-+91-9937148622 |

prerana_bgr@rediffmail.com |

  Sunday 3rd May 2026 |

| | | |

R.N.I. Regd No. ODIODI/2010/46693

Breaking News

ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   (03-May-2026)       ||      ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   (03-May-2026)       ||      *ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   (03-May-2026)       ||      *ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   (03-May-2026)       ||      ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ    (02-May-2026)       ||      ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   (02-May-2026)       ||      ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   (02-May-2026)       ||      ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   (02-May-2026)       ||      +୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   (02-May-2026)       ||      ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   (02-May-2026)       ||      ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   (02-May-2026)       ||      ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ    (02-May-2026)       ||      ଜିଲ୍ଲା କଂଗ୍ରେସ ସଭାନେତ୍ରୀ ଜୟନ୍ତୀ ପଟେଲଙ୍କୁ ଭବ୍ୟ ସମ୍ବର୍ଦ୍ଧନା    (02-May-2026)       ||      ରୋତ ମହାବିଦ୍ୟାଳୟରେ ବାର୍ଷିକ ଉତ୍ସବ ସୁରଙ୍ଗୀ 2026 ଅନୁଷ୍ଠିତ   (02-May-2026)       ||      ଶ୍ରମିକ ନେତା ପ୍ରଶାନ୍ତ କୁମାର ପାଢ଼ୀଙ୍କୁ “ମୁଖ୍ୟମନ୍ତ୍ରୀ ଶ୍ରମିକ ବନ୍ଧୁ ସମ୍ମାନ” ପ୍ରଦାନ   (02-May-2026)       ||      *ଡାବୁଗାଁ ବ୍ଲକ ପରିସରରେ ବିଧାୟକଙ୍କ ଉପସ୍ଥିତିରେ ୨୧୦ ଜଣଙ୍କୁ ନୂତନ ଭତା ବଣ୍ଟନ*   (02-May-2026)       ||      ଚୌଦ୍ୱାର -କଟକ ବିଜେଡ଼ି ଗଡ଼ ଭୁସୁଡ଼ିଲା   (02-May-2026)       ||      ଶ୍ରମିକ ଦିବସକୁ ପ୍ରତିବାଦ ଦିବସ ଭାବେ ପାଳନ କଲା ବଲାଙ୍ଗୀର ଓୟୁଜେ ଶାଖା   (02-May-2026)       ||      ସମ୍ବଲପୁର ମହାନଗର ନିଗମ, ଶ୍ରମିକ ଦିବସରେ ସଫେଇ ଅଭିଯାନର ଶୁଭାରମ୍ଭ    (02-May-2026)       ||      *ଜିଲ୍ଲା ଆଇନ ସେବା ପ୍ରାଧିକରଣ ଆନୁକୂଲ୍ୟରେ ଅର୍ନ୍ତରାଷ୍ଟ୍ରୀୟ ଶ୍ରମିକ ଦିବସ ପାଳିତ*   (02-May-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଜୁଳି ଯୋଜନା ଉପରେ ଏକ ଆଲୋଚନା ଚକ୍ର

