-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ

24-Apr-2025



କଣ୍ଟାମାଳ(ଜୟ କୁମାର ମହାରଣା):  ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ହାଇସ୍କୁଲ ଖେଳପଡିଆ ଠାରେ ଆଜି ବ୍ଲକସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କଣ୍ଟାମାଳ ବିଧାୟକ କନ୍ନାଇ ଚରଣ ଡାଙ୍ଗ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଭାବରେ ଜିଲ୍ଲାପରିଷଦ ସଦସ୍ୟା ଶ୍ରୀମତୀ ପଦ୍ମାଳୟା ପ୍ରଧାନ, ପୂର୍ବତନ ମଣ୍ଡଳ ସଭାପତି ଅନିଲ ପ୍ରଧାନ, ପିନାକଧର ରଣା ପ୍ରମୁଖ ଯୋଗଦେଇଥିଲେ। ଜାତୀୟ ପଞ୍ଚାୟତିରାଜ ଦିବସ ଉପଲକ୍ଷେ ବିହାରରେ ଆୟୋଜିତ ହେଇଥିବା ଜାତୀୟ  ସ୍ତରର ସମାରୋହରୁ ମାନ୍ୟବର ପ୍ରଧାନ ମନ୍ତ୍ରୀଙ୍କର ଏବଂ ପୁରୀରେ ଆୟୋଜିତ ରାଜ୍ୟ ସ୍ତରୀୟ ଉତ୍ସବରୁ

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସଭାର ସିଧା ପ୍ରସାରଣ ବଡ ପରଦାରେ ପ୍ରଦର୍ଶିତ ହୋଇଥିଲା । ସଭାରେଏପିଡି ଚାଲସ ନାୟକ, ବିଡ଼ିଓ ଧନଞ୍ଜୟ ସାହୁ,ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ଜୟ ମହନ୍ତ,ଗ୍ରାମ ପଂଚାୟତ ଉନ୍ନୟନ ଅଧିକାରୀ ଜୟଦେବ ପ୍ରଧାନ, ଏପିଓ ସଂଜିତ କୁମାର ମିଶ୍ର, ପିଇଓ ଜ୍ଞାନରଞ୍ଜନ ମିଶ୍ର ସମସ୍ତ ବ୍ଲକ ସ୍ତରୀୟ ଅଧିକାରୀ,ବ୍ଲକର ମାନ୍ୟ ଗଣ୍ୟ ବ୍ୟକ୍ତି ବିଶେଷ, ବିଭିନ୍ନ ବିଭାଗିୟ ଅଧିକାରୀ, ବିଭିନ୍ନ ଲୋକ ପ୍ରତିନିଧି, ସରପଞ୍ଚ, ସମିତି ସଭ୍ୟ ,  ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ଉପସ୍ଥିତ ଥିଲେl


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like