-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

କିଶୋର ବାଳିକା ମାନଙ୍କ ଦକ୍ଷତା ବୃଦ୍ଧି ଓ ନେତୃତ୍ଵ ବିକାଶ ଉପରେ ତାଲିମ୍

24-Apr-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ତରଫରୁ ସୋନପୁର ଜିଲ୍ଲା ର ସମସ୍ତ ବ୍ଲକ ର କିଶୋରୀ ଝିଅ ମାନଙ୍କର ଜିଲ୍ଲାସ୍ତରୀୟ ଦକ୍ଷତା ବୃଦ୍ଧି ଏବଂ ନେତୃତ୍ୱ ର ବିକାଶ ଉପରେ ସୋନପୁର ବ୍ଲକ ମିଶନ ଶକ୍ତି ଭବନ  ଠାରେ ଦୁଇ ଦିନିଆ କର୍ମଶାଳା ଶୁଭାରମ୍ଭ ହୋଇଯାଇଛି | ଏହି କର୍ମଶାଳା ରେ ବି. ଏମ. ପୁର ବ୍ଲକ, ଡୁଙ୍ଗୁରିପାଲି ବ୍ଲକ ଏବଂ ବିନକା ବ୍ଲକ ର ମୋଟ ୫୦  ଜଣ ଝିଅ ଅଂଶଗ୍ରହଣ କରିଥିଲେ ଏବଂ ଆସନ୍ତା କାଲି ତା ୨୫/୦୪/୨୫ ରିଖ ଦିନ ସୋନପୁର, ଉଲୁଣ୍ଡା, ତରଭା ବ୍ଲକ ରୁ ମୋଟ ୫୦ ଜଣ ଝିଅ ଅଂଶଗ୍ରହଣ କରିବେ ବୋଲି ବିଭାଗ ପକ୍ଷରୁ ସୂଚନା ମିଳିଛି l ଏହି କାର୍ଯ୍ୟକ୍ରମ କୁ ସୁବର୍ଣ୍ଣପୁର  ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଲିନା ପ୍ରଧାନ ଶୁଭ ଉଦଘାଟନ କରିଥିଲେ ଏବଂ କିଶୋରୀ ଝିଅ ମାନଙ୍କ ଉଜ୍ୱଳ ଭବିଷ୍ୟତ, ଦକ୍ଷତା ବୃଦ୍ଧି ଓ ଆତ୍ମନିର୍ଭରଶିଳ ହେବା ପାଇଁ ଉଦବୋଧନ ଦେଇଥିଲେ | ଏହି ତାଲିମ ଶିବିର ରେ ୩ ଜଣ ପରାମର୍ଶ ଦାତା ଶିକ୍ଷାଦାନ କରିଥିଲେ | ଜିଲ୍ଲା ନିଯୁକ୍ତି ଅଧିକାରୀ ସଞ୍ଜୁ କୁମାରୀ ସାହୂ ନିଯୁକ୍ତି ଉପରେ ଶିକ୍ଷା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଚତୁର୍ଭୁଜ ଦାଶ ସଶକ୍ତି କରଣ ଓ ଜୀବନ କୌଶଳ ଉପରେ ଶିକ୍ଷା , ଓ ପଲିଟେକନିକ୍ କଲେଜ୍ ଅଧ୍ୟକ୍ଷ ଝିଅ ମାନଙ୍କ ଶିକ୍ଷା ସହ ବୈଶଇକ ତାଲିମ ଓ ଶିକ୍ଷାଦାନ କରିଥିଲେ l  ଶେଷରେ ସୁରକ୍ଷା ଅଧିକାରୀ ଶ୍ରୀମତୀ ବାସନ୍ତୀ ଭୋଇ ତାଲିମ କାର୍ଯ୍ୟ ର ସୁପରିଚାଳନା ଏବଂ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like