-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   (04-Sep-2026)       ||      କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||     

HOME   ଜିଲ୍ଲା

ଫ୍ଲିମ ଷ୍ଟାଇଲରେ ଲଙ୍କା ଗୁଣ୍ଡ ସହ ବୋମା ପକାଇ ଟଙ୍କା ଲୁଟିବା ଘଟଣା, ୫ ଜଣଙ୍କୁ ଗିରଫ କଲା କଳାହାଣ୍ଡି ପୋଲିସ

23-Apr-2025



ଭବାନୀପାଟଣା(ଜଗନ୍ନାଥ ନାଏକ) :କଳାହାଣ୍ଡି ଜିଲ୍ଲା
ଭବାନୀପାଟଣା ସହର ର ଜନ ଗହଳି ପୂର୍ଣ୍ଣ ବାହାଦୁର ବଗିଚା ପଡ଼ାର ଜଣେ ବ୍ୟବସାୟୀ ଙ୍କ ଟଙ୍କା ନେଇ ନରେଶ ସାହୁ ନାମକ ଯୁବକ ବ୍ୟାଙ୍କ ରେ ଜମା କରିବା ପାଇଁ ଯିବା ବେଳେ ତିନିଜଣ ଦୁର୍ବୃତ୍ତ ଏକ ପଲ୍ ସର୍ ବାଇକ୍ ରେ ଆସି ନରେଶ ସାହୁ ଉପରକୁ ପ୍ରଥମେ ଲଙ୍କା ଗୁଣ୍ଡ ପକାଇ ଥିଲେ ପରେ ସ୍କୁଟି

ଉପରକୁ ଏକ ବୋମା ଫିଙ୍ଗିଥିଲେ ଫଳରେ ସ୍କୁଟି ର ହେଡ ଲାଇଟ୍ ସମ୍ପୂର୍ଣ ନଷ୍ଟ ହୋଇ ଛିଟିକି ପଡିଥିବା ବେଳେ ଭାଗ୍ୟ ବଶତଃ ସ୍କୁଟି ରୁ ଓହ୍ଲାଇ ଦୋକାନକୁ ଯାଉ ଥିବା ସମୟରେ ବୋମା ଫୁଟି ଯାଇଥିଲା ଅଳ୍ପକେ ଟଙ୍କା ସହ ବ୍ୟବସାୟୀ ବର୍ତ୍ତି ଯାଇଥିଲେ । ଲୁଟ୍ କରିବାରେ ବିଫଳ ହେବା ପରେ ଦୃର୍ବୁତ୍ତ ମାନେ ଫେରାର ହେବା ପାଇଁ ଚେଷ୍ଟା କରିଥିବା ବେଳେ ଜଣେ ଦୃର୍ବୁତ୍ତ ଜନସାଧାରଣ ଙ୍କ ହାତରେ ପଡି ଯାଇଥିଲା । ଫେରାର ସମୟରେ ଲୋକଙ୍କୁ ଆକ୍ରମଣ ମଧ୍ୟ କରିଥିଲେ ସେହି ଆକ୍ରମଣ ରେ ଜଣେ ଲୋକ ଆହତ ମଧ୍ୟ ହୋଇଥିଲେ । ପରେ ଜଣେ ଦୃର୍ବୁତ୍ତ କୁ ଧରି  ଲୋକେ ଉତ୍ତମ ମାଧ୍ୟମ ଦେବା ପରେ ପୋଲିସ କୁ ଜିମା ଦେଇଥିଲେ । ପୋଲିସ ଅପରାଧୀଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଛାନ୍ ଭିନ କରି ୬ ଘଣ୍ଟା ମଧ୍ୟରେ ଏହି ଘଟଣା ରେ ସଂପୃକ୍ତ ଅନ୍ୟ ଚାରି ଜଣ ଅପରାଧୀ ଙ୍କୁ ଧରିବାରେ ସଫଳ ହୋଇଛି । 

ଜିଲ୍ଲାରେ ପ୍ରଥମ ଥର ଏଭଳି ବୋମା ଫିଙ୍ଗିବା ଘଟଣା ହୋଇଥିବାରୁ ଜିଲ୍ଲା ପୋଲିସ ମଧ୍ୟ ଏହି ଘଟଣାକୁ ଗୁରୁତର ସହ ନେଇଥିଲା । ଘଟଣାସ୍ଥଳ ରେ ସାଇଣ୍ଟିଫିକ୍ ଟିମ୍ ସହ ପହଞ୍ଚି ତଦନ୍ତ କରିବା ପରେ ପୋଲିସ ୬ ଘଣ୍ଟା ମଧ୍ୟରେ ପୋଲିସ ଟିମ୍ ଗଠନ କରି ମୁଖ୍ୟ ଆସାମୀ ସହ ୫ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି । ଗିରଫ ଅଭିଯୁକ୍ତ ମାନେ ହେଲେ ଇସାନ ନାଏକ, ମନୁ ନାଏକ, ବିରଞ୍ଚି ନାଏକ ତିନିଜଣ  ଗଞ୍ଜାମ ସୋରଡ଼ା ର ହୋଇଥିବା ବେଳେ ତ୍ରିଲୋଚନ ପ୍ରଧାନ ଓ ମୁଖ୍ୟ ଅଭିଯୁକ୍ତ ଅବଦୁଲ ସର୍ଫୋଜ ଭବାନୀପାଟଣା ସହର ରୁ ଗିରଫ କରି କୋର୍ଟ ଚାଲାଣ କରିଛି କଳାହାଣ୍ଡି ପୋଲିସ । ଏହି ୫ ଅଭିଯୁକ୍ତ ମାନଙ୍କ ଠାରୁ ଗୋଟିଏ ପିସ୍ତଲ , ୫ ଟି ମୋବାଇଲ ଓ ଗୋଟିଏ ବାଇକ୍ ଜବତ ହୋଇଥିବା କଳାହାଣ୍ଡି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବର କୋଣ୍ଡା ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା କଲେଜ ରେ ମାନସିକ ପରିଚାଳନା କାର୍ଯ୍ୟକ୍ରମ   04-Sep-2026
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026

You Might Also Like