-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||     

HOME   ଜିଲ୍ଲା

ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ

23-Apr-2025



ଝରଣିପାଲି ତା,୨୩/୪: ଆଗଲପୁର ବ୍ଲକ ଅନ୍ତର୍ଗତ ଲରମ୍ଭାମୁଣ୍ଡା ଗ୍ରାମର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଆଦର୍ଶ  ଶିକ୍ଷକଶ୍ରୀ କୋଦଣ୍ଡ ବିଶ୍ୱାଳ ଙ୍କ ସମ୍ମାନ ଉଦ୍ଦେଶ୍ୟରେ ଝରଣିପାଲି ଉ.ପ୍ରା. ବିଦ୍ୟାଳୟ ଠାରେ  ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଆୟୋଜିତ ହୋଇଯାଇଛି। ଝରଣିପାଲି କ୍ଲଷ୍ଟର ଅନ୍ତର୍ଗତ ପଣ୍ଡକିଟାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ କେଶବ ଚନ୍ଦ୍ର ଭୋଇ ଙ୍କ   ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା ସଭା ରେ ମିଳିତ ଶିକ୍ଷକ ସଂଘ ସଭାପତି ଜୟରାମ ଧଳ  ସମ୍ମାନିତ ଅତିଥି , ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଦୂର୍ଯୋଧନ ପଶାୟତ- ମୁଖ୍ୟବକ୍ତା,ଶିକ୍ଷକ ସଂଘ ସଂପାଦକ ଦିଲ୍ଲୀପ ବେହେରା, ଆଗଲପୁର ଏକ୍ସ-କ୍ୟାଡ଼ର     ସଭାପତି ମୁରଲୀ ପଧାନ  ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଥିଲେ ବିଦାୟୀ ଶିକ୍ଷକ ଶ୍ରୀବିଶ୍ୱାଳ ଙ୍କ ଶିକ୍ଷକତା ଜୀବନର ଅନୁଭୂତି ଓ ସଫଳତା ବିଷୟରେ  କ୍ଲଷ୍ଟର ଶିକ୍ଷକ ଓ ଅତିଥି ବୃନ୍ଦ ମତବ୍ୟକ୍ତ କରିଥିଲେ। ଶ୍ରୀ କୋଦଣ୍ଡ ବିଶ୍ୱାଳ ତାଙ୍କ ଦୀର୍ଘ ଶିକ୍ଷକତା ଜୀବନର ଯାତ୍ରା ବିଷୟରେ ଆବେଗ ଭରା କାହାଣୀ ବ୍ୟାଖ୍ୟା କରି ସମସ୍ତ ସହଯୋଗୀ ଶିକ୍ଷକ ଓ ଶିକ୍ଷା କର୍ମୀ ମାନଙ୍କୁ ସହଯୋଗ ନିମନ୍ତେ କୃତଜ୍ଞତା ଜ୍ଞାପନ କରିଥିଲେ। ଝରଣିପାଲି କ୍ଲଷ୍ଟର ର ସି ଆର ସି ସି ଶ୍ରୀ ଅନିରୁଦ୍ଧ ଭୋଇ ସଭାକାର୍ଯ୍ୟ ସଂଯୋଜନା କରିଥିଲେ। ପରେ ଝରଣିପାଲି କ୍ଲଷ୍ଟର ର ଶିକ୍ଷକ ଶିକ୍ଷୟିତ୍ରୀ ଓ ଅତିଥି ବୃନ୍ଦ ବିଦାୟୀ ଶିକ୍ଷକ ଶ୍ରୀ ବିଶ୍ୱାଳ ଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସମ୍ମାନିତ କରିଥିଲେ।

ଏହି କାର୍ଯ୍ୟକ୍ରମ ର ସଫଳ ସମ୍ପାଦନ ପାଇଁ ବରିଷ୍ଠ ଶିକ୍ଷକ ଶ୍ରୀ ପ୍ରମୋଦ କୁମାର ସାହୁ,ଦୟାନିଧି ସାହୁ, ପ୍ରଶାନ୍ତ ପଧାନ ରଞ୍ଜନ କୁମାର ସାହୁ, ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତଥା ଝରଣିପାଲି କ୍ଲଷ୍ଟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ ଓ ଯୋଗଦାନ କରିଥିଲେ। ପରିଶେଷରେ ଆଡେନଡୁଙ୍ଗୁରି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚିତ୍ତରଞ୍ଜନ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026

You Might Also Like