-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||     

HOME   ଜିଲ୍ଲା

ଭୈନାତୋରା ପ୍ରାଥମିକ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ

22-Apr-2025



ଅମ୍ବାଭୋନା (ପ୍ରକାଶ ଚନ୍ଦ୍ର ରଥ)ମଙ୍ଗଳବାର ଦିନ ଅମ୍ବାଭୋନା ବ୍ଳକ୍ ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଭୈନାତୋରା ରେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଗୁଣ ସାଗର ପଣ୍ଡା ଙ୍କ ସଭାପତିତ୍ବରେ ତଥା ବିଦ୍ୟାଳୟ ପରିଚାଳନା କମିଟି ଚେୟାରମେନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଅଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭଟଲି ନିର୍ବାଚନମଣ୍ଡଳୀ ର ବିଧାୟକ ଶ୍ରୀଯୁକ୍ତ ଇରାଶିଷ ଆଚାର୍ଯ୍ୟ ଯୋଗଦାନ କରିଥିଲେ । ସମ୍ମାନୀତ ଅତିଥି ଭାବେ ଅମ୍ବାଭୋନା ବ୍ଳକର ବି ଇ ଓ ଶ୍ରୀମତୀ ଭାବନା ସାହୁ, ଏ ବି ଇ ଓ ମୋହନ ଚରଣ ମହନ୍ତ,ସମାଜ ସେବୀ ତଥା ଅଟଳ ଚାରିଟେବୁଲ ଟ୍ରଷ୍ଟ ର ସଭାପତି ଶ୍ରୀଯୁକ୍ତ ଶିବାଜୀ ପଟେଲ, ଗୁନାରୁ ପଧାନ, ଜିଲ୍ଲା ଶିକ୍ଷକ ପ୍ରଶିକ୍ଷକ ରମେଶ ସାହୁ, ପ୍ରଶିକ୍ଷକ ଜନକ ସେଠ୍ ଭୈନାତୋରା ସରପଞ୍ଚ ଶ୍ରୀମତୀ ବିଜୟା ଲକ୍ଷ୍ମୀ ଦେହେରୀ ଯୋଗଦାନ କରିଥିଲେ  । ମୁଖ୍ୟ ଅତିଥି ଓ ସମ୍ମାନୀତ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢ଼ୌକନ ଦେଇ ସମ୍ମାନିତ କରାଯାଇଥିଲା ।  ଶିକ୍ଷକ ସନ୍ତୋଷ ମାଝୀ ସଭାର ଉଦ୍ଦେଶ୍ୟ ପ୍ରଦାନ କରିଥିଲେ । ପ୍ରଧାନ ଶିକ୍ଷକ ଗୁଣ ସାଗର ପଣ୍ଡା ବିଦ୍ୟାଳୟ ର ବିବରଣୀ ପାଠ କରିଥିଲେ । ଓ ଏ ଭି, ନବୋଦୟ, ବାର୍ଷିକ କ୍ରୀଡା ପ୍ରତିଯୋଗିତା ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ କୃତିତ୍ବ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ଙ୍କ ଦ୍ଵାରା ମାନପତ୍ର ଓ ଟ୍ରଫି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ , ବିଦ୍ୟାଳୟ ପରିଚାଳନା କମିଟି ର ଚେୟାରମେନ, ସଭ୍ୟ ସଭ୍ୟା, ଛାତ୍ରଛାତ୍ରୀ ସହଯୋଗ କରିଥିଲେ । ଶେଷରେ ସହକାରୀ ଶିକ୍ଷୟିତ୍ରୀ ବିଜୁଳି ଦୁଆନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026

You Might Also Like