-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ପେହେଲ୍ ଗ୍ରାମରେ ଇସଲାମିକ୍ ଜେହାଦି ଆକ୍ରମଣ ବିରୁଦ୍ଧରେ ବିଶ୍ବହିନ୍ଦୁ ପରିଷଦ,ବଜରଙ୍ଗ ଦଳର ପ୍ରତିବାଦ ସଭା

24-Apr-2025



ରାୟଗଡ଼ା(ସୁପ୍ରିୟା ଷଡଙ୍ଗୀ): କାଶ୍ମୀରର ପେହେଲ୍ ଗ୍ରାମ ରେ ହିନ୍ଦୁ ମାନଙ୍କ ଉପରେ ଯେଉଁ ଇସଲାମିକ୍ ଜିହାଦୀ ଆକ୍ରମଣ ହୋଇଛି ତାର ବିରୁଦ୍ଧରେ ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ତରଫରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା ।
ଆଜି ଶତାଧିକ ବଜରଙ୍ଗି , ଆଇନଜୀବୀ ଓ ହିନ୍ଦୁ ପ୍ରେମୀ ପାକିସ୍ତାନ ବିରୁଦ୍ଧରେ ନାରାବାଜି କରି ଏକ ବାଇକ୍ ଶୋଭାଯାତ୍ରା ରେ ମହା ମହିମ୍ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାୟଗଡ଼ା ଜିଲ୍ଲା ପ୍ରଶାସନଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରି ଥିଲେ। ପେହେଲ୍ ଗ୍ରାମରେ ହିନ୍ଦୁ ମାନଙ୍କୁ ଜଣ ଜଣଙ୍କୁ ପଚାରି ପଚାରି ହିନ୍ଦୁ ମାନଙ୍କୁ ସମ୍ପୂର୍ଣ୍ଣ ଟାର୍ଗେଟ କରି ଇସଲାମିକ୍ ଜିହାଦୀ ଉଗ୍ରବାଦୀ ୨୬ ଜଣ ହିନ୍ଦୁଙ୍କୁ ଯେଉଁ ବର୍ବରଚିତ ଗୁଳି କରି ହତ୍ୟା କରାଯାଇଛି ତାହାର ପ୍ରତିବାଦରେ ଆଜିର ଏହି ଶୋଭାଯାତ୍ରା କରାଯାଇଥିଲା । ଆଗାମୀ ଦିନରେ ଏହି ପ୍ରକାର ହିନ୍ଦୁଙ୍କ ଉପରେ ଇସଲାମିକ୍ ଆକ୍ରମଣ ଯେପରି ନହେବ ସେଥି ପ୍ରତି ବିଶେଷ ଧ୍ୟାନ ଦେବା ସହ ପାକିସ୍ଥାନକୁ ଠିକ୍ ଜବାବ୍ ଦେବା ସହ ସାମରିକ ଆକ୍ରମଣ କରିବା ପାଇଁ କେନ୍ଦ୍ର ସରକାର ଅନୁରୋଧ କରାଯାଇଛି । ପାକିସ୍ତାନ ଉପରେ ସାମରିକ ଆକ୍ରମଣ ,ସର୍ଜିକାଲ୍ ଷ୍ଟ୍ରାଇକ୍ କରିବା ପାଇଁ ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ତରଫରୁ କେନ୍ଦ୍ର ସରକାରଙ୍କୁ ଦାବି କରାଯାଇଛି । ଏହି ବିକ୍ଷୋବ ପ୍ରଦର୍ଶନକୁ  ରାୟଗଡା ଜିଲା ବିଶ୍ବହିନ୍ଦୁ ପରିଷଦ, ବଜରଙ୍ଗ ଦଳ ଓ ଆରଏସଏସର କର୍ମୀମାନେ ଏବଂ ସନାତନି ପ୍ରେମୀ ମାନେ ନେତୃତ୍ୱ ନେଇ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like