25-Apr-2025



ଆଗଲପୁର, (ପ୍ରେରଣା ଖବର) ଆଜି ବଲାଙ୍ଗୀର ଜିଲ୍ଲାର ଆଗଲପୁର ଠାରେ ଜାତୀୟ ଭେଣ୍ଡର ମହାଲକ୍ଷ୍ମୀ ଏଣ୍ଟର୍ ପ୍ରାଇଜେସ ଏମ ଏସ ଏମ ଇ ପିସିବିଆଇ ର ନେସନାଲ ଚେୟାରମ୍ୟାନ ଶ୍ରୀ ବିଭୁତିଭୂଷଣ ଲେଙ୍କା ଙ୍କ ନିର୍ଦେଶକ୍ରମେ ପି. ଏମ ସୂର୍ଯ୍ୟ ଘର୍ ମାଗଣା ବିଜୁଳି ଯୋଜନା ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା l କାର୍ଯ୍ୟକ୍ରମ ରେ ମହାଲକ୍ଷ୍ମୀ ଏଣ୍ଟର୍ ପ୍ରାଇଜେଶ ର ରାଜ୍ୟ ଉପ ସଭାପତି ଶ୍ରୀ ଦିବ୍ୟରାଜ୍ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଜେପୁର ବ୍ଲକ୍ ମୁଖ୍ୟ ମିସ୍ ମନୋରମା ସାହୁ, ପଦ୍ମପୁର ବ୍ଲକ୍ ମୁଖ୍ୟ ଶ୍ରୀ ଦେବେନ୍ଦ୍ର ଭୋଇ, ଲୋଇସିଂହା ବ୍ଲକ୍ ମୁଖ୍ୟ ଶ୍ରୀ ବିକାଶ ଚନ୍ଦ୍ର ରାଏ,ବଲାଙ୍ଗୀର ବ୍ଲକ୍ ମୁଖ୍ୟ ଶ୍ରୀ ଯଜ୍ଞଶ୍ୱର ବେହେରା, ଆଗଲପୁର ବ୍ଲକ୍ ମୁଖ୍ୟ କୈଳାସିନୀ ବେହେରା ପ୍ରମୁଖ ମଂଚାସୀନ ଥିଲେ l ରାଜ୍ୟ ଉପ ସଭାପତି ଶ୍ରୀ ଦିବ୍ୟରାଜ ସାହୁ ଙ୍କ ନେତୃତ୍ବରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଉକ୍ତ କାର୍ଯକ୍ରମ ରେ ବହୁ ସଂଖ୍ୟାରେ ଲୋକେ ଉପସ୍ଥିତ ରହି ଯୋଜନା ବିଷୟରେ ଅବଗତ ହୋଇଥିଲେ l

