-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକ ରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ*

24-Apr-2025



ନବରଙ୍ଗପୁର:-ମିହିର ଶଙ୍କର ପାତ୍ର)
ଡାବୁଗାଁ ବ୍ଲକ ସଦର ମହକୁମା ସ୍ଥିତ କଲ୍ୟାଣୀ ମଣ୍ଡପରେ ଜାତୀୟ ପଞ୍ଚାୟତ ରାଜ ଦିବସ ପାଳିତ ହୋଇଯାଇଛି. ଓଡିଶା ର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଭିଡ଼ିଓ କନଫରେନ୍ସ ମାଧ୍ୟମ ରେ ନୂତନ ରେସନ କାର୍ଡ ବଣ୍ଟନ କରିବା ସହ ସୂର୍ଯ୍ୟଦୟ ଘର ଯୋଜନା ରେ ହିତାଧିକାରୀ ଙ୍କୁ ଅର୍ଥ ବଣ୍ଟନ କରିଥିଲେ।କ୍ରୀଡା ର ବିକାଶ ପାଇଁ ପ୍ରତେକ ବ୍ଲକ ରେ ଷ୍ଟାଡିୟମ ନିର୍ମାଣ କରାଯିବା ସହ ପଞ୍ଚାୟତ ରାଜ ବିଭାଗ କୁ ସୁତୃଡ଼ କରାଯିବ କହିଥିଲେ।ଏହି ଅବସରେ ଡାବୁଗାଁ ଗୋଷ୍ଠୀ ଉନୟନ ଅଧିକାରୀ ବିଡ଼ିଓ ଶରତ ମାଝୀ ଙ୍କ ଅଧକ୍ଷତା ରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ ଡାବୁଗାଁ ବିଧାୟକ ମୋନହର ରନ୍ଧାରୀ। ତତ ସଂଗେ ସାଙ୍ଗେ ଉପସ୍ଥିତି ଥେଲେ ଡାବୁଗାଁ ବ୍ଲକ ଅଧକ୍ଷା ବୀଣା ମାଝୀ, ଉପାଧ୍ୟକ୍ଷ ସଦାନନ୍ଦ ନାୟକ, ଏବିଡ଼ିଓ ପଦ୍ମନବ ତ୍ରିପାଠୀ, ଜିପିଓ ପଦ୍ମନାବ ଭୋଳା ଡାବୁଗାଁ ବିଜେପିର ବରିଷ୍ଟ ନେତା ମାନେ, 12ଗୋଟି ପଞ୍ଚାୟତ ର ମିଶନଶକ୍ତି ଅଧିନସ୍ଥ ସମସ୍ତ ଏମବିକେ, ସିଆରପି, ଜିପଏଲଏଫ ସଭାପତି ସମ୍ପାଦିକା ଏବଂ ବ୍ଲକ ଅଧୀନ ବିଭିନ୍ନ ସ୍ୱୟଙ୍ଗ ସହାୟକ ଗୋଷ୍ଠୀର ମହିଳା ମାନେ ତଥା ସମସ୍ତ ଗ୍ରାମପଞ୍ଚାୟତ ରୁ ଆସିଥିବା ସରପଞ୍ଚ, ସମିତି ସଭ୍ୟ, ଓ ବିଭାଗୀୟ ଅଧିକାରୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like