-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||     

HOME   ଜିଲ୍ଲା

ଭାରତୀୟ ପର୍ଯ୍ୟଟକ ଙ୍କ ମୃତ୍ୟୁ ଘଟଣାରେ ସୁବର୍ଣ୍ଣପୁର ଜିଲ୍ଲା ରେ ସାମୁହିକ ଶ୍ରଦ୍ଧାଞ୍ଜଳି* - *ଯୋଗ ଦେଲେ ଏସପି ଙ୍କ ପରିବାର*-

23-Apr-2025



ସୋନପୁର - (ମନୋରଞ୍ଜନ ତ୍ରିପାଠୀ ) ଜାମ୍ମୁ ଓ କାଶ୍ମୀର ର ପହଲଗାଓଁ ଠାରେ ହିନ୍ଦୁ ପର୍ଯ୍ୟଟକ ଙ୍କ ଉପରେ ବର୍ବର ଆତଙ୍କବାଦୀ ଆକ୍ରମଣ ଓ ୨୮ ଜଣ ଭାରତୀୟ ଓ ବିଭିନ୍ନ ଦେଶ ର ପର୍ଯ୍ୟଟକଙ୍କ  ମୃତ୍ୟୁ  ଘଟଣା ରେ ଆଜି ସୁବର୍ଣ୍ଣପୁର   ସହର ର ବିଜୁ ପଟ୍ଟନାୟକ ଛକ ଠାରେ ଏକ ସାମୁହିକ ଶ୍ରଦ୍ଧାଞ୍ଜଳି ସଭା ର ଅଯୋଜନ କରଯାଇଥିଲା l ସୁବର୍ଣ୍ଣପୁର ଏସପି ଶ୍ରୀ ରାମ ପ୍ରସାଦ ସାହୁ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇ ସାଧାରଣ ଜନତା, ସ୍ୱେଚ୍ଛାସେବୀ, ବିଭିନ୍ନ ସମ୍ପ୍ରଦାୟ ର ଲୋକ ଙ୍କ ସହିତ ମୃତ ପର୍ଯ୍ୟଟକଙ୍କ ଆତ୍ମା ଶାନ୍ତି ସଦ୍ଗତି ପାଇଁ ଦୀପ ଦାନ କରି ଶ୍ରଦ୍ଧାଂଜଳି ଅର୍ପଣ କରିଥିଲେ l  ଧର୍ମ ନାଁ ରେ ଭିଆଇଥିବା ଏଭଳି ଘଟଣା କୁ  ଅତ୍ୟନ୍ତ ନିନ୍ଦନୀୟ  ବୋଲି ମତ ରଖି ଆତଙ୍କବାଦୀ ଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଜିଲ୍ଲା ବାସୀ ଙ୍କ ପକ୍ଷରୁ ଏସପି ଦାବୀ କରିଛନ୍ତି l  ସମାଜ ସେବୀ ଶ୍ରୀବତ୍ସ ମଲ୍ଲିକ, ବରିଷ୍ଠ ନାଗରିକ ପ୍ରତାପ ଦାଶ, ନିରଂଜନ ତ୍ରୀପାଠୀ, ରକେଶ ନାଗ ଓ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ କର୍ମକର୍ତା ଜିଲ୍ଲା ବାସୀ ଙ୍କ ପକ୍ଷରୁ ମୃତ ପର୍ଯ୍ୟଟକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ l ଓ ଏ ଘଟଣାର ଦୃଢ଼ ନିନ୍ଦା କରି  ଆତଙ୍କବାଦ କୁ ବିଲୋପ କରିବାକୁ ଭାରତ ବାସୀ ଏକଜୁଟ ହେବାକୁ ପରାମର୍ଶ କରିଥିଲେ l

ସମାଜ ସେବୀ ମନୋରଞ୍ଜନ ତ୍ରୀପାଠୀ, ପ୍ରମୋଦ କୁମାର ସାହୁ, ମନୋଜ ପଣ୍ଡା, ରବୀନ୍ଦ୍ର ଜେନା, ଚୌଧୁରୀ ବିଭାର ଙ୍କ ସଂଯୋଜନାରେ ଆୟୋଜିତ ଏ କାର୍ଯ୍ଯ କ୍ରମ ରେ  ସ୍ୱଚ୍ଛ ଭାରତ ସଂଗଠନ, ଯୋଗ ସମିତି, ଗୋପlଲ୍ହି ଯୋଗଳୟ, ପଏଁରୀ, ରାମଧୂନ୍ କ୍ଲବ୍, ବିଭିନ୍ନ  ସାମ୍ୱାଦିକ ସଂଗଠନ, ଭୀମ ଭୋଇ କଳା ପରିଷଦ, ୟଙ୍ଗ ଷ୍ଟାର କ୍ଲବ, ମାରୱାଡି ଯୁବା ମଞ୍ଚ, ବଣିକ ସଂଘ,  ବରିଷ୍ଠ ନାଗରିକ ସଂଘ ସମେତ ସହର ର ସମସ୍ତ ସଂଗଠନ ର ସଦସ୍ୟ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026

You Might Also Like