-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   (04-Sep-2026)       ||      ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||     

HOME   ଜିଲ୍ଲା

ଫେଲ୍‌ ମାରିଛି ଗ୍ରାମ୍ୟ ଆଲୋକୀକରଣ ବ୍ୟବସ୍ଥା: ଘରୁ ବାହାରିବାକୁ ଅସୁରକ୍ଷିତ ମଣୁଛନ୍ତି ମହିଳା

23-Apr-2025



ବରୀ(ରଞ୍ଜିତ ମହାନ୍ତି): ଅଚଳ ହୋଇପଡିଛି ଷ୍ଟ୍ରିଟ ଲାଇଟ । ସଞ୍ଜ ନଇଁବା କ୍ଷଣି ଡରାଉଛି ଅନ୍ଧାର । ଘରୁ ବାହାରିବାକୁ ଅସୁରକ୍ଷିତ ମଣୁଛନ୍ତି ମହିଳା । ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ବରୀ ବ୍ଲକରେ । ବରୀ ବ୍ଲକର ବିଭିନ୍ନ ପଞ୍ଚୟତର ଗାଁ ଦାଣ୍ଡରେ ଲାଗିଥିବା ଷ୍ଟ୍ରିଟ ଲାଇଟ ଗୁଡି ଏବେ ଅଚଳ ହୋଇପଡିଛି । ଏପରିକି ବରୀର ମୁଖ୍ୟ ବଜାର ବରୀ ମାଉଣ୍ଡରେ ଲାଗିଥିବା ହାଇମାସ୍ଟ ଲାଇଟର ଅବସ୍ଥା ବି ଶୋଚନୀୟ ହୋଇପଡିଛି । ଯାହାର ସୁଯୋଗ ନେଇ ଅନ୍ଧାର ହେବା କ୍ଷଣି ବଜାରରେ ଅସମାଜିକ ବ୍ୟକ୍ତିମାନେ ଆଡା ଜମାଉଛନ୍ତି । ରାତିରେ ଚୋରି ବୃଦ୍ଧି ପାଉଛି । ଫଳରେ ସ୍ଥାନୀୟ ମହିଳାମାନେ ବଜାରକୁ ଆସିବାକୁ ଅସୁରକ୍ଷିତ ମଣୁଥିବା ଅଭିଯୋଗ ହୋଇଛି ।
ପୂର୍ବ ସରକାରଙ୍କ ସମୟରେ ଅରଙ୍ଗାବାଦ୍ ଛତର ନିକଟରୁ ବାଲିବିଲି ଗାନ୍ଧୀ ଛକ ପର୍ଯ୍ୟନ୍ତ ଲକ୍ଷାଧିକ ଟଙ୍କାରେ ଲାଗିଥିଲା ଷ୍ଟ୍ରିଟ ଲାଇଟ । କିନ୍ତୁ ବର୍ତ୍ତମାନ ତାହା ସମ୍ପୂର୍ଣ୍ଣ ରୂପେ ଅକାମୀ ହୋଇ ପଡ଼ିଛି । ଠିକାଦାର ମାନେ ନିମ୍ନମାନର ଲାଇଟ ଲଗାଇ ଲକ୍ଷାଧିକ ଟଙ୍କା ଲୁଟିନେଇଥିବା ଅଭିଯୋଗ ହୋଇଛି । ସରକାରଙ୍କ ନିୟମ ଅନୁଯାୟୀ ଗ୍ରାମ୍ୟ ଆଲୋକୀକରଣ ନିମନ୍ତେ ଲାଗିଥିବା ଷ୍ଟ୍ରିଟ ଲାଇଟ ଅଚଳ ହେଲେ ଅଚଳ ଲାଇଟର ତାଲିକା ପଞ୍ଚାୟତ ତରଫରୁ ବ୍ଲକ ପ୍ରଶାସନକୁ ଅବଗତ କରାଯିବା କଥା । ମାତ୍ର କେଉଁ ପଞ୍ଚାୟତର କେତେ ଷ୍ଟ୍ରିଟ ଲାଇଟ୍ ଅଚଳ ହୋଇପଡିଛି ତାହାର ତାଲିକା ବ୍ଲକ ପ୍ରଶାସନ ନିକଟରେ ନାହିଁ । ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।ଆଲୋକୀକରଣ ଉପରେ ସରକାର ଦୃଷ୍ଟି ଦେବାକୁ ଦାବି ଜୋର ଧରିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଯୋଗାଣ ଵିଭାଗ ର ପ୍ରତିଷ୍ଠା ଦିଵସ ପାଳନ*- *ଶ୍ରେଷ୍ଠ କର୍ମଚାରୀ ଭାବେ ସମ୍ବର୍ଧିତ ହେଲେ ଏଜ୍ରି ଦଳ ବେହେରା*   04-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026

You Might Also Like