-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   (04-Sep-2026)       ||      *ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ଗଠନ ର ମୁଖ୍ୟ ପରୋଧା, ବର୍ଷୀୟାନ ନେତା ସ୍ୱର୍ଗୀୟ ଘାସିରାମ ମାଝୀ ଙ୍କ ସ୍ମୃତି ରେ*

22-Apr-2025



(ଡୋଲେଶ୍ୱର  ବାଗ )
ନୂଆପଡ଼ା ଜିଲ୍ଲା ଗଠନ ର ମୁଖ୍ୟ ପରୋଧା ତଥା  ବର୍ଷୀୟାନ ନେତା ସ୍ୱର୍ଗୀୟ ଘାସିରାମ ମାଝୀ ଙ୍କ ସ୍ମୃତି ରେ ତାଙ୍କ ତିରୋଧାମ୍  ଦିବସ ପାଳିତ। ନୂଆପଡ଼ା ଜିଲ୍ଲା ର ଆଦିବାସୀ ନେତା ତଥା ତାଙ୍କ ବିକାଶ ହିଁ ଜୀବନର ସଂକଳ୍ପ,  ଲୋକଙ୍କ ହିତକାଂକ୍ଷି ଥିଲେ। ୧୭ ଜୁଲାଇ  ୧୯୨୪ ରେ ମାଝୀ ଜନ୍ମ ଗ୍ରହଣ କରିଥିଲେ। ସେ ପରାଧୀନ ଭାରତକୁ ଦେଖିଥିବା ବେଳେ ସ୍ବାଧୀନ ଭାରତର ଉପାନ୍ତ ଅଞ୍ଚଳ ରେ ଉନ୍ନୟନ ମୂଳକ କାର୍ଯ୍ୟରେ ଜୀବନ କୁ ବ୍ରତୀ କରିଥିଲେ। ସେ ୨୩ ଏପ୍ରିଲ ୧୯୯୭ ମସିହାରେ ସେ ଇହଧାମ ତ୍ୟାଗ କରିଥିଲେ।  ଓଡ଼ିଶା ଦ୍ଵିତୀୟ ବିଧାନସଭା ୧୯୫୭ ରୁ ୧୯୬୧ ପର୍ଯ୍ୟନ୍ତ ଜାତୀୟ କଂଗ୍ରେସ ରେ ବିଧାୟକ ହୋଇଥିଲେ। ତୃତୀୟ ବିଧାନସଭା ରେ ମଧ୍ୟ ୧୯୬୧ ରୁ ୧୯୬୭ ସ୍ବତନ୍ତ୍ର ପାର୍ଟି ବିଧାୟକ ଥିଲେ। ୫ମ ବିଧାନସଭା ରେ ୧୯୭୧ ରୁ ୧୯୭୩ ପର୍ଯ୍ୟନ୍ତ ସ୍ଵତନ୍ତ୍ର  ପାର୍ଟି ରୁ ବିଧାୟକ ହୋଇଥିଲେ। ୭ମ ବିଧାନସଭା ୧୯୭୭ ରୁ ୧୯୮୦ ପର୍ଯ୍ୟନ୍ତ ଜନତା ପାର୍ଟି ରୁ ବିଧାୟକ ହୋଇଥିଲେ। ୯ମ ବିଧାନସଭା ୧୯୮୫ ରୁ ୧୯୯୦ ପର୍ଯ୍ୟନ୍ତ ବିଧାୟକ, ୧୦ମ ବିଧାନସଭା ୧୯୯୦ ରୁ ୯୫ ପର୍ଯ୍ୟନ୍ତ ବିଧାୟକ ହୋଇଥିଲେ। ୧୧ତମ ବିଧନସଭା ୧୯୯ ୫ ରୁ ବିଧାୟକ ରୂପେ ନିର୍ବାଚିତ ହୋଇ ୨୩ ଏପ୍ରିଲ ୧୯୯୭ ରେ ପରଲୋକ ହୋଇଥିଲା। ତେଣୁ ନୂଆପଡ଼ା ବିଧାନସଭା ରେ ଉପନିର୍ବାଚନ ହୋଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ନୂଆଁଖାଇ ପୂର୍ବରୁ ଜନ୍ମାଷ୍ଟମୀରେ ଚାଷୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଭେଟି, DBT ମାଧ୍ୟମରେ ସିଧାସଳଖ ଆକାଉଣ୍ଟକୁ ଗଲା ସହାୟତା ରାଶି   04-Sep-2026
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026

You Might Also Like