-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   (04-Sep-2026)       ||      ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||     

HOME   ଜିଲ୍ଲା

ପି ଏମ୍ ଶ୍ରୀ ସେବାଶ୍ରମ ସ୍କୁଲ୍ ର ବାର୍ଷିକୋତ୍ସବ

23-Apr-2025



 ଅତାବିରା(ଆକାଶ ମିଶ୍ର ) ବରଗଡ଼ ଜିଲ୍ଲା ଅତାବିରା ଏନ୍ ଏ ସି ଅନ୍ତର୍ଗତ  ପି ଏମ୍ ଶ୍ରୀ ଲାଦରପାଲି ସେବାଶ୍ରମ  ସ୍କୁଲ୍ ର ବାର୍ଷିକ ଉତ୍ସବ  ସ୍କୁଲ୍ ର ପ୍ରଧାନ ଶିକ୍ଷୟିତ୍ରୀ ( ସେବିକା ) ନମିତା ତ୍ରିପାଠୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି । ବିଧାୟକ ନିହାର ମହାନନ୍ଦ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଥିବା ବେଳେ ବରଗଡ଼ ପଞ୍ଚାୟତ ମହା ବିଦ୍ୟାଳୟ ର  ଓଡ଼ିଆ ପ୍ରାଧ୍ୟାପକ ସେସନ୍ ବିଶି ମୁଖ୍ୟ ବକ୍ତା, ଗୋଷ୍ଠୀ ଉନ୍ନୟନ ଅଧିକାରୀ ରିପୁ ନାଥ ସୁନା , ଏ ବି ଇ ଓ କାର୍ତ୍ତିକ ବାଗ,   ଅତାବିରା ଜନ ସମ୍ପ୍ରସାରଣ ଅଧିକାରୀ ଶୁଭମ୍ ମହାପାତ୍ର , ସି ଆର୍ ସି ସି ନୃପ ଭୋଇ,ସ୍କୁଲ ପରିଚାଳନା କମିଟିର ଅଧ୍ୟକ୍ଷା ସୀମା ଭୋଇ ସମ୍ମାନିତ ଅତିଥି ଭାବରେ ମଞ୍ଚାସିନ ଥିଲେ ।ଶିକ୍ଷକ ଗଣେଶ ମିରିଗ ଅତିଥି ପରିଚୟ ପ୍ରଦାନ ସହ ମଞ୍ଚ ପରିଚାଳନା କରିଥିଲେ । ମଞ୍ଚାସିନ ଅତିଥି  ମାନଙ୍କୁ ଉପଢୌକନ  ଦେଇ ସମ୍ବର୍ଦ୍ଧିତ  କରାଯାଇଥିଲା। ଛାତ୍ରୀ  ମାନେ ସ୍ଵାଗତ ସଙ୍ଗୀତ ମାଧ୍ୟମରେ ଅତିଥି ମାନଙ୍କୁ ସ୍ଵାଗତ ଜଣାଇଥିଲେ ।ଶିକ୍ଷା ର ଗୁଣାତ୍ମକ ମାନ ର ବିକାଶ ପି ଏମ୍ ଶ୍ରୀ ର ମୁଖ୍ୟ ଉଦ୍ଦେଶ୍ୟ ବୋଲି  ମଞ୍ଚାସିନ ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ କହିଥିଲେ । ଶିକ୍ଷା, ଶିକ୍ଷକ,  ଶିକ୍ଷାୟତନ ମଧ୍ୟରେ ସମନ୍ୱୟ ରକ୍ଷା କରିବା ସହିତ ସ୍ବାର୍ଥ ରହିତ  ଭାବରେ କର୍ତ୍ତବ୍ୟ

ସମ୍ପାଦନ କରି ଏହି ଯୋଜନାର ଉଦ୍ଦେଶ୍ୟକୁ  ସଫଳ ରୂପାୟନ କରାଯାଇ ପାରିବ ବୋଲି ମୁଖ୍ୟ ବକ୍ତା କହିଥିଲେ ।  ପୂର୍ବରୁ ହୋଇଥିବା ବିଭିନ୍ନ ପ୍ରତିଯୋଗିତା  ରେ କୃତି ୯୦ ରୁ ଉର୍ଦ୍ଧ୍ବ ଛାତ୍ରୀ ଙ୍କୁ ଆଜି ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ଶିକ୍ଷୟିତ୍ରୀ ପିନୋଲିଓନା ଦାଶ, ଭୂମିସୁତା ସାହୁ,  ଆଶା ପ୍ରଧାନ, ତୁଳସୀ ପ୍ରଧାନ ,ସମସ୍ତ କର୍ମଚାରୀ, ସ୍ଛୋଲ୍ ପରିଚାଳନା କମିଟିର କର୍ମକର୍ତ୍ତା ସକ୍ରିୟ ସହଯୋଗ କରିଥିଲେ ।୫୦୦ ରୁ ଉର୍ଦ୍ଧ୍ବ ଛାତ୍ରୀ, ଅଭିଭାବକ , ଅଭ୍ହିଭାବିକା ଏଥିରେ ଅଂଶଗ୍ରହଣ କରିଥିଲେ ।ଶ୍ରୀମତୀ ତ୍ରିପାଠୀ  ଧନ୍ୟବାଦ୍ ଅର୍ପଣ କରିଥିଲେ ।ଶେଷରେ ଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ସମ୍ବଲପୁରୀ ଓ ଆଦିବାସୀ ନୃତ୍ୟ   ଦର୍ଶକଙ୍କୁ ବେଶ୍ ଆକର୍ଷଣ କରିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ମହାନଗର ନିଗମ ପୂର୍ବତନ ମେୟର ସୌମେନ୍ଦ୍ର ଘୋଷଙ୍କ ଅକାଳ ବିୟୋଗ   04-Sep-2026
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026

You Might Also Like