-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||     

HOME   ଜିଲ୍ଲା

ଧୂମାଭଟା ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିରର ପ୍ରତିଷ୍ଠା ମହୋତ୍ସବ ସମାପନ

23-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଧୂମାଭଟା ଗ୍ରାମ ଠାରେ ଦିର୍ଘ ବର୍ଷରୁ ନିର୍ମାଣାଧୀନ ଶ୍ରୀ ଜଗନ୍ନାଥଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ମହା ସମାରୋହରେ ସମାପନ ହୋଇ ଯାଇଛି। ଗ୍ରାମବାସୀଙ୍କ ପ୍ରଚେଷ୍ଟାରେ ଆଜି ଶ୍ରୀ ଜଗନ୍ନାଥଙ୍କ ମନ୍ଦିର ପ୍ରତିଷ୍ଠାକୁ ସତରେ ମାନିବାକୁ ପଡିବ। ଦୁଲଦୁଲି ଓ ଘଣ୍ଟବାଦ୍ୟର ତାଳେ ତାଳେ ଗ୍ରାମର ମାଁ ମାଉସୀଙ୍କୁ ନେଇ ଏକ ଭବ୍ୟ କଳସ ଯାତ୍ରା ୧୯.୦୪.୨୦୨୫ରେ ଅନୁଷ୍ଠିତ ହୋଇଥିଲା। ମୁଖ୍ୟ କର୍ତ୍ତା ଭାବରେ ଗ୍ରାମର ମିତ୍ରଭାନୁ ସିଂ ବରିହା ଓ ତାଙ୍କ ଧର୍ମପତ୍ନୀ ଉତ୍ତରା ବରିହା ଦାୟିତ୍ଵ ନିର୍ବାହ କରିଥିଲେ। ତାଙ୍କ ସମେତ ସହ ଯୋଗୀ ଭାବେ ୪୦ ଜଣ ଦମ୍ପତି ଏହି କର୍ତ୍ତା ଦାୟିତ୍ଵ ତୁଲାଇଥିଲେ। ଏହି ଅବସରରେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ ଓଡ଼ିଶା ସରକାର,ଶ୍ରୀଯୁକ୍ତ ମୁକେଶ ମହାଲିଙ୍ଗ, ମାନ୍ୟବର ବରଗଡ଼ ସାଂସଦ ଶ୍ରୀଯୁକ୍ତ ପ୍ରଦୀପ ପୁରୋହିତ, ପଦ୍ମପୁର ଏଡିଏମ ଅତିଥି ଭାବେ ଯୋଗଦାନ ପୂର୍ବକ ଶ୍ରୀଜଗନ୍ନାଥଙ୍କ ଆଶିଷ ଭିକ୍ଷା କାମନା କରିଥିଲେ। ଗ୍ରୀଷ୍ମ ଦିନରେ ରକ୍ତ ର ଅଭାବୀକୁ ନେଇ ଗ୍ରାମବାସୀଙ୍କ ପକ୍ଷରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠିତ ରକ୍ତଦାନ ଶିବିରରେ ସମୁଦାୟ ୪୩ ୟୁନିଟ ରକ୍ତ ସଂଗୃହୀତ ହୋଇ ରକ୍ତ ଭଣ୍ଡାର କୁ ପଠାଯାଇଥିଲା।ଶ୍ରୀ ଜଗନ୍ନାଥ ମହାପ୍ରଭୁ ମନ୍ଦିରକୁ ବିରାଜମାନ ସମୟରେ ଠାକୁରଙ୍କୁ ଛପନ ଭୋଗରେ ଆପ୍ୟାୟିତ କରା ଯାଇଥିଲା।ଦିର୍ଘ ୫ ଦିନ ବ୍ୟାପି ଆୟୋଜିତ ପ୍ରତିଷ୍ଠା ମହୋତ୍ସବରେ ଅଗଣିତ ଭକ୍ତ ମାନଙ୍କୁ ମାଗଣାରେ ଅନ୍ନଛତ୍ର ବ୍ୟବସ୍ଥା କରାଯାଇଥିଲା। ଦର୍ଶକଙ୍କ ମନୋରଞ୍ଜନ କାର୍ଯ୍ୟକ୍ରମ ସକାଶେ ମିନା ବଜାରର ଆୟୋଜନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026

You Might Also Like