ଏହି ପି ଏମ ସୂର୍ଯ୍ୟ ଘର ମାଗଣା ବିଜୁଳି ଯୋଜନା ରେ କେମିତି ଲୋକ ମାନେ ଆବେଦନ କରିବେ, କେତେ ଟଙ୍କା ର ସରକାରୀ ଛାଡ, ସେ ବିଷୟରେ ଅତିଥି ମାନେ ବିସ୍ତୃତ ଭାବରେ ବୁଝାଇଥିଲେ। ୧ କିଲୋୱାଟ ପାଇଁ କେତେ ଟଙ୍କା ର ସରକାରୀ ସହାୟତା, ୨ କିଲୋୱାଟ ଓ ୩ କିଲୋୱାଟ ପାଇଁ କେତେ ସରକାରୀ ଅନୁଦାନ ପାଇ ପାରିବେ ସେ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା। ସମସ୍ତ ଜନ ସାଧାରଣ ଏ ଯୋଜନା ର ଲାଭ ଉଠାଇବା ପାଇଁ ମୁଖ୍ୟ ଅତିଥି ଶ୍ରୀ ଦିବ୍ୟରାଜ ସାହୁ ସମସ୍ତଙ୍କୁ ଆହ୍ଵାନ କରିଥିଲେ l ଏହି ଯୋଜନା ରେ ସୋଲାର ଲଗାଇଲେ ମାଗଣା ରେ ବିଦ୍ୟୁତ୍ ପାଇ ପାରିବେ ବୋଲି ସୂଚନା ଦେଇଥିଲେ। ମାସକୁ ମାସ ଆଉ ବିଦ୍ୟୁତ୍ ବିଲ୍ ଦେବାକୁ ପଡ଼ିବ ନାହିଁ ବୋଲି କହିଥିଲେ l ଜାତୀୟ ଭେଣ୍ଡର ମହାଲକ୍ଷ୍ମୀ ଏଣ୍ଟର ପ୍ରାଇଜେସ ମାଧ୍ୟମରେ ଲୋକେ ଏହାର ଫାଇଦା ଉଠାଇ ପାରିବେ ବୋଲି ମୁଖ୍ୟ ଅତିଥି ଶ୍ରୀ ସାହୁ ସୁଚିନ୍ତିତ ମତପ୍ରକାଶ କରିଥିଲେ l ଶେଷରେ ମିସ ମନୋରମା ସାହୁ ଧନ୍ୟବାଦ ଅର୍ପଣ କରିବା ସହ ସଭା ସାଙ୍ଗ କରିଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ମାତୃପୁରୀ,ଲାଦରପାଲିର ସଫଳତା, ସୁଶ୍ରୀ କ୍ରିଷ୍ଣା ପତି ଅତାବିରା ବ୍ଲକ ଟପ୍ପର   03-May-2026
  ଜିଲ୍ଲା  
ଆଦିବାସୀ ମହୋତ୍ସବ ଉଦ୍‌ଘାଟିତ   03-May-2026
  ଜିଲ୍ଲା  
*ହାଇସ୍କୁଲ୍ ପରୀକ୍ଷା ରେ ସୁବର୍ଣ୍ଣପୁର ଜିଲ୍ଲା ରେ ସ୍ୱର୍ଣ୍ଣିମ ଫଳାଫଳ*- *96.21% ହାର ରେ କୃତିତ୍ବ ହାସଲ*- *ହାଇସ୍କୁଲ୍ ଟପ୍ପର ଛାତ୍ରୀ ଙ୍କୁ ଶୁଭେଛା ଜଣାଇଲେ ଜିଲ୍ଲାପାଳ*-   03-May-2026
  ଜିଲ୍ଲା  
*ରାଷ୍ଟ୍ରିୟ ସ୍ୱୟଂ ସେବକ ସଂଘ ପକ୍ଷରୁ ନାରଦ ଜୟନ୍ତୀ ଉତ୍ସବ ପାଳନ*- *ଭାରତୀୟ ସଂସ୍କୃତି କୁ ସୁରକ୍ଷା ଦେବାରେ ସାମ୍ୱାଦିକ ଓ ଲେଖକ ଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ*   03-May-2026
  ଜିଲ୍ଲା  
ଜୋରଦାର୍ ହେଉଛି ବିଦ୍ୟୁତ କର୍ମଚାରୀ ଛଟେଇ ବିରୋଧରେ ଆନ୍ଦୋଳନ   02-May-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ମାଧ୍ୟମିକ ବୋର୍ଡ ପରୀକ୍ଷା ରେ ଜିଲ୍ଲା ଟପ୍ପର ହୋଇଛନ୍ତି ରୂପେ ପୁନମ ମେହେର ୫୫୦ ନମ୍ବର ରଖିଛନ୍ତି।   02-May-2026
  ଜିଲ୍ଲା  
ଜିତୁ ମୁଣ୍ଡାଙ୍କ ଘଟଣାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ନବୀନ ଚିଠି ଲେଖିଲେ ନବୀନ ♦️ ଏହି ଘଟଣାରେ ତୁରନ୍ତ ହସ୍ତକ୍ଷେପ କରିବାକୁ ନିବେଦନ କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।   02-May-2026
  ରାଜ୍ୟ  
ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ ♦️ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ରେଜଲ୍ଟ ଘୋଷଣା ହୋଇଛି   02-May-2026
  ଜିଲ୍ଲା  
+୩ପରୀକ୍ଷାରେ ସଫଳତା : ଶ୍ରେଷ୍ଠ ୧୦ରେ ପାର୍ବତୀଗିରି ମହିଳା ମହାବିଦ୍ୟାଳୟର ୩ଜଣ ଛାତ୍ରୀ   02-May-2026
  ଜିଲ୍ଲା  
ଅଗ୍ନିକାଣ୍ଡ ନେଲା ମା ଓ ଭାଇ ଙ୍କ ଜୀବନ   02-May-2026
  ଜିଲ୍ଲା  
ଲୋଇସିଂହା ଅନ୍ତର୍ଗତ ଗୁର୍ଜିଭଟା ରେ ପ୍ରଥମ ନାଇଟ ଫୂଟବଲ ପ୍ରତିଯୋଗିତା ଅନୁଷ୍ଠିତ   02-May-2026
  ଜିଲ୍ଲା  
ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଦେବର୍ଷି ନାରଦ ଜୟନ୍ତୀ ପାଳିତ   02-May-2026

You Might Also Like