-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||     

HOME   ଜିଲ୍ଲା

ଧର୍ମଗଡ଼ ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

23-Apr-2025



ଭବାନୀପାଟଣା(ଜଗନ୍ନାଥ ନାଏକ): କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ବ୍ଲକସ୍ତରୀୟ କଳାହାଣ୍ଡି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ବ୍ଲକ କାର୍ଯ୍ୟାଳୟ ସଭା ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ବ୍ଲକର ବିଭିନ୍ନ ଅଞ୍ଚଳରୁ ଆସିଥିବା ୧୭ ଗୋଟି ଆପତ୍ତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୧୪ ଗୋଟି ଓ ସାମୂହିକ ୩ ଗୋଟି ରହିଥିବା ବେଳେ ୫ ଗୋଟି ଆପତ୍ତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ଘରଡିହ, ଭତ୍ତା, ପାନୀୟଜଳ, ଜମିବିବାଦ, ରେଶନ କାର୍ଡ, ଶିକ୍ଷା, ସ୍ଵାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ଗ୍ରାମ୍ୟ ଉନ୍ନୟନ, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ସମ୍ପର୍କିତ ଆପତ୍ତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । 
ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢ଼ୀ, ଉପଜିଲ୍ଲାପାଳ ଧର୍ମଗଡ଼ ଧିମାନ ଚାକମା, ପଞ୍ଚାୟତ ସମିତି ଅଧ୍ୟକ୍ଷା ବବିତା ପାଟଯୋଷୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ସଦାଶିବ ନାୟକ, ତହସିଲଦାର ସଂଜୟ ସାମନ୍ତରା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. ମିନତୀ ଲତା ଦାସ, ଏସ.ଡି.ପି.ଓ. ଧର୍ମଗଡ଼ ମନୋଜ ବେହେରା, ଜିଲ୍ଲା ମୁଖ୍ୟ ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ମଳୟ କୁମାର ପରିଡା, ଜିଲ୍ଲା ଅବକାରୀ ଅଧିକ୍ଷକ ରଞ୍ଜନ କୁମାର ନାୟକ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ମଜିବୁନ ନିଶା, ଜିଲ୍ଲା ମଙ୍ଗଳ ଅଧିକାରୀ  ଅନ୍ତର୍ଯ୍ୟାମୀ କହଁର,ଡେପୁଟି କଲେକ୍ଟର ଚିତ୍ତରଞ୍ଜନ ପିଲା, ସହ ନିର୍ଦ୍ଦେଶକ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ, ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବୀରେନ୍ଦ୍ର କୁମାର କହଁର,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦ୍ର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026

You Might Also Like