-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   (04-Sep-2026)       ||      *ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   (04-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||     

HOME   ଜିଲ୍ଲା

ଜଳୁଛି ଇଟାଭାଟି ବଢୁଛି ତାତି: ପ୍ରଶାସନର କଟକଣା ନାହିଁ

22-Apr-2025



କନ୍ଧମାଳ, (ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ସମେତ ଆଖପାଖ ବିଭିନ୍ନ ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ମାର୍ଚ ପ୍ରଥମ ସପ୍ତାହରୁ ହିଁ ସବୁଦିନର ତାପମାତ୍ରା ୪୦ ଡିଗ୍ରୀରେ ପହଞ୍ଚିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଫେବୃଆରୀ ମାସ ଶେଷ ସପ୍ତାହରୁ ତାପମାତ୍ରା ଅଚାନକ ବୃଦ୍ଧି ପାଇଥିବା ବେଳେ ମାର୍ଚ୍ଚ ମାସରେ କନ୍ଧମାଳ ଜିଲ୍ଲାର ଫୁଲବାଣୀ ସଦର, ବାଲିଗୁଡା, ତୁମୁଡିବନ୍ଧ, କୋଟଗଡ଼ ସହର ତତଲା ତାୱାରେ ପରିଣତ ହେଲାଣି । ଗ୍ରୀଷ୍ମ ଆରମ୍ଭରୁ ଖରା ଜନସାଧାରଣଙ୍କୁ

କଲବଲ କରିବା ଆରମ୍ଭ କରିଥିବାରୁ ଆଗକୁ ଅବସ୍ଥା ଅସମ୍ଭାଳ ହେବାର ଆଶଙ୍କା ଦେଖାଦେଇଛି । ସମଗ୍ର କନ୍ଧମାଳ ଜିଲ୍ଲା ରେ ବ୍ୟାପକ ଜଙ୍ଗଲହାନୀ ସହ ବେଆଇନ ଇଟାଭାଟି ତାପମାତ୍ରା ବୃଦ୍ଧି ପ୍ରମୁଖ କାରଣ ବୋଲି ପରିବେଶବିତ ମାନେ ଅଭିଯୋଗ କରିଛନ୍ତି । ଜିଲ୍ଲାର ପ୍ରତ୍ୟେକ ବ୍ଲକର ବିଭିନ୍ନ ଗ୍ରାମାଞ୍ଚଳରେ ବେଆଇନ ମାଟିରେ ତିଆରି ଇଟାଭାଟି କୁଟୀର ଶିଳ୍ପରେ ପରିଣତ ହୋଇଛି। ଜିଲ୍ଲାର ଫୁଲବାଣୀ, ଫିରିଙ୍ଗିଆ, ବାଲିଗୁଡା, କ.ନୂଆଗାଁ, ଦାରିଙ୍ଗବାଡି, ତୁମୁଡିବନ୍ଧ ଓ କୋଟଗଡ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମରେ ମାଳମାଳ ଇଟାଭାଟି ଗଢ଼ି ଉଠିଛି । ମାଟି ତିଆରି ଇଟା ବ୍ୟବହାର ବନ୍ଦ ପାଇଁ ପ୍ରଶାସନ ପକ୍ଷରୁ କଡ଼ାକଡ଼ି କଟକଣା ଜାରି କରାଯାଇ ଥିଲେ ହେଁ କୌଣସି କାର୍ଯ୍ୟାନୁଷ୍ଠାନ ହେଉନାହିଁ । ମାଟି ଇଟାଭାଟିକୁ ବେଆଇନ ଘୋଷଣା ସହ ସରକାର ପାଉଁଶ ଇଟାକୁ ପ୍ରୋତ୍ସାହନ ଯୋଗାଇଛନ୍ତି । ତେବେ ଜିଲ୍ଲାର ବିଭିନ୍ନ ତହସିଲ ପ୍ରଶାସନ ନିରବଦ୍ରଷ୍ଟା ସାଜିଥିବାରୁ ପାଉଁଶ ଇଟା ବଦଳରେ ବେଆଇନ ଇଟାଭାଟି ମାଲିକଙ୍କୁ ପରୋକ୍ଷରେ ପ୍ରୋତ୍ସାହନ ମିଳୁଛି । ବେଆଇନ ଇଟାଭାଟି ଉପରେ ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନଥିବାରୁ ସରକାରଙ୍କ କୋଟି କୋଟି ଟଙ୍କା ରାଜସ୍ୱ ହାନୀ ହେଉଛି । ଅନ୍ୟପକ୍ଷେ ଇଟାଭାଟି ମାଲିକ ଚଢ଼ା ଦରରେ ମାଟିଇଟା ବିକ୍ରି କରି ଲାଭବାନ ହେଉଛନ୍ତି । ରାଜ୍ୟ ତଥା ଜିଲ୍ଲା ତଥା ଜିଲ୍ଲା ବାହାର ଶ୍ରମିକଙ୍କୁ ଅଣାଯାଇ ଇଟା ତିଆରିରେ ନିୟୋଜିତ କରାଯାଇଛି । ମାଟିରେ ଇଟା ତିଆରି

ପରେ ଜଙ୍ଗଲରୁ ଗଛର କାଠ କାଟି ଇଟା ପୋଡ଼ାଯାଉଛି । ନିୟମିତ ଶହ ଶହ ଟ୍ରାକ୍ଟର ଇଟା ପରିବହନରେ ନିଯୋଜିତ କରାଯାଇଛି । ମାଟି ଇଟାର ଚାହିଦା ଥିବାରୁ ଜିଲ୍ଲାର ଗ୍ରାମାଞ୍ଚଳ ସହ ସହରରେ ଚାଲିଥିବା କୋଠାବାଡ଼ି ନିର୍ମାଣ ପାଇଁ ଆବଶ୍ୟକ ଇଟା ଅଧିକାଂଶ ଇଟା ମାଟି ଇଟାଭାଟିରୁ ଆସୁଛି । ବର୍ଷ ତମାମ୍ ଏଠାରେ ବେଆଇନ ଇଟା ତିଆରି ଚାଲିଛି । ଦିନ ରାତି ଇଟା ତିଆରି ସହ ପାହାଡ଼ ଭଳି ଇଟା ଗଦା କରାଯାଉଛି । କେତେକ ଅସାଧୁ କର୍ମଚାରୀ ଓ ଇଟାଈଟି ମାଲିକଙ୍କ ମଧୁଚନ୍ଦ୍ରିକା ଯୋଗୁ ବେଆଇନ ଇଟାଭାଟି ଉପରେ ରୋକ ଲଗାଇବାରେ ପ୍ରଶାସନ ବିଫଳ ହେଉଥିବା ବୁଦ୍ଧିଜୀବୀ ମହଲରେ ଅଭିଯୋଗ ହେଉଛି । ଏନେଇ ଜିଲ୍ଲାପାଳ ଦୃଷ୍ଟି ଦେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ର ଉତ୍ତର ପ୍ରଦେଶ ଗସ୍ତ   04-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଠାରେ ଓ ଏ ଏସ ଛାତ୍ର ଛାତ୍ରୀ ଙ୍କୁ ସମ୍ବର୍ଧନା*   04-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026

You Might Also Like