-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||     

HOME   ଜିଲ୍ଲା

ଡାବୁଗାଁ ଠାରେ ଜିଲା ମତ୍ସ୍ୟ ବିଭାଗ ତରଫରୁ ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ

23-Apr-2025



(ମିହିର ଶଙ୍କର ପାତ୍ର,)
ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସଦର ମହକୁମାସ୍ଥିତ କୃଷି, ସୂଚନା ଓ ପରାମର୍ଶ କେନ୍ଦ୍ର ଠାରେ ଜିଲା ମତ୍ସ୍ୟ ବିଭାଗ ତରଫରୁ ବୈଜ୍ଞାନିକ ପ୍ରଣାଳୀରେ ଗ୍ରାମ ପଞ୍ଚାୟତ ପୋଖରୀରେ ମାଛ ଚାଷ ନିମନ୍ତେ ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ନେଇ ଏକ ତାଲିମ କାର୍ଯ୍ୟକ୍ରମ ବୁଧବାର ଅନୁଷ୍ଠିତ ହୋଇଯାଇଛି | ଏଥିରେ ଅତିଥି ମାନେ ଶ୍ରୀ ଜଗନ୍ନାଥ ଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଦେଇ ପ୍ରଦୀପ ପ୍ରଜ୍ଵଳନ କରିବା ପରେ ଡାବୁଗାଁ ବ୍ଲକ ସହକାରୀ ମତ୍ସ୍ୟ ଅଧିକାରୀ କୃତ୍ତିକା ବେହେରା ଅତିଥି ପରିଚୟ ଦେବା ସହ ସ୍ଵାଗତ ଭାଷଣ ପ୍ରଦାନ କରିଥିଲେ | ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ବୀଣା ମାଝି ଯୋଗ ଦେଇ  ମାଛ ଚାଷ କରି  ମହିଳା ମାନେ କିପରି ଉନ୍ନତି କରିବେ ସେ ନେଇ ଉଦବୋଧନ ଦେଇଥିଲେ | ସମ୍ମାନୀତ ଅତିଥି ଭାବେ  ଜିଲା ମତ୍ସ୍ୟ ଅଧିକାରୀ ବିଷ୍ଣୁ ଚରଣ କିଶାନ ଯୋଗ ଦେଇ ବୈଜ୍ଞାନିକ ପ୍ରଣାଳୀରେ କିପରି ମାଛ ଚାଷ କରାଯିବ, ମାଛ କୁ କିପରି ଖାଦ୍ୟ ଦିଆଯିବ, ସକାଳେ କି ସନ୍ଧ୍ୟାରେ ଦିଆଯିବା ଦରକାର, ପୋଖରୀ ପରିଚାଳନା, ପାଣିର ପରିଚାଳନା, ପାଣିର ପି.ଏଚ ପରୀକ୍ଷା କିପରି କରାଯିବ, ପାଣିରେ ଜୈବିକ ଖାଦ୍ୟ ଅଛି କି ନାହିଁ ତାହା କିପରି ଭାବେ ଜାଣିବା, ପୋଖରୀରେ କେତେ ମାଛ ଛାଡିବା ଏବଂ କେଉଁ କେଉଁ ପ୍ରକାର ମାଛ ଚାଷ କରାଯିବ ଓ ମିଶ୍ରିତ ମାଛ ଛାଡିବା ଦରକାର ବୋଲି କହିଥିଲେ | ଡାବୁଗାଁ ବ୍ଲକ ବିଡିଓ ଶରତ ମାଝି ଯୋଗ ଦେଇ ସ୍ଵୟଂ ସହାୟକ ଗୋଷ୍ଠୀ ସାଭ୍ୟା ମାନେ କିପରି ମାଛ ଚାଷ କରି ଉନ୍ନତି କରିବେ ସେ ଉପରେ କହିଥିଲେ | ଏଥିରେ ନବରଙ୍ଗପୁର ଜିଲା ମତ୍ସ୍ୟ ଅଧିକାରୀ ଙ୍କ କାର୍ଯ୍ୟ|ଳୟର ସହକାରୀ ମତ୍ସ୍ୟ ଅଧିକାରୀ ବିଶ୍ଵଜିତ ସରକାର, ଡାବୁଗାଁ ସହକାରୀ କୃଷି ଅଧିକାରୀ ସୋମେନ୍ଦ୍ର ବିଶ୍ଵାସ,  ଗ୍ରାମ ପଞ୍ଚାୟତ ଉନ୍ନୟନ ଅଧିକାରୀ ପଦ୍ମନାଭ ଭାଲ୍ଲା, ମିସନଶକ୍ତି ବିପିଏ ନବୀନ ଭତ୍ରା, ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତରୁ ମୋଟ ୧୫ ଟି ସ୍ଵୟଂ ସହାୟକ ଗୋଷ୍ଠୀର ୩୦ ଜଣ ସାଭ୍ୟା ମାନେ ଉପସ୍ଥିତ ଥିଲେ | ଏହି କାର୍ଯ୍ୟକ୍ରମକୁ ଡାବୁଗାଁ ବରିଷ୍ଠ ମତ୍ସ୍ୟ ବୈଷୟିକ ସହାୟକ ସଙ୍ଗୀତା ସାମଲ ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026

You Might Also Like