-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

*ଧାନ ଫସଲ କ୍ଷୟ କ୍ଷତି ର ବୀମା ଯୋଗାଇବାକୁ ଜିଲ୍ଲାପାଳ ଙ୍କୁ ଚାଷୀ ସଂଗଠନ ର ଦାବୀ ପ୍ରଦାନ* - *ଜିଲ୍ଲାପାଳ ଅଫିସ ଆଗରେ ବିକ୍ଷୋଭ*

24-Apr-2025



- ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ଅଜଣା ରୋଗ ରେ ଧାନ ଫସଲ ନଷ୍ଟ ହେଉଥିବାରୁ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ପ୍ରାଥମିକ ସେବା ସମବାୟ ସମିତି ର ବିଭିନ୍ନ ଚାଷୀ ସଂଗଠନ ର ଶତାଧିକ ଚାଷୀ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କୁ ଏକ ଦାବୀ ପତ୍ର ପ୍ରଦାନ କରିଛନ୍ତି l ଧାନ ଫସଲ କ୍ଷୟ କ୍ଷତି ର ଉଚିତ ପ୍ରାପ୍ୟ , ଅଜଣା ରୋଗ କୁ ଚିହ୍ନଟ କରି ସବସିଡି ରେ କୀଟ ନାଶକ ଔଷଧ ଯୋଗାଇବା, ଓ କ୍ଷୟ କ୍ଷତି ର ସଠିକ୍ ଆକଳନ ସହ  ଉଚ୍ଚ ସ୍ତରୀୟ ତଦନ୍ତ କରି ଶୀଘ୍ର ଫସଲ ବୀମା ଯୋଗାଇବାକୁ ଦାବୀ କରି ଏ ଚାଷୀ ମାନେ ଜିଲ୍ଲାପାଳ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ l  ସୁବର୍ଣ୍ଣପୁର ଏଡିଏମ୍ ଅଞଳିନା ପଧାନ ଙ୍କ ଜରିଆରେ ଜିଲ୍ଲାପାଳ ଙ୍କୁ ଏକ ଦାବୀ ପତ୍ର ପ୍ରଦାନ କରି  ଜିଲ୍ଲା କୃଷୀ ବିଭାଗ ଡେପୁଟି ଡାଇରେକ୍ଟର ଙ୍କୁ ମଧ୍ୟ ଦାବୀ ପତ୍ର ପ୍ରଦାନ କରିଥିଲେ ଓ ଏ ସମସ୍ୟା ସମାଧାନ ପାଇଁ ଉଭୟ ଙ୍କ ସହିତ ଚାଷୀ ନେତା ମାନେ ଆଲୋଚନା କରିଥିଲେ l ରାମ ପୁର ପ୍ରାଥମିକ ସେବା ସମବାୟ ସମିତି ର ସଭାପତି ଉମେଶ ପୁଝାରୀ, ସଂପାଦକ ସରୋଜ ମେହେର, ଉପଦେଷ୍ଟା କୃପା ସିନ୍ଧୁ ପୁଝାରୀ, ସରପଞ୍ଚ ମନୋଜ ପୁରୋହିତ ଙ୍କ ନେତୃତ୍ବ ରେ ଆଜି ରାମପୁର, କଟାପାଲି, ଅମନ୍ ମୁଣ୍ଡା, ନାଇକେନ୍ ପାଲି, ଷଣ୍ଢ ଟିକ୍ରା, ତେଲି ଟିକ୍ରା ଗାଁ ର ଶତାଧିକ ଚାଷୀ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like