-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||     

HOME   ଜିଲ୍ଲା

୨୬ପର୍ଯ୍ୟଟକଙ୍କ ହତ୍ୟା ପ୍ରତିବାଦରେ ବିରାଟ କ୍ୟାଣ୍ଡେଲ ଶୋଭାଯାତ୍ରା(ପାକିସ୍ତାନ ମୁରଦାବାଦ ଧ୍ଵନିରେ କମ୍ପିଲା ସହର)

23-Apr-2025



ବିନିକା(ହିମାଂଶୁ ଶେଖର ପୁଟେଲ)ଦକ୍ଷିଣ ଭାରତର ପ୍ରମୁଖ ପର୍ଯ୍ୟଟନ ସ୍ଥଳ ଜମ୍ଭୁକାଶ୍ମୀର ସ୍ଥିତ ପହେଲଗାଓରେ ଇସଲାମିକ ଆତଙ୍କବାଦୀ ଙ୍କ ବର୍ବର ଆକ୍ରମଣରେ ୨୬ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ ପ୍ରାଣ ହରାଇଥିବା ବେଳେ ଅନେକ ଗୁରୁତର ଆହତ ହୋଇ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ଥାଇ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ।ସେଥିରୁ ୨ଜଣ ବିଦେଶୀ ପର୍ଯ୍ୟଟକ ଥିବା ବେଳେ ଜଣେ ଓଡ଼ିଆ ପର୍ଯ୍ୟଟକ ରହିଛନ୍ତି ।ତେବେ ମୃତ ସମସ୍ତ ପର୍ଯ୍ୟଟକଙ୍କ ଅମର ଆତ୍ମାର ଶାନ୍ତି ସକାଶେ ଏବଂ ହିନ୍ଦୁତ୍ୱ ରକ୍ଷା ନିମନ୍ତେ ଆଜି ସନ୍ଧ୍ୟା ୮ଘଣ୍ଟା ସମୟରେ ବିନିକା ହିନ୍ଦୁ ଜାଗରଣ ମଞ୍ଚ ତରଫରୁ ଏକ ବିରାଟ କ୍ୟାଣ୍ଡେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା।ସ୍ଥାନୀୟ ମାତାମଠ ମନ୍ଦିର ପ୍ରାଙ୍ଗଣରୁ ଶତାଧିକ ଯୁବ ପ୍ରେମୀ ହାତରେ କ୍ୟାଣ୍ଡେଲ ସହ ପ୍ଲାକାର୍ଡ ଧରି ପାକିସ୍ତାନ ମୂର୍ଦାବାଦ,ଆତଙ୍କବାଦୀ ଙ୍କ ମୂଳପୋଛ କରାଯାଉ,ହିନ୍ଦୁ ସୁରକ୍ଷା ଆମର ଦାବି ଆଦି ବିଭିନ୍ନ ସ୍ଲୋଗାନ ଦେଇ ବିନିକା ସହର ପରିକ୍ରମା କରି ବସଷ୍ଟାଣ୍ଡ ନିକଟକୁ ଆସିଥିଲେ ।ସେଠାରେ ଅନୁଷ୍ଠିତ ଶୋକ ସଭାରେ ହିନ୍ଦୁଙ୍କ ଉପରେ ବର୍ବର କାଣ୍ଡ ଲିଭାଇ ଜୀବନ ନେଇଥିବା ଇସଲାମିକ ଆତଙ୍କବାଦୀ ମାନଙ୍କ ଉପରେ ଦୃଢରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ସେମାନଙ୍କୁ ସମ୍ପୂର୍ଣ୍ଣ ମୂଳ ପୋଛ କରିଦେବା ପାଇଁ ଆମଦେଶର ସରକାର ପଦକ୍ଷେପ ନେବା ଜରୁରୀ ବୋଲି ଯୁବଶକ୍ତି ବକ୍ତବ୍ୟ ରଖିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026

You Might Also Like