-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

24-Apr-2025



ଭବାନୀପାଟଣା(ଜଗନ୍ନାଥ ନାଏକ) : କଳାହାଣ୍ଡି ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ସ୍ଥାନୀୟ ଟାଉନହଲ ଠାରେ ଜିଲ୍ଲା ପ୍ରଶାସନ ତରଫରୁ ପାଳିତ ହୋଇଯାଇଛି। ଜିଲ୍ଲା ପରିଷଦ ଅଧ୍ୟକ୍ଷ ପୁଷ୍ପେନ୍ଦ୍ର ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ,ସମ୍ମାନିତ ଅତିଥି ଭାବେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି,  ଭବାନୀପାଟଣା ଉପଜିଲ୍ଲାପାଳ ପ୍ରଭାତ କୁମାର ପରିଡା, କଳାହାଣ୍ଡି ସାଂସଦଙ୍କ ପ୍ରତିନିଧି ଜୟଶଙ୍କର ନାୟକ, ସଦର ବିଧାୟକଙ୍କ ପ୍ରତିନିଧି ଧନୁର୍ଜୟ ଗହୀର, ବିଧାୟକ ଧର୍ମଗଡଙ୍କ ପ୍ରତିନିଧି ଜଗ ବନ୍ଧୁ ସାହୁ,ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ,ଭବାନୀ ପାଟଣା ପଞ୍ଚାୟତ ସମିତି ଅଧ୍ୟକ୍ଷ ପ୍ରଫୁଲ୍ଲ କୁମାର ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଚନ୍ଦନ ଭୋଇ, ତହସିଲଦାର ଅଧିକାରୀ ସୁଚିସ୍ମିତା ମିଶ୍ର, ପ୍ରମୁଖ ଯୋଗଦେଇ ଥିଲେ। ପ୍ରାରମ୍ଭ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ପାଢି ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହିତ ପଞ୍ଚାୟତିରାଜ ଦିବସ ପାଳନ ର ତାତ୍ପର୍ଯ୍ୟ ଉପରେ ଉଲ୍ଲେଖ କରି ଜିଲ୍ଲାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ର ଅଗ୍ରଗତି ସମ୍ପର୍କରେ ସୂଚନା ଦେଇଥିଲେ। ଏଥିରେ ଆର୍ଥିକ ବର୍ଷ ୨୦୨୪-୨୫ ପାଇଁ ଜିଲ୍ଲାରେ ମୋଟ ୧ ,୨୦,୬୬୫ ସଂଖ୍ୟାକ ପ୍ରକଳ୍ପ ଗ୍ରହଣ କରାଯାଇଛି, ୨୮,୩୮୯ ସଂଖ୍ୟା କ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି ଏବଂ ୫୧,୩୭୬ ସଂଖ୍ୟାକ ପ୍ରକଳ୍ପର କାର୍ଯ୍ୟ ଚାଲୁରହିଛି। ସେଥିମଧ୍ୟରୁ ୧୯୧୮୧ ସଂଖ୍ୟାକ ଜଳ ସଂରକ୍ଷଣ ଏବଂ ଜଳ ସଂଗ୍ରହ ପ୍ରକଳ୍ପ ଗ୍ରହଣ କରାଯାଇ ୩୯୫୪ ପ୍ରକଳ୍ପ ସଂପୂର୍ଣ୍ଣ ହୋଇଛି। ମୋଟ ୫୪୭୩ ସଂଖ୍ୟାକ ଗ୍ରାମୀଣ ସଂଯୋଗ ପ୍ରକଳ୍ପ ଗ୍ରହଣ କରାଯାଇ ୭୦୭ ସଂଖ୍ୟାକ ପ୍ରକଳ୍ପ ସଂପୂର୍ଣ୍ଣ ହୋଇଛି। ମୋଟ 2,800 ସଂଖ୍ୟାକ ପାରମ୍ପରିକ ଜଳାଶୟ ପୁନରୁଦ୍ଧାର ପ୍ରକଳ୍ପ ଗ୍ରହଣ କରାଯାଇ ୫୪୬ ସଂଖ୍ୟାକ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି ଏବଂ ଏଥିସହ ମୋଟ ୭୨୪୦ସଂଖ୍ୟାକ ଭୂମି ଉନ୍ନୟନ ପ୍ରକଳ୍ପ ଗ୍ରହଣ କରାଯାଇ ୨୧୭୨ସଂଖ୍ୟାକ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି। ଏସ୍ ବି ଏମ୍, ଅଧୀନରେ ୧୯୭୬  ଟି ଗ୍ରାମକୁ ଓ ଡି ଏଫ୍ ପ୍ଲସ୍ ମଡେଲ ଗ୍ରାମ ଘୋଷଣା କରାଯାଇଛି। ୩୬୮୬୧୧ ଟି ସୌଚାଳୟର ନିର୍ମାଣ କରାଯାଇଛି ବୋଲି ମୁଖ୍ୟ ଉନ୍ନୟନ ଅଧିକାରୀ ସୂଚନା

