-+91-9937148622 |

prerana_bgr@rediffmail.com |

  Friday 24th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||     

HOME   ଜିଲ୍ଲା

ରାଜ୍ୟ ଖାଦ୍ୟ ଆୟୋଗ ସଦାସ୍ୟଙ୍କ ବିଜେପୁର ବ୍ଲକ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ

23-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଓଡିଶା ଖାଦ୍ୟ ଆୟୋଗ ସଦସ୍ୟ ଶ୍ରୀ ଦୟାନିଧି  ଦାଶ ଏବଂ ଶ୍ରୀ ଅକ୍ଷୟ କୁମାର ବେହେରାଙ୍କ ବରଗଡ଼ ଜିଲ୍ଲା ଗସ୍ତର ଦ୍ଵିତୀୟ ଦିବସରେ ବିଜେପୁର ବ୍ଲକ ଅନ୍ତର୍ଗତ ବରମୁଣ୍ଡା ସ୍ଥିତ ଛତୁଆ କେନ୍ଦ୍ର,ଏମ. ଶ୍ରୀଗିଡା ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ,ଅଙ୍ଗୱାଡ଼ି କେନ୍ଦ୍ର,ପ୍ରାଥମିକ କୃଷି ସମବାୟ ସମିତି, ମୋ ସେବା କେନ୍ଦ୍ର ଓ ବଲଣ୍ଡା ଗ୍ରାମର ଆଶ୍ରମ ବିଦ୍ୟାଳୟ(ଛାତ୍ର ଛାତ୍ରୀ ନିବାସ)କୁ ଅପ୍ରତ୍ୟାଶିତ ଭାବରେ ପରିଦର୍ଶନ କରି ପିଲାମାନଙ୍କୁ ବଣ୍ଟନ କରାଯାଉଥିବା ମଧ୍ୟାହ୍ନ ଭୋଜନର ମାନ ତଦାରଖ କରିବା ସହ ଛାତ୍ରଛାତ୍ରୀ ନିବାସ ନିରୀକ୍ଷଣ କରିଛନ୍ତି।  ଏତତ ବ୍ୟତୀତ ଛତୁଆ ପ୍ରସ୍ତୁତି କେନ୍ଦ୍ରର ପରିଦର୍ଶନ କରି ଛତୁଆର ଗୁଣାତ୍ମକ ମାନ ପରୀକ୍ଷା କରିଥିଲେ । ପିଲାମାନଙ୍କର ଗୁଣାତ୍ମକ ବିକାଶ ନିମନ୍ତେ ଆବଶ୍ୟକୀୟ ସମସ୍ତ ପଦକ୍ଷେପ ନେବା ପାଇଁ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟରେ ବିଭାଗୀୟ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କଲେ ।ଏହାପରେ ଅପରାହ୍ନ ୫ ଘଟିକା ସମୟରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥିତ ପୁଷ୍ଟି ପୁନର୍ବାସ କେନ୍ଦ୍ରକୁ ଅପ୍ରତ୍ୟାଶିତ ଭାବରେ ପରିଦର୍ଶନ କରି ପିଲାମାନଙ୍କ ସ୍ୱାସ୍ଥ୍ୟବସ୍ଥା ଖାଦ୍ୟପେୟ ବିଷୟରେ ଭାରପ୍ରାପ୍ତ  ଏ.ଏନ.ଏମ  ସସ୍ମିତା ସାହୁ ଙ୍କ ସହ ଆଲୋଚନା କରି ପିଲାଙ୍କ ଉତ୍ତମ ସ୍ୱାସ୍ଥ୍ୟବସ୍ଥା ନିମିତ୍ତ ସମସ୍ତ ବ୍ୟବସ୍ଥା ଗୁଡିକୁ ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦେଇ ଥିଲେ ।

ସଦସ୍ୟଙ୍କ ଗସ୍ତ ସମୟରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସରୋଜ କୁମାର ବିଶ୍ଵାଳ ,ଭାରପ୍ରାପ୍ତ ସିଡ଼ିପିଓ ଅମେର୍‌ସିଏନ୍ ଏକା,ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବଲ୍ଲଭ ମେହେର, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଜ୍ୟୋତିକାନ୍ତ ସାହୁ ଓ ଭାରପ୍ରାପ୍ତ ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ମହେନ୍ଦ୍ର ସାହୁଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026
  ଜିଲ୍ଲା  
ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   24-Apr-2026
  ରାଜନୀତି  
ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   23-Apr-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   23-Apr-2026
  ଜିଲ୍ଲା  
ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା   23-Apr-2026
  ଜିଲ୍ଲା  
ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା   23-Apr-2026
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026

You Might Also Like