-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପ୍ରସ୍ତୁତି ବୈଠକ ।

20-Jan-2021



ପାଟଣାଗଡ଼ (ଗୋରେଖନାଥ ବରିହା) ପାଟଣାଗଡ଼ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରଶାସନ ପକ୍ଷରୁ ବୁଧବାର  ଉପଜିଲ୍ଲାପାଳ କାର୍ଯ୍ୟାଳୟ ପ୍ରକୋଷ୍ଠ ରେ  ଉପଜିଲ୍ଲାପାଳ ସୋମନାଥ ପ୍ରଧାନ ଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସରକାର କୋଭିଡ କଟକଣା କୁ ଦୃଷ୍ଟିରେ ରଖି ଏଥିର ଏହି କାର୍ଯ୍ୟକ୍ରମ ରେ ଅଳ୍ପ ସଂଖ୍ୟକ ଅଧିକାରୀ ତଥା ନିମନ୍ତ୍ରିତ ଅତିଥି ସାମିଲ କରାଯାଇ  ନିରାଡମ୍ବର ଭାବରେ ପାଳନ କରାଯିବାକୁ ନିଷ୍ପତ୍ତି ହୋଇଛି । ଏହି ବୈଠକରେ ପୂର୍ବ ବର୍ଷ ଭଳି ଯେମିତି ପାଳନ କରାଯାଉଥିଲା ଚଳିତ ବର୍ଷ ଏଥିରୁ କେତେକ କାର୍ଯ୍ୟକ୍ରମ ତଥା ପ୍ୟାରେଡ କୁ ବାଦ  ଦିଆଯାଇଛି ।  ଅନୁଷ୍ଠିତ ନିରାଡମ୍ବର ସମାରୋହରେ ଡାକ୍ତର , ଷ୍ଟାଫ୍ ନର୍ସ , ସ୍ବାସ୍ଥ୍ୟ କର୍ମୀ , ଆଶା କର୍ମୀ, ଅଙ୍ଗନୱାଡି କର୍ମୀ,ପରିମଳ କର୍ମଚାରୀ , ଗଣମାଧ୍ୟମ ପ୍ରତିନିଧି ,କରୋନା ଯୋଦ୍ଧା  ସମେତ ନିମନ୍ତ୍ରଣ ଅତିଥି ଙ୍କ ଉପସ୍ଥିତି ରେ ଅନୁଷ୍ଠିତ ହେବା । ସମସ୍ତେ ମାସ୍କ ପିନ୍ଧି ସାମାଜିକ ଦୂରତା କୁ ଗୁରୁତ୍ଵ ଦେବା ସହ ସାନିଟାନିଜର ବ୍ୟବହାର କରିବାକୁ ଅନୁରୋଧ କରାଯାଇଥିଲା । । ଏହି ଉପଲକ୍ଷେ ସକାଳ ଘ ୭.୩୦ରୁ ୭.୫୦. ମଧ୍ୟ ରେ ଅନୁଷ୍ଠିତ ହେବ । ପାଟଣାଗଡ଼ ସ୍ଥିତ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟାର୍ପଣ କରାଯିବ ବୋଲି ନିଷ୍ପତ୍ତି ହୋଇଛି । ସରକାରୀ ବେସରକାରୀ ଅନୁଷ୍ଠାନ ମାନଙ୍କରେ ସକାଳ ଘ ୮.ରେ ଜାତୀୟ ପତାକା ଉତ୍ତୋଳନ କରାଯିବ । ଉପଖଣ୍ଡ ସ୍ତରୀୟ ସସାଧାରଣତନ୍ତ୍ର ଦିବସରେ ଉପଜିଲ୍ଲାପାଳ ସୋମନାଥ ପ୍ରଧାନ ମୂଖ୍ୟ ଅତିଥି ଭାବେ ଯୋଗଦେଇ ପୋଲିସ ବାହିନୀର ଅଭିବାଦନ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି । ଏହି ବୈଠକରେ ଏସଡିପିଓ ସୁରେଶ କୁମାର ନାୟକ , କାର୍ଯ୍ୟ ନିର୍ବାହ ଅଧିକାରୀଏନ୍ ଏ ସି ସୁକାନ୍ତ ଚନ୍ଦ୍ର ବେହେରା ,ସୁପରିଟେଣ୍ଡେଟ ମେଡିକାଲ ଅଫିସର ଙ୍କ ମ୍ୟାନେଜର ମେଡିକାଲ ଘନଶ୍ୟାମ ତ୍ରିପାଠୀ ,ଟ୍ରେଜରୀ ହାବିଲଦାର ଧନେଶ୍ଵର ପଟେଲ ,ସେକସନ ଅଫିସର ବିଭୁତି ଭୁଷଣ ଅଗସ୍ତି ,ନାଜିର ଯଶୋବନ୍ତ କୁମ୍ଭାର , ଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ , ଗଣମାଧ୍ୟମ ପ୍ରତିନିଧି ମାନେ ଉପସ୍ଥିତ ରହି ମତାମତ ଦେଇଥିଲେ । ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରୀତା କାନ୍ତି ବଲିୟାରସିଂହ ସ୍ବାଗତ ଭାଷଣ ଓ ସଭା ପରିଚାଳନା କରିଥିଲେ । ଉପଜିଲ୍ଲାପାଳ ଶ୍ରୀ ପ୍ରଧାନ  ୭୨ ତମ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ କୁ ସଫଳ କରିବାକୁ ସମସ୍ତ ଙ୍କ ସହଯୋଗ କାମନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like