-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ଜାନେ କୌନ୍ ସା ଦେଶ ଯାହାଁ ତୁମ୍ ଚଲେ ଗୟେ..... ଗୀତରେ ସମସ୍ତଙ୍କୁ ଭାବବିହ୍ୱଳ କରିଦେଲେ ଗାୟଜ ବୁବୁ ଉଦ୍‌ଗାତା,  ନେସନାଲ ପିସ୍ ୟୁନିସନ୍ ପକ୍ଷରୁ ଲଳିତ ନାୟକଙ୍କୁ ଶ୍ରଦ୍ଧାଞ୍ଜଳି

20-Jan-2021



ବଲାଙ୍ଗୀର, (ପ୍ରେରଣା ଖବର)-ପଶ୍ଚିମ ଓଡିଶାର ବିଶିଷ୍ଟ ସମାଜସେବୀ ତଥା ଶ୍ରମିକ ନେତା ଲଳିତ କୁମାର ନାୟକଙ୍କ ଅକାଳ ବିୟୋଗରେ ନେସନାଲ ପିସ୍ ୟୁନିସନ ପକ୍ଷରୁ ପକ୍ଷରୁ ସ୍ଥାନୀୟ ପାର୍କ ଲ୍ୟାଣ୍ଡ ହୋଟେଲ ଠାରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଥିଲା । ଯୁବ ଗାୟକ ବୁବୁ ଉଦ୍‌ଗାତାଙ୍କ କଣ୍ଠରେ ପୂଣ୍ୟାତ୍ମା ସ୍ୱର୍ଗତ ଲଳିତ ନାୟକଙ୍କ ସ୍ମୃତି ଉଦ୍ଦେଶ୍ୟରେ ପୁରୁଣା ହିନ୍ଦୀ ଗୀତ ‘ଜାନେ କୌନ୍‌ସା ଦେଶ ଯାହାଁ ତୁମ ଚଲେ ଗୟେ....’  ଉପସ୍ଥିତ ଦର୍ଶକଙ୍କୁ ଭାବବିହ୍ୱଳ କରି ଦେଇଥିଲା । ନେସନାଲ ପିସ୍ ୟୁନିସନର ନିର୍ଦ୍ଦେଶକ ସତ୍ୟ ରଂଜନ ମିଶ୍ରଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ଶୋକ ସଭାରେ ପ୍ରଥମେ  ସ୍ଵର୍ଗତ ଲଳିତ ନାୟକଙ୍କ ଅମର ଆତ୍ମାର ସଦ୍‌ଗତି ନିମନ୍ତେ  ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଅନ୍ୟ ମାନଙ୍କ ମଧ୍ୟରେ ସାଇଟ୍ ର ପ୍ରତିଷ୍ଠାତା ଶ୍ରୀକର ମିଶ୍ର, ଗୁରୁ ଘାସିରାମ ମିଶ୍ର, ବରିଷ୍ଠ ସାମ୍ବାଦିକ ସତ୍ୟ ନାରାୟଣ ବେହେରା, ଡ. ଲକ୍ଷ୍ମୀକାନ୍ତ ମହାପାତ୍ର ଏବଂ ନେସନାଲ୍ ପିସ୍ ୟୁନିସନର ଅଧ୍ୟକ୍ଷ ରବି ରଂଜନ ପୂଜାରୀ ପ୍ରମୁଖ ମଞ୍ଚାସୀନ ରହି ଲଳିତ ନାୟକଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବିଜେପି ନେତା ଗୋପାଲଜୀ ପାଣିଗ୍ରାହୀ, ଅନନ୍ତ ଦାସ, ବିଙ୍ଗ୍ ହ୍ୟୁମେନ୍‌ର ସଭାପତି ସୋମନାଥ ମିଶ୍ର, ସାଗରିକା ଗୁରୁ, କଂଗ୍ରେସ ନେତା ବିଧୁଭୂଷଣ ତ୍ରିପାଠୀ, ଏଡ୍‌ଭୋକେଟ ଭବାନୀ ଶତପଥୀ, ଶଶୀଭୂଷଣ ପୁରୋହିତ, ରତନ ମହାରଣା, ରଘୁ ନନ୍ଦନ ସିଂହ, ଜିଲ୍ଲା ସାମ୍ବାଦିକ ସଂଘ ର ସଭାପତି ହରିନାରାୟଣ ପୁଝାରୀ, ସାମ୍ବାଦିକ ଶରତ ମିଶ୍ର ନାରୀ ନେତ୍ରୀ ସରସ୍ୱତୀ ନନ୍ଦ, ଆହ୍ଲଦ ପୂଜାରୀ, ଜିଲ୍ଲା ବଣିକ ସଂଘର ସଭାପତି ତ୍ରିପୁରାରୀ ପାଣିଗ୍ରାହୀ ପ୍ରମୁଖ ଲଳିତ ନାୟକଙ୍କ ନେତୃତ୍ୱ ଶୈଳୀ, ସେବା ମନୋଭାବ ଓ ସମସ୍ତଙ୍କୁ ନିଜର କରିବାର କଳା ସଂପର୍କରେ ମନେ ପକାଇଥିଲେ । ଏହି ଶ୍ରଦ୍ଧାଞ୍ଜଳି ସଭାରେ ସହରର ବହୁ ମାଣ୍ୟଗଣ୍ୟ ବ୍ୟକ୍ତି ଓ ଲଳିତ ପ୍ରେମୀ ଯୋଗ ଦେଇଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like