ଦେଇଥିଲେ।  ମୁଖ୍ୟ ଅତିଥି ଜିଲ୍ଲାପାଳ ତାଙ୍କ ବକ୍ତବ୍ୟରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରି ଜିଲ୍ଲା ତଥା ରାଜ୍ୟ ର ସର୍ବାଙ୍ଗୀନ ଉନ୍ନତି ଓ ବିକାଶ କ୍ଷେତ୍ରରେ ସମସ୍ତଙ୍କର ସହଯୋଗ ର ଆବଶ୍ୟକତା ଉପରେ ଗୁରୁତ୍ଵ ଦେଇଥିଲେ। ଗ୍ରାମର ବିକାଶ ହେଲେ ଜିଲ୍ଲାର ବିକାଶ ହେବ ଏବଂ ଜିଲ୍ଲାର ବିକାଶ ହେଲେ ରାଜ୍ୟର ବିକାଶ ହେବ, ସମସ୍ତଙ୍କର ସହଯୋଗ ରେ ବିକାଶରଧାରାକୁ ଆଗେଇ ନେବାର ଆବଶ୍ୟକତା ରହିଛି ବୋଲି ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀ  ସିଂଦେଓ କହିଥିଲେ। ଅନ୍ୟ ସମସ୍ତ ଅତିଥି ପଞ୍ଚାୟତି ରାଜ ବିଧିବ୍ୟବସ୍ଥା ରେ ମହିଳା ସଶକ୍ତିକରଣ ଓ ଗାଁ ର ଉନ୍ନତି ଓ ବିକାଶ  ସମ୍ପର୍କରେ ଆଲୋକପାତ କରିଥିଲେ। ୧୬ତମ ପଞ୍ଚାୟତିରାଜ ଦିବସ ପାଳନ ଅବସରରେ ୧୦ଜଣ ଯୋଗ୍ୟ ହିତାଧିକାରୀ ମାନଙ୍କୁ ମଂଚରେ ଅତିଥି ମାନଙ୍କ ଦ୍ଵାର ନୁଆ ରାସନକାର୍ଡ ବଣ୍ଟନ କରାଯାଇଥିଲା ଏବଂ ଉତ୍ତମ କାର୍ଯ୍ୟ ଦକ୍ଷତା ପାଇଁ ଜିଲ୍ଲାର ଏ  ବି, ସି ଗ୍ରେଡ ତାଲିକା ରେ  ଥିବା ଗ୍ରାମପଞ୍ଚାୟତ  ଙ୍କୁ ପୁରସ୍କାର ରାଶି ବାବଦକୁ ଡମି ଚେକ, ପ୍ରସଂଶା ପତ୍ର ପ୍ରଦାନ କରାଯାଇଥିଲା। ପୁରୀ ଅନୁଷ୍ଠିତ ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ  ଚରଣ ମାଝୀ ଯୋଗଦେଇ ଆଭାସୀ ମାଧ୍ୟମରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇବା ସହିତ ସରକାରଙ୍କର ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ। ଜିଲ୍ଲା ସ୍ତରୀୟ ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ପଞ୍ଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ ପରିଚାଳନା କରିଥିଲେ ଏବଂ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like