-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

*ସୁବର୍ଣ୍ଣପୁରରେ ଜାତୀୟ ପଂଚାୟତିରାଜ ଦିବସ ୨୦୨୫ ପାଳନ* - *ଗ୍ରାମ ସ୍ତର ରୁ ଶାସନ ର ସ୍ବରାଜ କୁ ସାକାର କରିବା ଆଜିର ସଂକଳ୍ପ*

25-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର  ନୂତନ ଟାଉନ ହଲରେ ଜିଲ୍ଲାସ୍ତରୀୟ ପଂଚାୟତିରାଜ ଦିବସ ୨୦୨୫ ସମାରୋହ ଉତ୍ସବମୟ ପରିବେଶରେ ଅନୁଷ୍ଠିତ ହୋଇଯାଇଛି । ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସଙ୍କ ପୌରାହିତ୍ୟରେ ଅନୁଷ୍ଠିତ ସମାରୋହରେ ମୁଖ୍ୟ ଅତିଥ୍‌ ଭାବରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ସୁପାର ଠେଲା ଯୋଗଦାନ କରିଥିବାବେଳେ  ବଲାଙ୍ଗୀର ଲୋକସଭା ସାଂସଦଙ୍କ ଜିଲ୍ଲା ପ୍ରତିନିଧୂ ଶରତ ଶତପଥୀ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଜିଲ୍ଲାପରିଷଦ ଅଶ୍ବିନୀ କୁମାର ମେହେର, ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଜିଲ୍ଲାପରିଷଦ ପଲ୍ଲବୀ ରାଣୀ ରାଜ, ଉପଜିଲ୍ଲାପାଳ ଲଲାଟେନ୍ଦୁ ସି. ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୋନପୁର ପ୍ରତୀକ କର ପ୍ରମୁଖ ସମାରୋହରେ ସମ୍ମାନିତ ଅତିଥି ଭାବେ ଯୋଗଦାନ କରି ଅବସରକୁ ଅଧକ ଗମ୍ଭୀରତା ଦେଇଥିଲେ। ସମାରୋହର ଆରମ୍ଭରେ ୨୨ ତାରିଖ ପେହେଲଗାମରେ ଘଟିଥ‌ିବା ଦୁଃଖଦ ଦୁର୍ଘଟଣାରେ ଜୀବନ ହରାଇଥିବା ୨୭ ଜଣ ପର୍ଯ୍ୟଟକଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଦେଇ ଏକ ନିରବ ପ୍ରାର୍ଥନା ଆୟୋଜିତ ହୋଇଥିଲା। ଏହି ସମାରୋହ ଅବସରରେ ଜିଲ୍ଲାପାଳ ଶ୍ରୀମତୀ ଦାସ ପଂଚାୟତିରାଜ ଦିବସର ତାତ୍ପର୍ଯ୍ୟ ସହ ପଂଚାୟତିରାଜ ବ୍ୟବସ୍ଥାର ଗୁରୁତ୍ୱାରୋପ କରିଥିଲେ। ସେ ଆହୁରି କହିଲେ ଯେ "ପଂଚାୟତିରାଜ ଦିବସ ଏକ ଗୌରବମୟ ଅବସର ଯେଉଁଥିରେ ଆମେ ଗ୍ରାମ ସ୍ତରରୁ ଆରମ୍ଭ କରି ଶାସନର ସ୍ବରାଜକୁ ସାକାର କରିବା ପ୍ରତିବଦ୍ଧତାକୁ ସ୍ମରଣ କରୁଛୁ। ଗ୍ରାମର ଲୋକଙ୍କ ଶକ୍ତି ଓ ସଚେତନତା ହେଉଛି ସମୃଦ୍ଧିର ମୂଳ ଆଧାର । ସମସ୍ତଙ୍କ ସହଯୋଗ ଓ ଉତ୍ସାହ ଦ୍ବାରା ସାମୂହିକ ଭାବେ ଜିଲ୍ଲାର ଉନ୍ନତି ଓ ସମାଜ ବିକାଶର