-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ

25-Apr-2025



ସୁବର୍ଣ୍ଣପୁର, ମନୋରଞ୍ଜନ ତ୍ରିପାଠୀ 
 ଜିଲ୍ଲା  ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ  ତାଲିମ ଗୃହ  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ବିଶ୍ଵ ମ୍ୟାଲେରିଆ ଦିବସ-୨୦୨୫ ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ା ଦୈତ୍ୟ ନାରାୟଣ ପାଢ଼ୀ ଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆମେ ସମସ୍ତେ ମଶାରୀ ବ୍ୟବହାର କରିବା ଓ ଯଦି  ରକ୍ତ ପରୀକ୍ଷା ପରେ ମ୍ୟାଲେରିଆ ରୋଗ ଜଣା ପଡ଼ିଲା ତେବେ ବିଳମ୍ବ ନ କରି ସଙ୍ଗେ ସଙ୍ଗେ ପୂର୍ଣ୍ଣ ମାତ୍ରା ରେ ଔଷଧ ସେବନ କଲେ ମ୍ୟାଲେରିଆ ରୋଗ ରୁ ମୁକ୍ତି ପାଇବା ଓ ମ୍ୟାଲେରିଆ ନିରାକରଣ ହୋଇ ପାରିବା ଉପରେ ଆଲୋକପାତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ (VBD) ଡ଼ା ଗୋପାଳ ଚନ୍ଦ୍ର ମଲ୍ଲିକ,   ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ  ଅଧିକାରୀ (ଡି ସି )ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ,ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, କାର୍ଯ୍ୟନିର୍ବାହୀ ଅଧିକାରୀ ସୁବର୍ଣ୍ଣପୁର ପୌରପାରିଷଦ ଋଷି ମାଝୀ ଓ ଜିଲ୍ଲା କର୍ଯ୍ୟ ପରିଚାଳକ ବିଶ୍ବମ୍ବର ବେହେରା ପ୍ରମୁଖ ଆଜିକାର  ଦିବସ ର ସ୍ୱାସ୍ଥ୍ୟ ବାର୍ତ୍ତା ଓ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋଚନା କରି ଥିଲେ l

ଉକ୍ତ ସଭାରେ ସରକାରୀ ନର୍ସିଂ ସ୍କୁଲ ଅଧ୍ୟକ୍ଷ,ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ଜିଲ୍ଲା ମ୍ୟାଲେରିଆ ପରାମର୍ଶ ଦାତା ଚନ୍ଦ୍ରଶେଖର ମିଶ୍ର,ଦେବାଶିଷ ବାରିକ, ବାସୁଦେବ ଜଗଦଲା କାର୍ଯ୍ୟକ୍ରମ କୁ ପୂର୍ଣ୍ଣ ସହଯୋଗ କରିଥିଲେ । ଶେଷରେ ସ୍ବାସ୍ଥ୍ୟ  ପରିଦର୍ଶକ ପ୍ରମୋଦ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like