-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||     

HOME   ଜିଲ୍ଲା

ଗୋଡଭଗାକ୍ୟାମ୍ପ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

23-Apr-2025



ମାମୁଁଘରୁ ପହୁଞ୍ଚିଲା ମଉଲା ଭାର 

ଅତାବିରl(ଆକାଶ ମିଶ୍ର)  ଅତାବିରା ବ୍ଲକ ଗୋଡଭଗାକ୍ୟାମ୍ପ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ଆରମ୍ଭ ହୋଇଛି । ଏଥି ପାଇଁ ଆଜି ଶ୍ରୀଜିଉଙ୍କ ମାମୁଁ ଘରୁ ମଉଲାଭାର ଯଜ୍ଞମଣ୍ଡପ କୁ ପହୁଞ୍ଚିଛି ।  ଆଜି ସନ୍ଧ୍ୟା ୬ଟା ସମୟରେ ଶ୍ରୀଜିଉଙ୍କ ମାମୁଁଘର ଘୋଷିତ ହୋଇଥିବା ଗୋଡଭଗା ନିକଟସ୍ଥ ଘୁଡୁକାଟିକ୍ରା ଗ୍ରାମବାସୀ ଏକ ବିଶାଳ ଶୋଭାଯାତ୍ରାରେ  ଜୁଗାର ସହିତ   ଶ୍ରୀଜିଉଙ୍କ ପାଇଁ ବସ୍ତ୍ର,ଉପବସ୍ତ୍ର  ସହିତ ବିଭିନ୍ନ ପ୍ରକାରର ବ୍ୟଞ୍ଜନ ନେଇ  ଯଞ୍ଜ ଶାଳାକୁ ବାହାରିଥିଲା । ଏହି ଶୋଭାଯାତ୍ରା ଘୁଡୁକାଟିକ୍ରାରୁ ବାହାରି  ୬ନଂ ଜାତୀୟ ରାଜପଥ ଦେଇ ଗୋଡଭଗା ଜନତାହାଇସ୍କୁଲ ସମ୍ମୁଖକୁ ପହୁଞ୍ଚିଥିଲା  । ଏହାପରେ ପୂର୍ବରୁ ନିଜନିଜ ମଉଲାଭାର ନେଇ ଆସିଥିବା  ୧୧ ଯୋଡି କର୍ତ୍ତା ସେଠାରେ ମାମୁଁଘର ଲୋକଙ୍କୁ ଅପେକ୍ଷା କରି ରହିଥିଲେ । ସେଠାରେ ସମସ୍ତେ ଏକାଠି ହୋଇ ଏଥିରେ ସାମିଲ  ହୋଇ

ବାଜା ରୋଶଣୀ ସହ ଏକ ଭବ୍ୟ  ଶୋଭାଯାତ୍ରାରେ ଯଜ୍ଞଶାଳ  କୁ ଯାଇଥିଲେ । ସେଠାରେ  ଶ୍ରୀଜିଉଙ୍କ ପାଇଁ ଆସିଥିବା ସମସ୍ତ ମଉଲାଭାର ଓ  ୧୧ ଯୋଡି କର୍ତ୍ତଙ୍କୁ ଫୁଲ ଚନ୍ଦନ ଦେଇ ମନ୍ଦିର ତରଫରୁ   ଯଜ୍ଞମଣ୍ଡପକୁ ସ୍ୱାଗତ କରାଯାଇଥିଲା । ଏହାପରେ  ଯଜ୍ଞଶାଳା ରେ ଅଙ୍କୁରାରୋପଣ କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା । ମୂଖ୍ୟ ପଣ୍ଡିତ ପଦ୍ମପାଣି ମହାପାତ୍ରଙ୍କ ତତ୍ୱାବଧାନରେ ପଣ୍ଡିତ ମଣ୍ଡଳୀ ପୂଜା ଓ  ଯଜ୍ଞ କାର୍ଯ୍ୟ ସମ୍ପାଦନ କରୁଛନ୍ତି । ଏହି ପ୍ରତିଷ୍ଠା ମହୋତ୍ସବ ଆସନ୍ତା ୩୦ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026

You Might Also Like