ପ୍ରତିବଦ୍ଧତାକୁ ଅକ୍ଷୁର୍ଣ ରଖିବାକୁ ଆହ୍ୱାନ ଦେଇ ଅନୁର୍ଭୁକ୍ତି ଓ ସଚେତନ ଭାଗୀଦାରୀ ଦ୍ବାରା ଗ୍ରାମ ଉନ୍ନତି ପାଇଁ ଆଗେଇ ଆସିବାକୁ ପରାମର୍ଶ ଦେଇଥିଲେ । ସମାରୋହ ଅବସରରେ ଜିଲ୍ଲାର ସମସ୍ତ ୬ ଗୋଟି ବ୍ଲକ ଅଞ୍ଚଳରେ ଗ୍ରାମ୍ୟଞ୍ଚଳ ଜନସାଧାରଣଙ୍କ କଲ୍ୟାଣ ନିମନ୍ତେ ୮୮ ଗୋଟି ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଲୋକାର୍ପଣ କରାଯାଇଥିଲା। ଲୋକାର୍ପଣ ଅବସରରେ ସମ୍ମାନିୟା ଲୋକସଭା ସାଂସଦ ବଲାଙ୍ଗୀରଙ୍କ ପ୍ରତିନିଧି, ବିଧାୟକ ସୋନପୁର ଓ ବୀରମହାରାଜପୁର ଙ୍କ ପ୍ରତିନିଧି, ଜିଲ୍ଲାପରିଷଦ ଅଧ୍ୟକ୍ଷା, ଜିଲ୍ଲାପାଳ ସୁବର୍ଣ୍ଣପୁର ପ୍ରମୁଖ ଉପସ୍ଥିତ ରହିଥିଲେ। ନୂତନ ରାସନ କାର୍ଡ ବଣ୍ଟନର ଶୁଭାରମ୍ଭ ଅବସରରେ ଜିଲ୍ଲା ସମାରୋହରରେ ଅତିଥିବୃନ୍ଦ ଜିଲ୍ଲାର ୩୫ ଜଣ ହିତାଧିକାରୀଙ୍କୁ ରାସନ କାର୍ଡ ପ୍ରଦାନ କରିଥିଲେ।ସେହିପରି ରାଜ୍ୟ ସ୍ତରରେ ପୁରସ୍କୃତ ଜିଲ୍ଲାର ୫ଟି ଗ୍ରାମପଂଚାୟତକୁ ୩ ଲକ୍ଷ ୮୬ ହଜାର ଲେଖାଏଁ ସହାୟତା ରାଶି ପ୍ରଦାନ କରାଯାଇଛି। ଏନ ଆର ଇ ଜି ଏସ ଅନ୍ତର୍ଭୁକ୍ତ ବିଭିନ୍ନ ଯୋଜନାରେ ସୋନପୁର ବ୍ଲକର ୫ ଜଣ ହିତାଧିକାରୀଙ୍କୁ ବ୍ୟକ୍ତିଗତ ସହାୟତା ରେ କାର୍ଯ୍ୟାଦେଶ ପତ୍ର ପ୍ରଦାନ କରାଯାଇଛି। ପୁନଶ୍ଚ ଜିଲ୍ଲାର ବିଭିନ୍ନ ବ୍ଲକର ଯୋଗ୍ୟ ହିତାଧିକାରୀଙ୍କୁ ଅତିଥିବୃନ୍ଦ ପ୍ରଧାନମନ୍ତ୍ରୀ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ କାର୍ଡ/ ଗୋପବନ୍ଧୁ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିଥିଲେ।
ସମାରୋହ ଅବସରରେ  ସଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସମାରୋହରେ ଗ୍ରୀଷ୍ମ ପ୍ରବାହ କୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ନିମନ୍ତେ ପ୍ରଶାସନ ତରଫରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ଆଜି ସମାରୋହରେ ପ୍ରାୟ ୧୫୦୦ ରୁ ଅଧିକ ସଂଖ୍ୟକ ଜନସାଧାରଣ, ସୁଭଦ୍ରା ମାଁ, ତଥା ନେତୃସ୍ଥାନୀୟ ବ୍ୟକ୍ତି ବିଶେଷ, ଅଧିକାରୀ ସାମ୍ବାଦିକ ପ୍ରଭୁତି ଉପସ୍ଥିତ ରହି ସମାରୋହକୁ ସଫଳ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like