-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||     

HOME   ଜିଲ୍ଲା

ଟ୍ରେନରୁ ଖସି ପଡ଼ି ଯୁବକ ମୃତ

23-Apr-2025



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଳି ସହଲା ଫାଟକ ନିକଟରେ ଟ୍ରେନ ନମ୍ୱର 18523 ବିଶାଖାପାଟନା ବନାରସ ଏକ୍ସପ୍ରେସରେ  ଆସୁଥିବା ସମୟରେ ଜଣେ ବ୍ୟକ୍ତି ଅସାବଧାନତାରୁ ଟ୍ରେନରୁ ଖସି ପଡ଼ିଥିଲେ ।ଫଳରେ ତାଙ୍କର ମୃତ ଘଟିଥିଲା ।ମୃତ ବ୍ୟକ୍ତି ଜଣକ ହେଉଛନ୍ତି ଝାରଖଣ୍ଡ ରାଜ୍ୟ ବୋକାରେ ଜିଲ୍ଲା ଜରିଡି ଥାନା ଅରାଜୁ ଗ୍ରାମର ପରାୟଗ ସୁରେନ ବୋଲି ଜଣାପଡିଛି l  ମୃତ ବ୍ୟକ୍ତି ଜଣକ ଟ୍ରେନରୁ ପଡ଼ିଯିବା ଦେଖି ଟ୍ରେନ ଭିତରେ ଥିବା ଅନ୍ୟ ଜଣେ ଯାତ୍ରୀ ତୁରନ୍ତ ରେଲୱେ ହେଲ୍ପ ଲାଇନ ନମ୍ବରକୁ ଯୋଗାଯୋଗ କରିଥିଲେ । ଜିଆରପି ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଞ୍ଚି ଖସି ପଡିଥିବା ବ୍ୟକ୍ତିକୁ ଉଦ୍ଧାର କରି ନିକଟ ଡୁଙ୍ଗୁରିପାଳି ଡାକ୍ତରଖାନାରେ ଚିକିତ୍ସା ପାଇଁ  ଭର୍ତ୍ତି କରିଥିଲେ ।ହେଲେ ଡାକ୍ତର ଦେଖିବା ପରେ ତାଙ୍କୁ ମୃତ ଘୋଷଣା କରିଛନ୍ତି l ମୃତ ଦେହକୁ ଜବତ କରି ଜିଆରପି ପୋଲିସ ପରିବାର ବର୍ଗଙ୍କୁ ଖବର ଦେବା ସହ ଶବ ବ୍ୟବଚ୍ଛେଦ କରି ଘଟଣାର ଅଧିକ ତଦନ୍ତ ଜାରୀ ରଖିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026

You Might Also Like