-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||     

HOME   ଜିଲ୍ଲା

ସୋଲାର ପ୍ରକଲ୍ପ ଅଚଳ,ପାଣି ପାଇଁ ରେଙ୍ଗାଲ ଭଦ୍ରି ପଡାବାସୀ ହାହାକାର

22-Apr-2025



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ବ୍ଳକ ବାବୁପାଲି ପଞ୍ଚାୟତର  ରେଙ୍ଗାଲଭଦ୍ରି ପଡ଼ାରେ ଥିବା ସୋଲାର ପାନୀୟ ଜଳ ପ୍ରକଳ୍ପ ଟି ବହୁ ଦିନ ହେଲା ଅଚଳ ହୋଇପଡ଼ିଛି। ଫଳରେ ପଡ଼ାରେ ବସବାସ କରୁଥିବା ହାରାହାରି ପଚାଶରୁ ଉର୍ଦ୍ଧ୍ବ ପରିବାର ପାଣି ଟିକକ ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଅଭିଯୋଗ ହେଉଛି।ପାଣି ପାଇଁ ପଡ଼ାରେ ଏକ ପ୍ରକାର ହାହାକାର ପରିସ୍ଥିତି ସୃଷ୍ଟି କଲାଣି ।ବର୍ତ୍ତମାନ @୪୫ ଡିଗ୍ରୀ ତାପମାତ୍ରାରେ ପାନୀୟ ଜଳ ସମସ୍ୟା ପଡ଼ା ବାସିନ୍ଦାଙ୍କ ପାଇଁ ସରକାରଙ୍କ ଏହି ମହତ ଯୋଜନା ସତରେ କଣ ଅଭିଶାପ ପାଲଟିଛି କି ବୋଲି ସାଧାରଣରେ ଚର୍ଚା ହେଉଛି ।ଅନ୍ୟ ପକ୍ଷରେ ଏହି ପଡ଼ାରେ ଥିବା ଏକମାତ୍ର ନଳକୂପରୁ ଆବଶ୍ୟକ ମୁତାବକ ପାଣି ବାହାରି ପାରୁ ନ ଥିବାରୁ ପାଣି ଟୋପାଏ ପାଇଁ ମହିଳା ମାନଙ୍କୁ ବହୁ ଦୁରକୁ ଯିବା ପାଇଁ ପଡୁଥିବା ବେଳେ ଲୋକେ କେନାଲ,ପୋଖରୀ ତଥା ଗାଡ଼ିଆରୁ ଦୁଷିତ ପାଣି ବ୍ୟବହାର କରୁଥିବାରୁ ବିଭିନ୍ନ ମାରାତ୍ମକ ରୋଗ ବ୍ୟାପିବାର ଆଶଂକା ରହିଛି। ପ୍ରକଳ୍ପ ଟି ଦୀର୍ଘ ଦିନରୁ ଅଚଳ ହୋଇପଡିଥିବା ବେଳେ ଏହାର ମରାମତି ପାଇଁ ପଡ଼ା ବାସିନ୍ଦା ସ୍ଥାନୀୟ ପଞ୍ଚାୟତ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିଛନ୍ତି ।ହେଲେ ମରାମତି ହୋଇପାରିନାହିଁ । ପାଣି ସମସ୍ୟା ନେଇ ବିଭାଗୀୟ କନିଷ୍ଠ ଯନ୍ତ୍ରୀ ବିଶ୍ଵନାଥ ହାଁସଦାଙ୍କୁ ଯୋଗାଯୋଗ କରାଯିବାରୁ ମୁଁ ମରାମତି ପାଇଁ କର୍ମଚାରୀ ମାନଙ୍କୁ ପଠାଇବି ବୋଲି କହିଛନ୍ତି।ହେଲେ ଅଦ୍ୟାବଧି ତାହା ମରାମତି ହୋଇପାରିନାହିଁ ।ସରକାର ବିଶୁଦ୍ଧ ପାନୀୟ ଜଳ ବ୍ୟବସ୍ଥାକୁ ଗୁରୁତ୍ତ୍ଵ ଦେଇଥିବା ବେଳେ ଏଠାରେ ଲୋକଙ୍କ ପାଇଁ ପ୍ରହସନ ପାଲଟିଛି ।ତେଣୁ ପ୍ରଶାସନ ତୁରନ୍ତ ଦୃଷ୍ଟି ଦେଇ ଅଚଳ ସୋଲାର ପ୍ରକଳ୍ପର ମରାମତି କରିବାକୁ ଜନସାଧାରଣରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026

You Might Also Like