-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ସୋନପୁର ର ବହୁ ପୂରାତନ ପାନ ବ୍ୟବସାୟୀ ମାୟାଧର (ହାଡୁ) ନାଏକ ଙ୍କ ପରଲୋକ

24-Apr-2025



(ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ମଝିପଡ଼ା ବାସିନ୍ଦା ତଥା ବସ ଷ୍ଟାଣ୍ଡ ପଞ୍ଚରଥ ଶୈବ ପୀଠ ପାର୍ଶ୍ୱ ରେ ଥିବା ପାନ ଦୋକାନୀ ମାୟାଧର ନାଏକ (ହାଡୁ ଦାଦା)  ଆଉ ନାହାନ୍ତି l ସଚ୍ଚୋଟ, ନିର୍ଭୀକ ଓ ଅମାୟିକ ବ୍ୟକ୍ତିତ୍ୱ ହାଡୁ ଦାଦା ଙ୍କ ସୁସ୍ୱାଦୁ ବେଲାରି ପାନ, ମିଠା ପାନ  ଆଗୁଆ ଅର୍ଡର ଦେବାକୁ ପଡ଼େ, ଓ ତାଙ୍କ ପାନ ଖାଇବାକୁ ଲୋକ ଙ୍କୁ ଲାଇନ୍ ରେ ରହିବାକୁ ପଡ଼େ l  ପାନ ତିଆରି ଠୁଁ ଦୋକାନ ର ସବୁ କାମ ଧୀର ସ୍ଥିର ଚିତ୍ତ ରେ  କରନ୍ତି ସେ l ଥରେ କିନ୍ତୁ ଯିଏ ତାଙ୍କ ହାତ ର ପାନ ଖାଆନ୍ତି ସେ ସ୍ଥାୟୀ ଗ୍ରାହକ ସାଜିଯାଆନ୍ତି l  କଥା କମ୍ କଠିନ ପରିଶ୍ରମ କରୁଥିବା  ରାଜା ରାଜୁଡ଼ା ସମୟ ର ଜଣେ ପୁରାତନ ବ୍ୟବସାୟୀ ହାଡୁ ଦାଦା l ପାନ ଦୋକାନ ରୁ ଜୀବନ ଆରମ୍ଭ କରି ନିଜ ସହ ଦୁଇ ପୁଅ ଙ୍କୁ ମଧ୍ୟ ଜଣେ ସଫଳ ବ୍ୟବସାୟୀ ଭାବରେ ପରିଚୟ ସୃଷ୍ଟି କରିପାରିଛନ୍ତି ସେ l ଆଜି ବୁର୍ଲା ଡ଼ାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ  ହୃଦ ଘାତ ରେ ତାଙ୍କ ମୃତ୍ୟୁ ବରଣ କରିଥିବା ଖବର ସୋନପୁର ଅଞ୍ଚଳ ରେ ଶୋକ ଖେଳି ଯାଇଛି l ଅପରାହ୍ନ ରେ ଶ୍ରୀ ରାମେଶ୍ୱର ଶ୍ମଶାନ ଘାଟ ରେ ସ୍ୱର୍ଗତ ନାଏକ ଙ୍କ ଅନ୍ତିମ ସଂସ୍କାର କରାଯାଇଥିଲା l  ପୌର ପରିଷଦ ର ପ୍ରାକ୍ତନ ଅଧ୍ୟକ୍ଷ କଇରୁ ସ୍ବାଇଁ, କାଉଁନ ସିଲର ପୀୟୂଷ ପଣ୍ଡା ଙ୍କ ସମେତ  ସହର ର ବହୁ ବିଶିଷ୍ଟ ବ୍ୟକ୍ତି ଓ ମଝି ପଡ଼ା ରାମ ଧୂନ କ୍ଲବ ର ସମସ୍ତ ସଦସ୍ୟ ସଂସ୍କାର କାର୍ଯ୍ଯ ରେ ଯୋଗ ଦେଇ ଅନ୍ତିମ ଦର୍ଶନ କରିଥିଲେ l ବଡ ପୁଅ ନିମେଇଁ ନାଏକ ପିତା ଙ୍କ ସଂସ୍କାର ବେଳେ ମୁଖାଗ୍ନୀ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like