-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଅଂଶୁଘାତରେ ଯୁବ ଶ୍ରମିକଙ୍କ ମୃତ୍ୟୁ ଆଶଙ୍କା,ତଦନ୍ତ ପାଇଁ ଥାନାରେ ଲିଖିତ ଅଭିଯୋଗ

25-Apr-2025



ବିନିକା(ହିମାଂଶୁ ଶେଖର ପୁଟେଲ)ପରିବାର ପରିପୋଷଣ ପାଇଁ ସବୁଦିନ ସକାଳେ କାମ କରି ଫେରୁଥିଲେ।ହେଲେ ଭାଗ୍ୟ ଲେଖା ସେତିକି ଥିଲା କେଜାଣି ହଠାତ କାମ କରୁଥିବା ବେଳେ ଅସୁସ୍ଥ ହେବାରୁ ଘରକୁ ଫେରି ତୁରନ୍ତ ପରିବାର ଲୋକେ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ ।ଡାକ୍ତର ଦେଖିବା ପରେ ତାଙ୍କୁ ମୃତ ଘୋଷଣା କରିଥିଲେ ।ଘଟଣାଟି ହେଉଛି ବିନିକା ବ୍ଲକ ଅନ୍ତର୍ଗତ ମହଦା ଗାଁର ।ଏହି ଗ୍ରାମର ବିଶ୍ଵନାଥ କାଣ୍ଡଙ୍କ ପୁଅ ସୁନିଲ କାଣ୍ଡ(୨୬) ଗ୍ରାମର ପଙ୍କଜ ନାଏକଙ୍କ ଘର ତିଆରି କାମ ଚାଲିଥିବାରୁ ପ୍ରତିଦିନ ସକାଳେ ସୁନିଲ ସେଠାକୁ ଯାଇ କୁଲି କାମ କରୁଥିଲା ଗତକାଲି ଅର୍ଥାତ ୨୪ତାରିଖ ସକାଳ ୧୧ଘଣ୍ଟା ସମୟରେ ହଠାତ ଅସୁସ୍ଥ ହେବାରୁ ପରିବାର ଲୋକେ ତୁରନ୍ତ ଆମ୍ବୁଲାନ୍ସ ଯୋଗେ ବିନିକା ଡ଼ାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ ।ହେଲେ ଡାକ୍ତର ଦେଖିବା ପରେ ତାଙ୍କୁ ମୃତ ଘୋଷଣା କରିଥିଲେ ।ଏନେଇ ତାଙ୍କ କାକା ଦେବରାଜ କାଣ୍ଡ ଲଛିପୁର ଥାନାକୁ ଆସି ଲିଖିତ ଅଭିଯୋଗ କରି ଘଟଣାର ତଦନ୍ତ ପାଇଁ ନିବେଦନ କରିଛନ୍ତି।ଅନ୍ୟ ପକ୍ଷରେ ବର୍ତ୍ତମାନ ଗ୍ରୀଷ୍ମ ପ୍ରକୋପ ଆଶାତୀତ ଭାବେ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଅଂଶୁଘାତରେ ଯୁବ ଶ୍ରମିକ ସୁନୀଲଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି ।ସ୍ଥାନୀୟ ବିନିକା ଡାକ୍ତରଖାନାରେ ମୃତ ସୁନୀଲଙ୍କ ଶବବ୍ୟବଛେଦ କରାଯାଇ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଥିଲା ।ମୃତ ବ୍ୟକ୍ତି ଘରର ଏକମାତ୍ର ରୋଜଗାର କ୍ଷମ ବ୍ୟକ୍ତି ହୋଇଥିବାରୁ ବର୍ତମାନ ପରିବାରରେ ଆର୍ଥିକ ସଙ୍କଟ ସୃଷ୍ଟି କରିଛି ।ତେଣୁ ଗରିବ ପରିବାରକୁ ସରକାରଙ୍କ ତରଫରୁ ଆର୍ଥିକ ସହଯୋଗ କରିବାକୁ ବିଭିନ୍ନ ମହଲରେ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like