-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଆଗଲପୁର ପଂଚାୟତ ର ଦାୟିତ୍ଵ ଗ୍ରହଣ କଲେ ନାଏବ ସରପଞ୍ଚ ଶ୍ରୀ ପ୍ରଶାନ୍ତ ମେହେର

25-Apr-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ଗ୍ରାମ ପଞ୍ଚାୟତ ରେ ନାଏବ ସରପଞ୍ଚ ଶ୍ରୀ ପ୍ରଶାନ୍ତ ମେହେର ଙ୍କ ଦାୟିତ୍ଵ ଗ୍ରହଣ।  ଆଜି ବଲାଙ୍ଗୀର ଜିଲ୍ଲାର ଆଗଲପୁର ବ୍ଲକ ର ଆଗଲପୁର ଗ୍ରାମ ପଞ୍ଚାୟତ ରେ ନାଏବ ସରପଞ୍ଚ ଶ୍ରୀ ପ୍ରଶାନ୍ତ ମେହେରଙ୍କୁ ସରପଞ୍ଚ ଦାୟିତ୍ଵ ପ୍ରଦାନ କରା ଯାଇଛି। ଏ ନେଇ ଜିଲ୍ଲାପାଳ ଙ୍କ ପତ୍ର ସଂଖ୍ୟା 540 ତାରିଖ ଏପ୍ରିଲ 23 2025  ରେ ଏକ ପତ୍ର ପ୍ରକାଶ ପାଇଛି। ପତ୍ର ରେ ଥିବା ଆଦେଶ ମୁତାବକ ନାଏବ ସରପଞ୍ଚ ଶ୍ରୀ ପ୍ରଶାନ୍ତ ମେହେର ଙ୍କୁ ଦାୟିତ୍ଵ ଭାର ସମ୍ଭାଳିବା ପାଇଁ ଉଲ୍ଲେଖ ରହିଛି l ସୂଚନାନୁସାରେ ଆଗଲପୁର ପଞ୍ଚାୟତ ର ସରପଞ୍ଚ ଶ୍ରୀମତୀ ନନ୍ଦିନୀ ମେହେର ଙ୍କୁ ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ବଲାଂଗୀର ଜିଲ୍ଲାପାଳ ତାଙ୍କୁ ପଦବୀରୁ ନିଲମ୍ବନ କରିଛନ୍ତି। ଏ ନେଇ ପଞ୍ଚାୟତ ର ପୂର୍ବତନ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ରାଜ୍ କିଶୋର ପୋଡ଼ ଙ୍କୁ ଜେଲ୍ ମଧ୍ୟ ଯିବାକୁ ପଡ଼ିଥିଲା। ପଞ୍ଚାୟତ କୁ ଆସିଥିବା ବିଭିନ୍ନ ଉନ୍ନୟନମୂଳକ କାମ କରିବା ସକାଶେ ଆସିଥିବା କୋଟି କୋଟି ଟଙ୍କା ର ଅର୍ଥ ଅନିୟମିତତା ଅଭିଯୋଗ ହୋଇଥିଲା। ଏ ସବୁ ଅଭିଯୋଗ ର ତଦନ୍ତ ସରିବା ପରେ ସରପଞ୍ଚ ଶ୍ରୀମତୀ ନନ୍ଦିନୀ ମେହେର ଙ୍କୁ ନିଲମ୍ବିତ କରିଥିଲେ l କିଛି ଦିନ ର ବ୍ୟବଧାନ ପରେ ପଞ୍ଚାୟତ ର ସାମଗ୍ରିକ ବିକାଶ କୁ ଦୃଷ୍ଟିଦେଇ ନାଏବ ସରପଞ୍ଚ ଶ୍ରୀ ପ୍ରଶାନ୍ତ ମେହେର ଙ୍କୁ ଦାୟିତ୍ଵ ଦେଇଛନ୍ତି। ଓ ଆଜି ଆଜି ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ପାଣିଗ୍ରାହୀ ତାଙ୍କୁ ଦାୟିତ୍ଵ ହସ୍ତାନ୍ତର କରିଛନ୍ତି। ଏନେଇ ଆଜି ପଞ୍ଚାୟତ ର ସମସ୍ତ ୱାର୍ଡ ସଭ୍ୟ ସଭ୍ୟା, ଜନ ସାଧାରଣ, ବୁଦ୍ଧିଜୀବୀ ଙ୍କ ଉପସ୍ଥିତିରେ ଦାୟିତ୍ଵ ଅର୍ପଣ କରା ଯାଇଛି l ନୂତନ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଶ୍ରୀ ମେହେର ଆଗାମୀ ଦିନରେ ପଂଚାୟତ ର ମୌଳିକ ସମସ୍ୟା ର ସମାଧାନ ଦିଗରେ କାମ କରିବା ସହ ଭତ୍ତା, ରାସନକାର୍ଡ, ଆବାସ ଗୃହ ଉପରେ ଗୁରୁତ୍ୱ ଦେବାକୁ ସଂକଳ୍ପ କଲେ l ଉପସ୍ଥିତ ବୁଦ୍ଧାଜୀବୀ ଓ ଜନସାଧାରଣ ମଧ୍ୟ ଶ୍ରୀ ମେହେର ଙ୍କ ଉପରେ ବିଶ୍ୱାସ ଓ ଭରସା ରଖିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like