-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||     

HOME   ଜିଲ୍ଲା

ପତିତପାବନ ଏକାଡେମୀର ପୂର୍ବତନ ପ୍ରଧାନ ଶିକ୍ଷକ ଶରତ ଚନ୍ଦ୍ର ଦୀକ୍ଷିତ ଙ୍କ ପରଲୋକ ରେ ପି ପି ଏକାଡେମୀ ଆଲୁମିନି ଏସୋସିଏସନ ତରଫରୁ ଶୋକସଭା

23-Apr-2025



ବଲାଙ୍ଗୀର (ପ୍ରେରଣା ଖବର):  ବଲାଙ୍ଗୀର ପତିତପାବନ ଏକାଡେମୀର ପୂର୍ବତନ ପ୍ରଧାନ ଶିକ୍ଷକ ତଥା ଛାତ୍ରବତ୍ସଳ ଶିକ୍ଷକ ଶରତ ଚନ୍ଦ୍ର ଦୀକ୍ଷିତ ଙ୍କ ପରଲୋକରେ ଆଜି ପି. ପି ଏକାଡେମୀ ଆଲୁମିନି ଏସୋସିଏସନ ତରଫରୁ ଏକ ଶୋକସଭା ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି l ପ୍ରଥମେ ଏହି ଅମର ଆତ୍ମାର ସଦ୍ ଗତି ନିମନ୍ତେ ଦୁଇ ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା l ପି.ପି ଏକାଡେମୀ ଆଲୁମିନି ଏସୋସିଏସନ ର ସଭାପତି ସାଏଦ ଅଫତାବ ହୁସେନଙ୍କ ଆବାହକତ୍ବରେ ଅନୁଷ୍ଠିତ ଏହି ଶୋକସଭାରେ ପୂରାତନ ଛାତ୍ର ମନୋରଞ୍ଜନ ସାହୁ,  ଦତ୍ତାନନ୍ଦ ପଣ୍ଡା, ଶଶୀଭୂଷଣ ପୁରୋହିତ, ଦୀପକ ବରାଳ, ହେମନ୍ତ ପଣ୍ଡା, ରଘୁ ନନ୍ଦନ ସିଂହ, ସନ୍ତକ ବହିଦାର, ବାସୁଦେବ ଦାସ, ଧୀରଜ ସାହୁ, ଦିବାକର ହୋତା, ପ୍ରଭାସ ପାଣିଗ୍ରାହୀ, ନାସିର ଖାଁ ପ୍ରମୁଖ ସ୍ଵର୍ଗତ ଶରତ ଚନ୍ଦ୍ର ଦୀକ୍ଷିତଙ୍କ ଶିକ୍ଷାଦାନ ଶୈଳୀ,ବ୍ୟକ୍ତିତ୍ୱ ଓ ଶିକ୍ଷକତା ଜୀବନର ବିଭିନ୍ନ ଦିଗ ସମ୍ପର୍କରେ ସ୍ମୃତିଚାରଣ କରିଥିଲେ l ଏହି ଶୋକସଭାରେ ପି ପି ଏକାଡେମୀ ର ବହୁ ପୂରାତନ ଛାତ୍ର ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026

You Might Also Like