-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ

24-Apr-2025



ବେଲପଡା(ତ୍ରିନାଥ ବାଗ): ବଲାଙ୍ଗୀର ଜିଲ୍ଲା ବେଲପଡା ବ୍ଲକ ପଣ୍ଡରିଯୋର ପଞ୍ଚାୟତ କାର୍ଯ୍ୟଳୟରେ ଆଜି ଜାତୀୟ ପଞ୍ଚାୟତି ରାଜ ଦିବସ ଅବସରରେ ପ୍ରଥମ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି I ଏହି ସଭାରେ ସରପଞ୍ଚ ସୁଶୀଲା ମେହେର, ନାଏବ ସରପଞ୍ଚ ଉପାସୁ ମହାନନ୍ଦ, ସମିତି ସଭ୍ୟ ପୂର୍ଣ୍ଣଚନ୍ଦ୍ର ବନଛୋର, ଇଓ ଅନୁରାଧା ସାହୁ, ଜିଆରଏସ ଅନିଲ ତାଣ୍ଡି, ଏଡ଼ିଇଓ ବିନୟିନୀ କାଣ୍ଡ, ଯୋଗାଣ ସହାୟକ ନାରାୟଣ ଯୁଏଡ଼, ଛଅ ଖଣ୍ଡ ଗାଁର ୱାର୍ଡ ର ୱାର୍ଡ ମେମ୍ବର ସଭ୍ୟ, ସଭ୍ୟା ତୁଲାରାମ ମାଝୀ, ଟଙ୍କଧର ମାଝୀ, ରାଜୁ ଖୁରା, ଉର୍ମିଳା ମାଝୀ, କୁନ୍ତଳା ରାଉତ, ଗାୟତ୍ରୀ ବନଗୁଲା, ଉପସ୍ଥିତ ରହିଥିଲେ Iପଞ୍ଚାୟତର ସର୍ବାଙ୍ଗୀନ ଉନ୍ନତି ସକାଶେ ପାନୀୟ ଜଳ, ରାସ୍ତା, ଶିକ୍ଷା ସ୍ୱାସ୍ଥ୍ୟ, ରାସନ କାର୍ଡ, ସୁଭଦ୍ରା ଯୋଜନା, ବିଜୁଳି ଉନ୍ନତି ମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ଆଗାମୀ ଦିନରେ ପଞ୍ଚାୟତ ବାସୀ ସରକାରଙ୍କ ସୁବିଧା ସୁଯୋଗ ସିଧା ସଳଖ ଉପଲବ୍ଧି କରିବା ଉପରେ ପୁଙ୍ଖାନୁ ପୁଙ୍ଖ ଆଲୋଚନା କରାଯାଇଥିବା ସୂଚନା ମିଳିଛି Iଛ ଖଣ୍ଡ ଗାଁର ଭଦ୍ରବ୍ୟକ୍ତି ତଥା ଅନୁପ ବନଛୋର, ରୁକବଲ ପୁଟେଲ, ଭୋଦେବ ମହାନନ୍ଦ, ପରମାନନ୍ଦ ଠାକୁର, ଲଳିତ ବେହେରା, ସାମ୍ବାଦିକ ତ୍ରିନାଥ ବାଗ ସମେତ ପଞ୍ଚାୟତର ପିଅନ ଭରତ ଖରସେଲ ପ୍ରମୁଖ ଉପସ୍ଥିତ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like