-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ, ଖଲିଆପାଲି ଶ୍ରେଷ୍ଠ ପଞ୍ଚାୟତ ଭାବେ ପୁରସ୍କୃତ 

24-Apr-2025



କଣ୍ଟାମାଳ(ଜୟ କୁମାର ମହାରଣା): ଜାତୀୟ ପଞ୍ଚାୟତିରାଜ ଦିବସ ଅବସରରେ ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ମୂରଶୁଣ୍ଢୀ ପଡିଆ ଠାରେ ଜିଲ୍ଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି  l  ଉତ୍ସବରେ ବୌଦ୍ଧ ବିଧାୟକ ତଥା ସରକାରୀ ମୁଖ୍ୟ ସଚେତକ ସରୋଜ ପ୍ରଧାନ ମୁଖ୍ୟଅତିଥି ଓ ସମ୍ମାନୀତ ଅତିଥି ଭାବେ ଜିଲ୍ଲାପାଳ ବୌଦ୍ଧ ସୁବ୍ରତ କୁମାର

ପଣ୍ଡା,ଅତିରିକ୍ତ ଜିଲ୍ଲାପାଳ ଅଜୟ ପ୍ରଧାନ,ପିଡି ବୌଦ୍ଧ ପ୍ରଭାସ ଚନ୍ଦ୍ର ଦଣ୍ଡସେନା, ଉପଜିଲ୍ଲାପାଳ ପ୍ରବୀଣ ଦଣ୍ଡୁଆ, ବୌଦ୍ଧ ବ୍ଲକ ଅଧ୍ୟକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, ଜିଲ୍ଲାପରିଷଦ ସଭ୍ୟ ରାକେଶ କୁମାର ତ୍ରିପାଠୀ, ବୌଦ୍ଧ ବିଡ଼ିଓ ଯୁଧିଷ୍ଠିର ମେହେର ପ୍ରମୁଖ ଯୋଗଦେଇଥିଲେ  l  ଏହି ଅବସରରେ ପଂଚାୟତ ରେ ସରକାରୀ ଯୋଜନାର ସଠିକ ବିନିଯୋଗ ଏବଂ ଉନ୍ନୟନ ମୂଳକ କାର୍ଯ୍ୟରେ ଉଲ୍ଲେଖନୀୟ ସଫଳତା ପାଇଁ  ବୌଦ୍ଧ

ଜିଲାରୁ ଏକମାତ୍ର ପଂଚାୟତ ଭାବେ କଣ୍ଟାମାଳ ବ୍ଲକ ର ଖଲିଆପାଲି ଗ୍ରାମପଞ୍ଚାୟତ କୁ ଶ୍ରେଷ୍ଠ ପଂଚାୟତ ଭାବେ ପୁରସ୍କୃତ କରାଯାଇଛି  l   ଏନେଇ ସରକାରୀ ଦଳ ମୁଖ୍ୟ ସଚେତକ ମୁଖ୍ୟଅତିଥି ଶ୍ରୀଯୁକ୍ତ ସରୋଜ ପ୍ରଧାନ ଖଲିଆପାଲି ପଂଚାୟତ ସରପଞ୍ଚ ଶ୍ରୀମତୀ ରେଣୁକା ନାୟକ ଙ୍କୁ ୭ଲକ୍ଷ ୭୨ହଜାର ୯୪୬ଟଙ୍କାର ପ୍ରୀତ୍ସାହନ ରାଶି ସ୍ୱରୂପ ଚେକ ପ୍ରଦାନ କରିଥିଲେ l  ସମଗ୍ର ଜିଲ୍ଲାର ଏକ ମାତ୍ର ପଞ୍ଚାୟତ ଭାବେ ଖଲିଆପାଲି ପଞ୍ଚାୟତ କୁ ପୁରସ୍କୃତ କରାଯାଇଥିବାରୁ ବିଭିନ୍ନ ମହଲରୁ ଶୁଭେଛାର ସୁଅ ଛୁଟିଥିବା ପ୍ରକାଶ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like