-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||     

HOME   ଜିଲ୍ଲା

କୋଶଳ ରାଜ୍ୟ ସମ୍ବନିୟ ସମିତି ର କାର୍ଯ୍ୟକାରିଣୀ ବୈଠକ

20-Jan-2021



ପଟଣାଗଡ଼, (ଗୋରେଖନାଥ ବରିହା )ବେଳପଡା ବ୍ଲକ ସ୍ଥାନୀୟ ଗିରିଗୋବର୍ଧନ ମନ୍ଦିର ପ୍ରାଙ୍ଗଣରେ କୋଶଲ ରାଜ୍ୟ ସଂମନ୍ଵୟ ସମିତି ର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଜିର ବୈଠକରେ କୋଶଲ ରାଜ୍ୟ ସଂମନ୍ଵୟ ସମିତି ର ବ୍ଲକ ସଭାପତି ଶ୍ରୀଯୁକ୍ତ ଜନାର୍ଦନ ସିଂ ସଭାପତିତ୍ୱ କରିଥିଲେ । ଏଥିରେ ସର୍ବ ପ୍ରଥମେ କୋଶଲ ଯୁବ ନେତା ସ୍ବର୍ଗତ ଆଲୋକ ବାଗ ଓ ବିଶିଷ୍ଟ ସମାଜସେବୀ, ଶ୍ରମିକ ନେତା ସ୍ବର୍ଗତ ଲଳିତ ନାଏକ ଙ୍କର ଦେହାନ୍ତ ଯୋଗୁଁ ସଭାରେ ଅମର ଆତ୍ମାର ସଦଗତି ସକାଶେ ୨ମିନିଟ ନିରବ ପ୍ରାର୍ଥନା କରାଯାଇ ଶୋକସନ୍ତପ୍ତ ପରିବାର କୁ ସମବେଦନା ଜଣାଇଛନ୍ତି । ବିଗତ ୨୬ନଂ ଜୋନ୍ ଉପ ନିର୍ବାଚନ ର ସମୀକ୍ଷା ସହ ନିର୍ବାଚନ ରେ ରାଜନୈତିକ ଦଳ କବଳରୁ ଉର୍ଧୁ ରେ ରହି ସବୁ କିଛି ଲୋଭ ଲାଳସା ତ୍ୟାଗ କରିଦେଇ କୋଶଲ ପ୍ରାର୍ଥୀଙ୍କୁ ୧୫୪୦ଭୋଟ ଦେଇଥିବାରୁ ଭୋଟର ଭାଇ ଭଉଣୀ ମାନଙ୍କୁ ସଭାରେ ସଂଗ୍ରାମୀ ଶୁଭେଚ୍ଛା ଜଣାଇଥିଲେ । କୋଶଲ କମିଟି କୁ ତୃଣମୂଳ ସ୍ତରରୁ ମଜବୁତ କରିବା ପାଇଁ ଯୁବକ ମାନଙ୍କୁ ଆହ୍ୱାନ କରାଗଲା  । ଗାଁ ମାନଙ୍କର ଲାଗି ରହିଥିବା  ବିଭିନ୍ନ ସମସ୍ୟା ର ସମାଧାନ କରିବା ପାଇଁ ଜୋରଦାର ପ୍ରୟାସ କରାଯିବ ଓ ଜନସାଧାରଣ ଙ୍କୁ ବିଭିନ୍ନ କାର୍ଯ୍ୟକ୍ରମ କରି ଜନ ସଚେତନ କରାଯିବ । ବେଳପଡା କୁ NAC ମାନ୍ୟତା ,ବେଳପଡା CHC ରେ blood bank, ବେଳପଡା ର ପୁଷ୍କରିଣୀ କୁ ପୁନରୁଦ୍ଧାର ସହ ସୌନ୍ଦର୍ଯ୍ୟ କରଣ, ଅପର କାନ୍ଥ ଡ୍ୟାମ ନିର୍ମାଣ, ଦରଲିମୁଣ୍ଡା ପାହାଡ଼ କୁ ପର୍ଯ୍ୟଟନୀ ସ୍ଥଳୀ ମାନ୍ୟତା , ସର୍ଗିଗୁଡା ରୁ ମଣ୍ଡଳ ମଧ୍ୟରେ ଥିବା ନଦୀରେ ବ୍ରିଜ ନିର୍ମାଣ ,ଧୁମାଭଟା ରୁ କତରଲଗା ମଧ୍ୟରେ ଥିବା କାନ୍ଥ ନଦୀରେ ବ୍ରିଜ ନିର୍ମାଣ ଇତ୍ୟାଦି ଦାବୀ କୁ ନେଇ ଆଗାମୀ ଦିନରେ ଆନ୍ଦୋଳନ କରିବାକୁ ନିଷ୍ପତ୍ତି କରାଗଲା । ଆଜିର ସଭାରେ ହରିଷ ବୁଡେକ, ଅକ୍ଷୟ ବେହେରା,ଗିରିଧାରୀ ଭୋଇ, ସିପୁନ ଖମାରୀ, ବନମାଳୀ ନାଏକ, ଗୁଣନିଧି ବର୍ଗେ, ଜିତୁ ନାଏକ, ଚନ୍ଦ୍ରକାନ୍ତି ସେଟ, ଜୟ ମେହେର, ଯୁଗଳ ମେହେର, ସନ୍ୟାସୀ ନାଏକ, କବି ପ୍ରସାଦ, ଉମେଶ ବନଗୁଲା, ସଞ୍ଜୀବ ଶର୍ମା,ରାଜ କିଶୋର ଛତ୍ରୀଆ,କୈଳାସ ବେହେରା ପ୍ରମୁଖ ଉପସ୍ଥିତ ଥିଲେ । ସଭା ଶେଷରେ ଶ୍ରୀ ମିତ୍ର ବର୍ଗେ ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026
  ଜିଲ୍ଲା  
ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   01-Oct-2026

You Might Also Like