-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||     

HOME   ଜିଲ୍ଲା

ଚଳନା ଉଚ୍ଚ ପ୍ରାଥମିକ ବିଦ୍ଯାଳୟରେ ପାସ୍ ବୁକ୍ ବଣ୍ଟନ

22-Apr-2025



ସିନାପାଲି, (ପ୍ରେରଣା ଖବର) ସ୍ଥାନୀୟ ଚଳନା ଉଚ୍ଚ ପ୍ରାଥମିକ ବିଦ୍ଯାଳୟ ଠାରେ ଛାତ୍ରଛାତ୍ରୀ ମାନଙ୍କୁ ବେଙ୍କ ପାସ ବୁକ ବଣ୍ଟନ କରାଯାଇଛି ା ବିଦ୍ଯାଳୟ କତ୍ତୃପକ୍ଷଙ୍କ ଉଦ୍ଯମ ଓ ଆଂଚଳିକ ଗ୍ରାମ୍ଯ ବେଙ୍କ ହାତୀବନ୍ଧା ଶାଖାର ସହଯୋଗରେ ଷଷ୍ଠ ରୁ ଅଷ୍ଟମ ପଢ଼ୁଥିବା ପ୍ରାୟ ୪୦ ଜଣ ଛାତ୍ରଛାତ୍ରୀଙ୍କ ପାସ୍ ବୁକ୍ ତିଆରି କରାଯାଇ ଆଜି ବଣ୍ଟନ କରାଯାଇଥିଲା ା ପ୍ରଧାନ ଶିକ୍ଷକ ସାରଙ୍ଗପାଣି ଦଣ୍ତସେନା, ଶିକ୍ଷୟିତ୍ରୀ ମମିତା ପଟ୍ଟଯୋଷୀ, ଶିବ ପ୍ରସାଦ ମେହେର, ବୈଷ୍ଣବ ମେହେର ଓ କିଶୋର ଚଂଦ୍ର ମେହେର ଉପସ୍ଥିତ ରହି ପାସବୁକ ବଣ୍ଟନ କରିଥିଲେ ା ସୂଚନାଯୋଗ୍ଯ ଯେ ସରକାରଙ୍କ ବିଭିନ୍ନ ଯୋଜନାରେ ଛାତ୍ରଛାତ୍ରୀଙ୍କୁ ସୁଯୋଗ ପାଇବାକୁ ହେଲେ ବେଙ୍କ ପାସବୁକ୍ ର ଆବଶ୍ଯକତା ରହିଥିବା ବେଳେ ପାସବୁକ୍ ଟିଏ ତିଆରି କରିବାକୁ ବିଭିନ୍ନ ସମୟରେ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ହଇରାଣ ହେବାକୁ ପଡ଼ିଥାଏ ା ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ଦୄଷ୍ଟିରେ ଶିକ୍ଷକଙ୍କ ଏହି ଉଦ୍ଯମକୁ ସ୍ଥାନୀୟ ଅଭିଭାବକ ପ୍ରଶଂସା କରିଛନ୍ତି ା


News Comment




Photo in News

Advertisment
Lastest News
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026

You Might Also Like