-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ହୃଦଘାତରେ ଯୁବ ବ୍ୟାସ ସରୋଜଙ୍କ ପରଲୋକ

24-Apr-2025



ବିନିକା(ହିମାଂଶୁ ଶେଖର  ପୁଟେଲ)ବିନିକା ବ୍ଲକ ଅନ୍ତର୍ଗତ ମହାଦେବପାଲି ଗ୍ରାମ ଶ୍ରୀ ରାମଳିଲା ମହୋତ୍ସବର ଯୁବ ବ୍ଯାସ ସରୋଜ କୁମାର ନାୟକଙ୍କ ଗୁରୁବାର ସକାଳ ପ୍ରାୟ ୫ଘଣ୍ଟା ସମୟରେ ହୃଦଘାତରେ ପରଲୋକ ହୋଇଯାଇଛି ।ଘରେ ଥିବା  ସମୟରେ ପାହାନ୍ତିଆ ୩ଘଣ୍ଟାରେ ସେ ସାମାନ୍ୟ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା । ତେବେ ଡାକ୍ତରଖାନାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସେ ଜଣେ ଧର୍ମପରାୟଣା ମିଷ୍ଟଭାଷି,ସରଳ ତଥା ଶାନ୍ତସ୍ବଭାବର ବ୍ଯକ୍ତିଭାବେ ବେଶ ପରିଚିତ ଥିଲେ ।ଗ୍ରାମରେ ଏକ ଛୋଟିଆ ବ୍ଯବସାୟ କରି ପରିବାର ପ୍ରତିପୋଷଣ କରିବା ସହ ଶ୍ରୀ ରାମଳିଲା ମହୋତ୍ସବରେ ବାପା ୰ଗୋପାଳ ଚନ୍ଦ୍ର ନାୟକଙ୍କ ପରେ ଦୁଇ ବର୍ଷ ହେବ ଗ୍ରନ୍ଥ ପଠନ କରି ବ୍ଯାସ ଭାବେ ଦାୟିତ୍ୱ ନିର୍ବାହ କରି ଆସୁଥିଲେ । ମୃତ୍ୟୁ ସମୟରେ ତାଙ୍କ ନିକଟରେ ପୁଅ ଆୟୁଷ, ସ୍ତ୍ରୀ ସସ୍ମିତା ପରିବାର ବର୍ଗ ଉପସ୍ଥିତ ଥିଲେ । ଗାଁକୁ ମର ଶରୀର ପହଞ୍ଚିବା ପରେ ଆତ୍ମୀୟ ସ୍ଵଜନ ତଥା ବହୁ ବ୍ଯକ୍ତି ବିଶେଷ ଯୋଗଦେଇ ତାଙ୍କର ଶେଷ ଦର୍ଶନ କରିଥିଲ । ଏକ ଶୋକାକୁଳ ପରିବେଶରେ ଅଙ୍ଗନଦୀ ସ୍ଥିତ ପଧାନପାଲି ଶ୍ମଶାନଘାଟରେ ତାଙ୍କ ଶେଷକୃତ୍ଯ ସମ୍ପନ୍ନ ହୋଇଛି ।ବଡଭାଇ ସଞ୍ଜୀବ ନାୟକ ମୁଖାଗ୍ନି ଦେଇଛନ୍ତି । ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like