-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||     

HOME   ଜିଲ୍ଲା

ଦାମୀ କାର ସହ ଏକ କୁଣ୍ଟାଳରୁ ଊର୍ଦ୍ଧ୍ବ ଗଞ୍ଜେଇ ଜବତ

23-Apr-2025



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲାର ତୁଷୁରା-ଅର୍ଜୁନପୁର ରାସ୍ତାରେ ତୁଷୁରା ଅବକାରୀ ବିଭାଗ ଚଢ଼ଉ କରି ଏକ ଧଳା ରଙ୍ଗର ଦାମୀ କାର ସହ ଏକ କ୍ବିଣ୍ଟାଲରୁ ଉର୍ଦ୍ଧ୍ବ ଗଞ୍ଜେଇ ଜବତ କରିଛି। ଏଥିସହ ୩ଳଣ ଆନ୍ତଃରାଜ୍ୟ ବେପାରୀକୁ ବିଭାଗ ଟିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଛତିଶଗଡ଼ ରାଜ୍ୟ ବିଲାଶପୁର ଜିଲ୍ଲା ଜୋହରପଦା ଗାଁର ସୁଜିତ କଶ୍ୟପ, ସରଗୁଜା ଜିଲ୍ଲା କେରାକଚ୍ଛର ଗାଁର ଦରିୟାର ପ୍ରସାଦ ରାଜ ବାଡ଼େ ଓ ରାମ ଖାଲି । ପ୍ରକାଶ ଯେ,ଅବକାରୀ ବିଭାଗ ବିଶେଷ ସୁତ୍ରରୁ ଖବର ପାଇ ଉକ୍ତ ରାସ୍ତାରେ ପହଁରା ମାରିବା ସହ ଗଞ୍ଜେଇ ଚାଲାଣକାରୀ ଉପରେ ତିକ୍ଷଣ ନଜର ରଖିଥିଲେ। ଏକ ଧଳା ଦାମୀ କାର(ନଂ.ସିଜି୦୪ କ୍ୟୁସ ୭୦୭୯)କୁ ମକୁନ୍ଦପୁର ଛକରେ ଅଟକାଇ ଯାଞ୍ଚ କରିଥିଲେ । ଯାଞ୍ଚ ବେଳେ କାରରେ ୫ଟି ଧଳା ଜରି ପ୍ୟାକେଟରେ ଗଞ୍ଜେଇ ଥିବା ସ୍ପଷ୍ଟ ହୋଇଥିଲା । ସେଠାରେ ଅବକାରୀ ଅଧିକାରୀ ଗଞ୍ଜେଇ ସହ କାରକୁ ଜବତ କରିବା ସହ ୩ ଜଣ ଆନ୍ତଃରାଜ୍ୟ ବେପାରୀଙ୍କୁ ଗିରଫ କରିଥିଲେ ।  ଜବତ ଗଞ୍ଜେଇ ଓଜନ କରିବା ଏକ କୁଣ୍ଟାଳ ୧୦ କେଜି ହୋଇଥିଲା। ଏନେଇ ଅବକାରୀ ବିଭାଗ ଏକ ମାମଲା ରୁଜୁକରି ସମସ୍ତ ଅଭିଯୁକ୍ତଙ୍କୁ ବଲାଙ୍ଗିର କୋର୍ଟଚାଲାଣ କରାଯାଇଥିବା ତୁଷୁରା ଅବକାରୀ ଅଧିକାରୀ ଶ୍ରୀକାନ୍ତ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଉକ୍ତ ଚଡ଼ଉରେ ଏଏସଆଇ ପୃଥ୍ୱୀରାଜ କୁଅଁର, କନଷ୍ଟେବଳ ବିଭୂତି ଭୂଷଣ ଭୋଇ, ଭୋଜରାଜ ବଢ଼େଇ, ସୁନେଲି ପ୍ରଧାନ ପ୍ରମୁଖ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026

You Might Also Like