-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ମହାଲକ୍ଷ୍ମୀ ପୂଜା କମିଟିର ସମୀକ୍ଷା ବୈଠକ

20-Jan-2021



ଗଞ୍ଜାମ, ବୁଗୁଡା : (ଡ଼ଃ.କୁମୁଦ ଚନ୍ଦ୍ର ବେହେରା) ବୁଗୁଡା ବ୍ଲକ୍ ଅନ୍ତର୍ଗତ ବାଲିପଦର ମହାଲକ୍ଷ୍ମୀ ପୂଜା କମିଟିର ସମୀକ୍ଷା ବୈଠକ ସ୍ଥାନୀୟ ପେଣ୍ଠ ଘରେ ଅନୁଷ୍ଠିତ ହୋଇଯାଇଛି । ବଣିକ ସଙ୍ଘର ସଭାପତି ଇଂ.ଲକ୍ଷ୍ମୀ ପ୍ରସାଦ ନାୟକଙ୍କ ପୌରହିତ୍ୟରେ ଏହି ବୈଠକରେ ବଣିକ ସଙ୍ଘ ଓ ପରିବା ସଙ୍ଘର ସମସ୍ତ କର୍ମକର୍ତ୍ତା ଏବଂ ସଦସ୍ୟବୃନ୍ଦ ଉପସ୍ଥିତ ଥିଲେ । ଗତ ମହାଲକ୍ଷ୍ମୀ ପୂଜାର ଆୟବ୍ଯୟର ସଂପୂର୍ଣ୍ଣ ବିବରଣୀ ପୂଜା କମିଟିର କର୍ମକର୍ତ୍ତା ନାରାୟଣ ସାମନ୍ତରା ଉମାଶଙ୍କର ନାୟକ ଓ ଇ.ଶଙ୍କର ରାଓ ମିଳିତ ଭାବେ ଉପସ୍ଥାପନ କରିଥିଲେ । ବଣିକ ସଙ୍ଘର ପୂର୍ବତନ ସଭାପତି ଜି.ସଞ୍ଜୀବ ପାତ୍ର ନୂତନ କମିଟିଙ୍କୁ କାଗଜପତ୍ର ସହ ବ୍ୟାଙ୍କ ଜମା ଟଙ୍କାକୁ ସର୍ବ ସମ୍ମତିକ୍ରମେ ହସ୍ତାନ୍ତର କରିଥିଲେ । ପ୍ରତ୍ୟେକ ସଂକ୍ରାନ୍ତି ଦିନ ଦୋକାନ ବଜାର ବନ୍ଦ ରଖିବାକୁ ସମସ୍ତ ସଭ୍ୟ ମତ ପ୍ରକାଶ କରିଛନ୍ତି । ପୂଜା କମିଟିର କର୍ମକର୍ତ୍ତାମାନଙ୍କୁ ଏଇ ଅବସରରେ ଉତ୍ତରୀୟଦେଇ ସମ୍ୱର୍ଦ୍ଧିତ କରାଯାଇଥିଲା । କାର୍ଯ୍ୟକ୍ରମରେ ବଣିକ ସଙ୍ଘ ସଂପାଦକ ଜି.ମନୋଜ ପାତ୍ର, ସହସଂପାଦକ ଇ.ବାଳକୃଷ୍ଣ ଦୋରା, କର୍ତ୍ତା କେ.କୃଷ୍ଣମୂର୍ତ୍ତି ଆଚାରୀ ପ୍ରମୁଖ ମଞ୍ଚାସୀନ ଅତିଥି ଥିବା ବେଳେ ଉପଦେଷ୍ଟା କେ.ରାଘବ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like