-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   (04-Sep-2026)       ||      *ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   (04-Sep-2026)       ||      ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||     

HOME   ଜିଲ୍ଲା

ତୁରେକେଲା କ୍ଳଷ୍ଟରରେ ପୃଥିବୀ ଦିବସ ପାଳିତ

22-Apr-2025



ତୁରେକେଲା(କୈଳାସ ସଗ୍ରିଆ): ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ତୁରେକେଲା ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟରେ ପୃଥିବୀ ଦିବସ ପାଳିତ ହୋଇଥିଲା।ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ତଥା ପ୍ରକୃତି ବନ୍ଧୁ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ବ୍ଳକ କଲୋନୀ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ସୁଭଦ୍ରା ମେହେରଙ୍କ ଉପସ୍ଥିତିରେ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ସଚେତନତା ଅଭିଯାନ କରାଯାଇଥିଲା।ବିଦ୍ୟାଳୟ ପରିସରରେ ଥିବା ଗଛଲତାକୁ କିପରି ଯତ୍ନ କରାଯିବା ସହିତ ପରିବେଶକୁ ପ୍ଳାଷ୍ଟିକ ମୁକ୍ତ କରାଯିବ ଉପରେ ଛୋଟ ଛୋଟ ଛାତ୍ରଛାତ୍ରୀ ମାନଙ୍କୁ ଉଦାହରଣ ଓ ଗପ ମାଧ୍ୟମରେ ସଚେତନ କରିଥିଲେ।ସେହିପରି ସ୍ଥାନୀୟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ସଚେତନତା ସଭାରେ

ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ମାଧବୀଲତା ସାହୁ,ସୁଦୀପ୍ତା ଜେନା, ନିବେଦିତା ବାରିକ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।ସିଆରସିସି ବିରଞ୍ଚି ନାରାୟଣ ଦାଶ ପୃଥିବୀ ଦିବସ ଉପରେ ସାର ଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ।ବର୍ତ୍ତମାନ ପୃଥିବୀରେ ପ୍ଳାଷ୍ଟିକ ବ୍ୟବହାର ଓ ପ୍ରଦୂଷଣ ବଢ଼ି ବଢ଼ି ଚାଲିଛି ଯଦି ଏହାକୁ ରୋକା ନଯାଏ ତେବେ ଜନଜୀବନ ପ୍ରତି ବିପଦ ଅଛି ବୋଲି ଯୁକ୍ତି ବାଢିଥିଲେ।ଆଗାମୀ ଦିନରେ ପ୍ଳାଷ୍ଟିକ ବ୍ୟବହାର ବର୍ଜନ କରିବା ସହିତ ବୃକ୍ଷ ରୋପଣ ଉପରେ ପ୍ରତିବଦ୍ଧତା ହେଵାକୁ ସମସ୍ତେ ଶପଥ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କୃଷ୍ଣଙ୍କ ଆଦର୍ଶରେ ଗଢ଼ିଉଠୁ ନୂଆପିଢ଼ି ନୀଳଜି ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଭକ୍ତି, ସଂସ୍କାର ଓ ସଂସ୍କୃତିର ମହାମିଳନ   04-Sep-2026
  ଜିଲ୍ଲା  
*ଡାବୁଗାଁ ଠାରେ ରାମନାମୀ ସମାଜ ତରଫରୁ ନୂଆଁଖାଇ ପାଳିତ,ଯୋଗଦେଲେ ହିନ୍ଦୁ ମହାସଙ୍ଘର ରାଷ୍ଟ୍ରୀୟ ଅଧକ୍ଷ*   04-Sep-2026
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026

You Might Also Like