-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||     

HOME   ଜିଲ୍ଲା

କୁଶନପୁରୀ କିମ୍ବା ବେହେରା ଠାରେ ନୂତନ ବ୍ଲକ ଗଠନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପ୍ରତିନିଧି ଦଳ

23-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ତା ୨୯.୧୨.୨୦୨୪ରିଖରେ ବିଭିନ୍ନ ସମ୍ବାଦପତ୍ର ମାନଙ୍କରେ ପ୍ରକାଶ ପାଇଥିଲା ଯେ, ଓଡ଼ିଶା ସରକାର କେତେ ଗୋଟି ନୂତନ ବ୍ଲକ ସ୍ଥାପନ ପାଇଁ ଖବରକାଗଜ ଜରିଆରେ ଜଣାଇଥିଲେ। ନୂତନ ବ୍ଲକ ଗଠନ ହେଲେ ଅନେକ ଦୂରଦୂରାନ୍ତ ଗ୍ରାମର ଜନସାଧାରଣଙ୍କ ଅସୁବିଧା ମାନ ସହଜରେ ଦୂର ହୋଇ ପାରିବ। ସରକାରଙ୍କ ଏଭଳି ମହତ ବିଚାର ଓ ଚିନ୍ତାଧାରାକୁ କେନ୍ଦ୍ରକରି ବରଗଡ଼ ଓ ବରପାଲି ର ୧୨ ଗୋଟି ଗ୍ରାମ ପଞ୍ଚାୟତକୁ ନେଇ ବରଗଡ଼ ବିଧାନସଭା ମଣ୍ଡଳୀର ଗ୍ରାମପଞ୍ଚାୟତ ମାନଙ୍କୁ ନେଇ ଏକ ନୂତନ ବ୍ଲକ ଗଠନ କୁଶନପୁରୀ କିମ୍ବା ବେହେରା ଠାରେ ନୂତନ ବ୍ଲକ ସ୍ଥାପନ କରିବାପାଇଁ ତା ୨୧.୦୪.୨୦୨୫ରିଖରେ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ଜନଶୁଣାଣୀ ଅବସରରେ ସମ୍ବଲପୁର ନଗର ନିଗମକୁ ଅଞ୍ଚଳର ୨୦ ଜଣ ମିଶନ ଶକ୍ତି ମହିଳା, ସ୍ୱୟଂ ସହାୟକ ଗୋଷ୍ଠୀର ମାଁ ଭଉଣୀ, ଅନେକେ ବୁଦ୍ଧିଜୀବୀ ନୂତନ ବ୍ଲକ ସ୍ଥାପନା ର ବୈଠକ ବିବରଣୀ ର ଅବିକଳ ନକଲ ର ନଥିପତ୍ର ଗୁଡିକ ମାନ୍ୟବର ମୁଖ୍ୟମନ୍ତ୍ରୀ, ମାନ୍ୟବର ପଞ୍ଚାୟତିରାଜ ବିଭାଗର ମନ୍ତ୍ରୀ ଶ୍ରୀଯୁକ୍ତ ରବିନାରାୟଣ ନାଏକ ଓ ରାଜସ୍ବ ବିଭାଗର ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ସୁରେଶ ପୂଜାରୀଙ୍କୁ ପ୍ରଦାନ କରିଛନ୍ତି। ଦାବି ପତ୍ର ଓ ନଥିପତ୍ର ପ୍ରଦାନ ସମୟରେ ମୁଖ୍ୟମନ୍ତ୍ରୀ ଓ ବିଭାଗୀୟ ମନ୍ତ୍ରୀ ମାନଙ୍କୁ ନୂତନ ବ୍ଲକ ସ୍ଥାପନର ତୁରନ୍ତ ସୁବ୍ୟବସ୍ଥା ପାଇଁ ପ୍ରତିନିଧି ଦଳ ଅନୁରୋଧ କରିଛନ୍ତି। ଜନସାଧାରଣଙ୍କ ଅନୁରୋଧ କ୍ରମେ ଜନପ୍ରତିନିଧି ଓ ମନ୍ତ୍ରୀ ମହଲରୁ ବିଚାର କରିବାର ଆଶ୍ୱାସନା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026

You Might Also Like