-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   (04-Sep-2026)       ||      *ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   (04-Sep-2026)       ||      ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||     

HOME   ଜିଲ୍ଲା

ରୋତ କଲେଜରେ ଶୋକସଭା କାର୍ଯ୍ୟକ୍ରମ

22-Apr-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ ପାଇଁ ଜମି ପ୍ରଦାନ କରିଥିବା ରୋତର ଧର୍ମପରାୟଣା ଶତାୟୁ ମହିଳା ରକ୍ଷାବତୀ ପଟେଲ ୧୦୨ ବର୍ଷ ବୟସରେ ଇହଲୀଳା ସମ୍ବରଣ କରିଥିବାରୁ  ଆଜି କଲେଜରେ ତାଙ୍କ ଉଦ୍ଦେଶ୍ଯରେ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀବୃନ୍ଦ ଉପସ୍ଥିତ ରହି ତାଙ୍କ ଫଟୋଚିତ୍ରରେ ଶ୍ରଦ୍ଧାଞ୍ଜଳି ପ୍ରଦାନ ପୂର୍ବକ ପ୍ରଥମେ ଦୁଇ ମିନିଟର ନିରବ ପ୍ରାର୍ଥନା କରିଥିଲେ। ରୋତ ଭଳି ଏକ ଅନୁନ୍ନତ ଅଞ୍ଚଳରେ ଉଚ୍ଚଶିକ୍ଷାର ବିକାଶ କଥା ଚିନ୍ତା କରି ୧୯୮୩ ମସିହାରେ କଲେଜ ପାଇଁ ଆବଶ୍ୟକ ଜମି ଯୋଗାଇ ଦେଇଥିବା ସ୍ବର୍ଗତା ପଟେଲ ନିଜେ ଜଣେ ଅନୁଷ୍ଠାନ ବୋଲି ମତ ପ୍ରକାଶ ହୋଇଥିଲା। କଲେଜ ପ୍ରତି ତାଙ୍କ ଅବଦାନକୁ ସ୍ମରଣ କରି ମହାବିଦ୍ୟାଳୟର ଦିଲ୍ଲୀପ ଯୋଷୀ, ମନୋରଞ୍ଜନ ପଟେଲ ପ୍ରମୁଖ ବକ୍ତବ୍ଯ ରଖିଥିଲେ। ଶେଷରେ ଅଧ୍ୟାପକ ଡକ୍ଟର ଲିଙ୍ଗରାଜ ମେହେର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ♦️ଦଳଗତ  ଜୁନିଅର ବାଳକ ବିଭାଗ ରେ ଉତ୍ତରାଖଣ୍ଡ ଚାମ୍ପିୟନ,  ଓଡିଶା ହେଲା ରନର୍ସ ଅପ   04-Sep-2026
  ଜିଲ୍ଲା  
*ବାର୍ଷିକ ବ୍ୟାବସାୟିକ ଉତ୍କର୍ଷ ଶିଖର ସମ୍ମିଳନୀ ୨୦୨୬ ଆୟୋଜିତ*   04-Sep-2026
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026

You Might Also Like