-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||     

HOME   ଜିଲ୍ଲା

ଧାନ ସଂଗ୍ରହ ବୈଠକକୁ କୈାଣସି ଚାଷୀ ପ୍ରତିନିଧିଙ୍କୁ ନ ଡାକିବାର ମାନେ କଣ ?

23-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଚଳିତ  ରବି ଋତୁ ପାଇଁ ଆଜି ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେଉଥିବା ବେଳେ ସେଠାକୁ କୌଣସି ଚାଷୀ ପ୍ରତିନିଧିଙ୍କୁ ନିମନ୍ତ୍ରଣ କରାଯାଇନାହିଁ। ଏହାକୁ ନେଇ ଜୟ କିସାନ ଆନ୍ଦୋଳନ ତିବ୍ର ପ୍ରତିକ୍ରିୟା ପ୍ରକାଶ କରିଛି। ଜୟ କିସାନ ଆନ୍ଦୋଳନ ର ଏକ ପ୍ରତିନିଧି ମଣ୍ଡଳୀ ଜିଲ୍ଲାପାଳ ଙ୍କ ପ୍ରକୋଷ୍ଠ ସମ୍ମୁଖରେ  ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି କୁ କ୍ଷମତା ନାହିଁ - ମିଟିଂ କରୁଛ କଣ ପାଇଁ, ଡି ଏଲ୍ ପି ସି କୁ କ୍ଷମତା ସଂପନ୍ନ କର, କଟଣି ଛଟଣି ମୁକ୍ତ ଏବଂ ଦଲାଲ ମୁକ୍ତ ମଣ୍ଡି କର, ମଣ୍ଡି ମାନଙ୍କରେ  ମିଲର ମାନଙ୍କ ହସ୍ତକ୍ଷେପ ବନ୍ଦ କର ଆଦି  ସ୍ଳୋଗାନ ଦେଇ ପ୍ରତିବାଦ ଜଣାଇଛନ୍ତି।
     ପୂର୍ବ  ସରକାର ଯେପରି ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି କୁ ଅକାମୀ କରିଦେଇ ଧାନ ବିକ୍ରି ବ୍ଯବସ୍ଥାକୁ ବିକେନ୍ଦ୍ରୀକରଣ କରି ସମସ୍ତ ନିଷ୍ପତ୍ତି ଭୂବନେଶ୍ବର ରେ ନିଆଯାଇଥିଲା ବର୍ତ୍ତମାନ ର ସରକାର ମଧ୍ୟ ସେହି ନୀତି ଅନୁସରଣ କରୁଛନ୍ତି। ଫଳରେ ଧାନ ବିକ୍ରି ବ୍ଯବସ୍ଥାରେ କୌଣସି ଫରକ ଦେଖାଯାଉ ନାହିଁ। ବରଂ ଆହୁରି ବ୍ଯାପକ ମାତ୍ରାରେ କଟଣି ଛଟଣି ଓ ଦଲାଲ ମାନଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଉଛି। ଏଥି ସହିତ ଗ୍ରେନ୍ ଏନାଲାଇଜର୍ ମେସିନ ଚାଷୀମାନଙ୍କ ମୁଣ୍ଡବ୍ୟଥା ର କାରଣ ସାଜିଛି ଏବଂ  ଶୋଷଣ କରିବା ପାଇଁ ସହାୟକ ହୋଇଛି। ଏହି ସବୁ ସମସ୍ୟା ଉପରେ ଜନପ୍ରତିନିଧିଙ୍କ ଦୃଷ୍ଟି ଆକର୍ଷଣ ପାଇଁ ବୈଠକରେ ଆଲୋଚନା ହେବା କଥା। କିନ୍ତୁ ଦୁର୍ଭାଗ୍ୟ ର ବିଷୟ ଯେ ଜିଲ୍ଲାପାଳ ଙ୍କୁ କୌଣସି କ୍ଷମତା ନ ଦେଇ ଜିଲ୍ଲା ସ୍ତରୀୟ ଧାନ ସଂଗ୍ରହ କମିଟି ର ବୈଠକ ଚାଲିଛି। ଯଦି ଆନ୍ତରିକତା ଅଛି ତାହେଲେ ବରଗଡ଼ ଜିଲ୍ଲାର ପ୍ରତିନିଧିମାନେ ଏହି ସବୁ ସମସ୍ୟା ବିଧାନସଭାରେ ଉତ୍ଥାପନ କରନ୍ତୁ ଏବଂ ତୁରନ୍ତ ସମାଧାନ ଦିଗରେ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ଜୟ କିସାନ ଆନ୍ଦୋଳନ ତରଫରୁ ଆହ୍ୱାନ ଦିଆଯାଇଛି। ଏହି କାର୍ଯ୍ୟକ୍ରମରେ ଜୟ କିସାନ ଆନ୍ଦୋଳନର ଜିଲ୍ଲା ସଭାପତି ସୁଶୀଲ କୁମାର ସାହୁ, ସାଧାରଣ ସଂପାଦକ ହର ବଣିଆଁ , ଚଞ୍ଚଳ ପ୍ରଧାନ,  ଭେଡେନ ବ୍ଲକ ସଭାପତି ମହେଶ୍ବର ପ୍ରଧାନ, ବରଗଡ଼ ବ୍ଲକ ସଭାପତି ସରୋଜ ପଧାନ, ସଂପାଦକ ସଦାନନ୍ଦ ସାହୁ, ଅରୁଣ ପ୍ରଧାନ, କୁନା ବେହେରା ଆଦି ନେତା ଓ କର୍ମୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026

You Might Also Like