୍ତୁରୁ ପ୍ରସ୍ତୁତ ବିଭିନ୍ନ ସାମଗ୍ରୀର ଏକ ପ୍ରଦର୍ଶନୀ

ଅନଷ୍ଠିତ ହୋଇଥିଲା । ଅନୀଲ ସରଭଙ୍ଗଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଉତ୍ସବରେ ଅନ୍ୟ ମାନଙ୍କ ମଧ୍ୟରେ ବିଜ୍ଞାନ ଶିକ୍ଷୟିତ୍ରୀ ଟ୍ୱିଙ୍କିଲ ସାହୁଙ୍କ ସମେତ କମଳିନୀ ନାଥ, ମଧୂମିତା ମିଶ୍ର, କେତକୀ ଭୋଇ, ଅନନ୍ୟା ମିଶ୍ର, ଖୁସୁବୁ ବେଗମ୍‌, ସୁଜ୍ଞାନୀ ସବର, ସସ୍ମିତା ମିଶ୍ର, ମୁକେଶ ବନଛୋର,ଆଲୋକ ରଞ୍ଜନ ଖୁଆସ୍, ସତ୍ୟଜିତ ବୁଡେକ ପ୍ରମୁଖ ଯୋଗ ଦେଇ ଥିଲେ । ବିଶ୍ୱ ପୃଥିବୀ ଦିବସ ଉପଲକ୍ଷେ ପୂର୍ବରୁ ଅନୁଷ୍ଠିତ ପୋଷ୍ଟର ତିଆରି ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇ ଥିଲା। ଶେଷରେ ଶିକ୍ଷୟିତ୍ରୀ ସୁନୀତା ବିଶ୍ୱାଲ ଧନ୍ୟବାଦ ଅର୍ପଣ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026

You Might Also Like